E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଚିତ୍ର ଆଙ୍କିବାରେ ମନ
2:54 pmJune 6, 2021

କରୋନା ଦ୍ୱିତୀୟ ଲହର ପାଇଁ ଏବେ ତ ଶୁଟିଂ ବନ୍ଦ ଅଛି। ବସିବା ଅପେକ୍ଷା କାଶିବା ଭଲ। ତେଣୁ ଘରେ ବସି ରହିବା ଅପେକ୍ଷା ଜାହ୍ନବୀ କପୁର ଏବେ ଗୋଟିଏ କାମରେ ମନୋନିବେଶ କରିଛନ୍ତି। ତାହା କ’ଣ ଜାଣନ୍ତି ? ଚିତ୍ର ଆଙ୍କିବା। ନିଜ ରୁମ୍‌ରେ ବସି ପ୍ରଥମେ ସେ କାହାକୁ ଚିତ୍ରର ରୂପ ଦେବେ ସେ ନେଇ ଭଲ ଭାବରେ ଚିନ୍ତା କରୁଛନ୍ତି। ତା’ପରେ ନିଜ କାମରେ ଲାଗିଯାଉଛନ୍ତି। କେବଳ ସେତିକି ନୁହେଁ, ନିଜେ ଆଙ୍କିଥିବା ଚିତ୍ରଗୁଡିକୁ ନିଜ ସୋସିଆଲ ମିଡିଆରେ ଶେୟାର କରିବାକୁ ଭୁଲୁ ନାହାନ୍ତି। ଏ ସମ୍ପର୍କରେ ଜାହ୍ନବୀ କହନ୍ତି, ‘ପେଣ୍ଟିଂ କରିବା ମୋର ପିଲାଟି ଦିନରୁ ଅଭ୍ୟାସ। ଏ ନେଇ ମୋ ମାମା ମୋତେ ବେଶ୍‌ ଉତ୍ସାହିତ କରିଥିଲେ। ଆଉ ଏବେ ବାବା ପେଣ୍ଟିଂ ଚାଲୁ ରଖିବାକୁ ମୋତେ ସବୁବେଳେ କହିଥାଆନ୍ତି। କୌଣସି ପ୍ରାକୃତିକ ଦୃଶ୍ୟ ଦେଖିଲେ ତାହାକୁ ଚିତ୍ରର ରୂପ ଦେବାକୁ ମୋ ମନରେ ଇଚ୍ଛା ହୁଏ। କରୋନା ପାଇଁ ଲକ୍‌ଡାଉନ ଚାଲିଛି, ତେଣୁ ଘରେ ହିଁ ରହିବାକୁ ପଡୁଛି। ତେଣୁ ପେଣ୍ଟିଂ ପ୍ରତି ଅଧିକ ଧ୍ୟାନ ଦେଉଛି।’


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ମା’ ହେବାକୁ ଯାଉଛନ୍ତି ନୁଶ୍‌ରତ୍‌! ସ୍ବାମୀ କହିଲେ ଜାଣିନି, ୬ ମାସ ହେବ ମୁଁ ଅଲଗା ରହୁଛି

ତୃଣମୂଳ କଂଗ୍ରେସ ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍‌ରତ୍‌ ଜାହାଁ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ଚଳଚ୍ଚିତ୍ରରେ ସଫଳ କ୍ୟାରିୟର, ନିର୍ବାଚନରେ ଜିତିବା ଏବଂ ନିଖିଲ ଜୈନଙ୍କୁ...

ଶାହରୁଖ ଦେଇଥିବା ୩୦୦ ଟଙ୍କାକୁ ୮ ବର୍ଷ ହେଲା ପାଖରେ ରଖିଛନ୍ତି ଅଭିନେତ୍ରୀ

ନୂଆଦିଲ୍ଲୀ,୧୭।୬: ୨୦୧୩ରେ ରିଲିଜ ହୋଇଥିଲା ବଲିଉଡ୍‌ କିଙ୍ଗ୍‌ ଶାହାରୁଖ ଖାନଙ୍କ ଅଭିନୀତ ଫିଲ୍ମ ‘ଚେନ୍ନାଇ ଏକ୍ସପ୍ରେସ’। ଏହି ବ୍ଲକବଷ୍ଟର ଫିଲ୍ମର ଆଇଟମ ସଙ୍ଗ୍‌ର ଶୁଟିଂବେଳେ ଶାହାରୁଖଙ୍କୁ...

କେତେବେଳେ ଜାହ୍ନବୀ କପୁରଙ୍କ ହାତ ଧରୁଛନ୍ତି ତ କେବେ ସାରାଙ୍କ ଅତି ନିକଟରେ; କିଏ ଏହି ବ୍ୟକ୍ତି ଯାହାଙ୍କୁ କହାଯାଉଛି ‘ମିଷ୍ଟ୍ରି ମ୍ୟାନ୍‌’

ବମ୍ବେ: ବଲିଉଡ୍‌ରେ ଏଭଳି ଜଣେ ବ୍ୟକ୍ତି ଏବେ ଚର୍ଚ୍ଚାରେ, ଯାହାଙ୍କୁ ସବୁବେଳେ ବଲିଉଡ୍‌ ଅଭିନେତ୍ରୀଙ୍କ ସହ ଦେଖିବାକୁ ମିଳୁଛି। ସେ ଜାହ୍ନବୀ କପୁର ନଚେତ ସାରା...

ଏତିକି ଟଙ୍କାର ବଙ୍ଗଳାରେ ରୁହନ୍ତି ଅଭିନେତ୍ରୀ ସୋନମ କପୁର

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ଆଜି ତାଙ୍କର ୩୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଏଭରଗ୍ରୀନ ଅଭିନେତା ଅନିଲ କପୁରଙ୍କ ଝିଅ ହୋଇଥିଲେ ମଧ୍ୟ ସୋନମ...

ବର୍ଷା ଉପରେ କାହିଁକି ରାଗିଲେ ଅନୁଷ୍କା…..

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ପାଇଁ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ତାଙ୍କ ସ୍ବାମୀ ତଥା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ସହ ବର୍ତ୍ତମାନ...

ପ୍ରଥମଥର ଏପରି କରିବାକୁ ଯାଉଛନ୍ତି ସଲମାନ ଖାନ୍‌

ବଲିଉଡ୍‌ର ଦବଙ୍ଗ ଷ୍ଟାର୍‌ ସଲମାନ ଖାନ ତାଙ୍କର ୩୨ ବର୍ଷର କ୍ୟାରିୟରରେ ପ୍ରଥମ ଥର ପାଇଁ ଏମିତି ଏକ ଫିଲ୍ମ କରିବାକୁ ଯାଉଛନ୍ତି, ଯାହା ସେ...

ପୁଣି ଟପ୍‌ଲେସ୍‌ ହେଲେ ଏହି ସୁନ୍ଦରୀ ଅଭିନେତ୍ରୀ; ସୋସିଆଲ ମିଡିଆରେ ପଡ଼ିଛି ଚହଳ

ବମ୍ବେ: ବଲିଉଡର ସୁନ୍ଦରୀ ଅଭିନେତ୍ରୀଙ୍କ ମଧ୍ୟରୁ କିଆରା ଆଡଭାଣୀ ଜଣେ। ପରଦାରେ କେବେ ଚୁଲବୁଲି ତ କେବେ ସାଧାସିଧା ଚରିତ୍ରରେ ନଜର ଆସୁଥିବା କିଆରା ବେଶ୍‌...

ସମସ୍ତ ପ୍ରସ୍ତୁତି ସରିଥିଲା, ଶେଷ ମୁହର୍ତ୍ତରେ ଫୋନ୍‌ କରି ବିବାହ ପାଇଁ ମନା କରିଦେଇଥିଲେ ପ୍ରେମିକ

ବମ୍ବେ: ପ୍ରସ୍ତୁତି ସରିଥିଲା। ଦିଲ୍ଲୀରେ ବିବାହ ପୋଷାକ ବି ପ୍ରସ୍ତୁତ କରିବାକୁ ଦିଆଯାଇଥିଲା। ହେଲେ ଗୋଟିଏ ଫୋନ କଲ୍‌ ସବୁକିଛି ବଦଳାଇ ଦେଇଥିଲା। କାରଣ ପ୍ରେମିକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସୁନାର ହୋଟେଲ
Next Post Next post:
ମହିଳାଙ୍କ ପାଇଁ ସୁରକ୍ଷିତ ପର୍ଯ୍ୟଟନସ୍ଥଳୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts