E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ମନ୍ଦିର ଦର୍ଶନକୁ ନେଇ ପୋଲିସ-ପୁରୋହିତ ମୁହାଁମୁହିଁ
4:15 pmJune 21, 2021

ମିର୍ଜାପୁର,୨୧।୬: ଉତ୍ତରପ୍ରଦେଶର ବିନ୍ଧ୍ୟାଞ୍ଚଳରେ ଥିବା ପ୍ରସିଦ୍ଧ ମା’ ବିନ୍ଧବାସିନି ମନ୍ଦିରରେ ଦର୍ଶନ ଓ ପୂଜାକୁ ନେଇ ରବିବାର ପୋଲିସ ଓ ପୁରୋହିତ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି। କରୋନା କଟକଣା ଯୋଗୁ ଶନିବାର ଓ ରବିବାର ରାଜ୍ୟରେ ସମସ୍ତ ଧାର୍ମିକ ସ୍ଥଳ ବନ୍ଦ ରହିଥିବା ବେଳେ ଜଣେ ସ୍ଥାନୀୟ ପୁରୋହିତ କିଛି ଲୋକଙ୍କୁ ନେଇ ଜବଦରଦସ୍ତି ମନ୍ଦିର ପରିସରକୁ ପ୍ରବେଶ କରିବାକୁ ଜିଦ୍‌ ଧରିଥିଲେ। ଏହି ସମୟରେ ସେଠାରେ ଉପସ୍ଥିତ ଥିବା ପୋଲିସ ତାଙ୍କୁ ଅଟକାଇଥିଲେ। ତେବେ ଦୁହିଁଙ୍କ ମଧ୍ୟ କଥା କଟାକଟି ଏତେ ଦୂର ବଢ଼ିଯାଇଥିଲା ଯେ, ମନ୍ଦିରକୁ ପ୍ରବେଶ କରୁଥିବା ପୁରୋହିତଙ୍କୁ ପୋଲିସ ମାଡ଼ ମାରିବାକୁ ମାଧ୍ୟ ହୋଇଥିଲେ। ଏହି ଘଟଣା ଘଟିବା ସମୟରେ ସେଠାରେ ଉପସ୍ଥିତ ଥିବା ସ୍ଥାନୀୟ ଲୋକ ଏହାର ଭିଡିଓ ଉତ୍ତୋଳନ କରି ସୋସିଆଲ ମିଡିଆରେ ଭାଇରାଲ କରିଥିଲେ। ଅନ୍ୟପଟେ ମିର୍ଜାପୁର ପୋଲିସ ଏହି ଘଟଣାକୁ ନେଇ ଟୁଇଟ କରିଛନ୍ତି। ସେ କହିଛନ୍ତି, ଏହି ଘଟଣାର ଯାଞ୍ଚ କରାଯିବ ଏବଂ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତେବେ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ କରାଯାଇଥିବା ଗାଇଡଲାଇନ ଅନୁସାରେ ଶନିବାର ଓ ରବିବାର ମା’ ବିନ୍ଧବାସିନିଙ୍କ ମନ୍ଦିର ମନ୍ଦ ରହିବ। ତେଣୁ ଏହି ସମୟରେ ମନ୍ଦିର ଦର୍ଶନକୁ ବାରଣ କରାଯାଇଥିବା ବେଳେ ନିୟମ ଉଲ୍ଲଂଘନ ନ କରିବାକୁ ପୋଲିସ ସାଧାରଣଲୋକଙ୍କୁ ପରାମର୍ଶ ଦେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ଭାକ୍ସିନ୍‌ର ୨ ଡୋଜ୍‌ ନେଇ ବି ସହରରେ ୪୦୦୦ ଜଣଙ୍କୁ କରୋନା…

ଓ୍ବାଶିଂଟନ,୨୩।୬: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାକ୍ସିନ୍‌ ପ୍ରଦାନ କରାଯାଉଛି। ଆମେରିକାର ମାସାଚୁସେଟସ୍‌ ସହରରେ କରୋନା ଭାକ୍ସିନ୍‌ର ୨ ଡୋଜ୍‌ ନେବା ପରେ...

ପୁରୁଣା ଏକ ଟଙ୍କିଆ ନୋଟ୍‌ କରିବ ଲକ୍ଷପତି, ଅନ୍‌ଲାଇନ୍‌ ବିକ୍ରି ସୁଯୋଗ …

ନୂଆଦିଲ୍ଲୀ,୨୩।୬: ପୁରୁଣା ଏକ ଟଙ୍କିଆ ନୋଟ୍‌ ଜଣଙ୍କୁ ଲକ୍ଷପତି ମଧ୍ୟ କରି ପାରିବ। ବିଭିନ୍ନ ସଂସ୍ଥା ପକ୍ଷରୁ ଅନ୍‌ଲାଇନ୍‌ରେ ଏଭଳି ପୁରୁଣା ନୋଟ୍‌ ଏବଂ କଏନ୍‌...

ଆଜି ଦେଶରେ ୫୧,୬୬୭ କରୋନା ଆକ୍ରାନ୍ତ ଚିହ୍ନଟ, ୧୩୨୯ ମୃତ

ନୂଆଦିଲ୍ଲୀ,୨୫ା୬: ଗତ ୨୪ ଘଣ୍ଟାରେ ଦେଶରୁ ୫୧,୬୬୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୬୪,୫୨୭ ଜଣ ରୋଗୀ କରୋନାରୁ ସୁସ୍ଥ ହୋଇଥିବା କେନ୍ଦ୍ର...

ମିଶନ ୨୦୨୪କୁ ନେଇ ଚର୍ଚ୍ଚା

ମୁମ୍ବାଇ, ୧୨।୬: ପଶ୍ଚିମବଙ୍ଗରେ ଟିଏମ୍‌ସିକୁ ବିଜୟୀ କରାଇଥିବା ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର(ପିକେ) ଏନ୍‌ସିପି ନେତା ଶରଦ ପାଓ୍ବାରଙ୍କୁ ଭେଟିଛନ୍ତି। ଏନ୍‌ସିପି ମୁଖ୍ୟଙ୍କ ଘରେ ପ୍ରଶାନ୍ତ...

ଅନର କିଲିଂ: ସ୍ବାମୀଙ୍କୁ ହତ୍ୟା, ସ୍ତ୍ରୀଙ୍କୁ ଗୁଳି

ନୂଆଦିଲ୍ଲୀ,୨୫।୬: ଦ୍ୱାରକାର ଅମ୍ବରହାଇ ଗାଁରେ ଗୁରୁବାର ୨୩ ବର୍ଷୀୟ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ବେଳେ ତାଙ୍କର ସ୍ତ୍ରୀ ଗୁରୁତର ହୋଇ ହସ୍ପିଟାଲରେ ଜୀବନ...

ଭାଜପା ନେତାଙ୍କ ଝିଅଙ୍କୁ ନିସ୍ତୁକ ମାଡ଼ ପରେ ହତ୍ୟା

ରାଞ୍ଚି, ୯।୬: ଝାଡ଼ଖଣ୍ଡର ପାଲାମୁ ଜିଲାର ଲାଲିମାଟି ଜଙ୍ଗଲରୁ ବୁଧବାର ୧୬ ବର୍ଷୀୟା ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ସ୍ଥାନୀୟ ଭାଜପା ନେତାଙ୍କ ଝିଅ...

ମିନେରାଲ ବଦଳରେ ଗ୍ରାହକଙ୍କୁ ଏସିଡ୍‌ ଦେଲେ ଦୋକାନୀ

କୁଲଗାମ(କଶ୍ମୀର),୯।୬ : ଦକ୍ଷିଣ କଶ୍ମୀରର କୁଲଗାମ ଜିଲାର ଜଣେ ତହସିଲଦାର ବୁଧବାର ଏକ ଦୋକାନରୁ ମିନେରାଲ ପାଣି ବୋତଲ କିଣିଥିଲେ। କିନ୍ତୁ ପାଣି ବଦଳରେ ଭୁଲ...

ସୋସିଆଲ ମିଡିଆକୁ ଟାର୍ଗେଟ

ନୂଆଦିଲ୍ଲୀ,୧୮ା୬:ଗଣମାଧ୍ୟମର ସ୍ବାଧୀନତା ପାଇଁ ଲଢ଼ୁଥିବା ରିପୋଟର୍ସ ଓ୍ବିଦାଉଟ୍‌ ବର୍ଡର୍ସ (ଆର୍‌ଏସ୍‌ଏଫ୍‌) ମତରେ ବିଶ୍ୱ ପ୍ରେସ୍‌ ଫ୍ରିଡମ୍‌ ସୂଚକାଙ୍କରେ ୧୮୦ ଦେଶ ମଧ୍ୟରୁ ଭାରତର ସ୍ଥାନ ୧୪୨।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିବାହ କରିବାକୁ ଜିଦ୍‌ ଧରିଲେ ୬୫ ବର୍ଷୀୟ ବ୍ୟକ୍ତି: ଶେଷରେ ବର ବେଶରେ ସଜେଇ ହୋଇ ଜାଣନ୍ତୁ କାହାକୁ କଲେ ବିବାହ
Next Post Next post:
ରାଶିଫଳ: ମଙ୍ଗଳବାର, ଜୁନ୍‌ ୨୨ ତାରିଖ – Daily Horoscope

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts