E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଅମ୍ରିତସରରେ ‘ସିଦ୍ଧୁଙ୍କ ନିଖୋଜ’ ପୋଷ୍ଟର
11:04 pmJune 2, 2021

ଅମ୍ରିତସର,୨।୬ : କଂଗ୍ରେସ ବିଧାୟକ ନବଜୋତ ସିଂ ସିଦ୍ଧୁ ନିଖୋଜ ଥିବା ପୋଷ୍ଟର ଅମ୍ରିତସରର ପୂର୍ବ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଲଗାଯାଇଛି। ଏକ ଏନ୍‌ଜିଓ ପକ୍ଷରୁ ମଙ୍ଗଳବାର ରାତିରେ ଲଗାଇଯାଇଛି ଏହି ପୋଷ୍ଟର। ଏଥିରେ ନିଖୋଜ ବିଧାୟକଙ୍କୁ ବିଧାନସଭା ଆଣିଲେ ୫୦ ହଜାର ଟଙ୍କାର ପୁରସ୍କାର ରାଶି ଦିଆଯିବ ବୋଲି ଉଲ୍ଲେଖ ରହିଛି।

ଏନ୍‌ଜିଓ ପ୍ରତିନିଧି ଅନିଲ କୁମାର ବିଶିଷ୍ଟ ବଣ୍ଟି ଅଭିଯୋଗ କରିଛନ୍ତି, ଅମ୍ରିତସରର ପୂର୍ବ ବିଧାନସଭା ନିର୍ବାଚନ ମଣ୍ଡଳୀର ବାସୀନ୍ଦାଙ୍କୁ ସିଦ୍ଧୁ ମିଳୁ ନାହାନ୍ତି। ଏହି ଅଞ୍ଚଳରେ ସିଦ୍ଧୁଙ୍କ କାର୍ଯ୍ୟକାଳରେ କୌଣସି ପ୍ରକାର ଉନ୍ନତିମୂଳକ କାମ ହୋଇନାହିଁ। ପୂରା ନିର୍ବାଚନ ମଣ୍ଡଳୀର ରାସ୍ତା ଉପରେ କୁଢ଼ କୁଢ଼ ଅଳିଆ ଓ ପାଣି ଦେଖାଯାଉଛି।

ଅମ୍ରିତସରରେ ସିଦ୍ଧୁ ନିଖୋଜ ପୋଷ୍ଟର ଦେଖିବାକୁ ମିଳିବା ପ୍ରଥମ ଘଟଣା ନୁହେଁ । ପ୍ରାୟ ୧୦ ବର୍ଷ ତଳେ ଏଭଳି ଘଟଣା ଦେଖିବାକୁ ମିଳିଥିଲା। ସେତେବେଳେ ସେ ଭାଜପାର ସଦସ୍ୟ ଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ସାନିଟାଇଜର ଫାର୍ମରେ ନିଅଁ।: ୧୮ ମୃତ

ପୁଣେ,୮ା୬: ମହାରାଷ୍ଟ୍ରର ପୁଣେସ୍ଥିତ ଏକ ରାସାୟନିକ କାରଖାନାରେ ସୋମବାର ଅଗ୍ନିକାଣ୍ଡ ଘଟି ୧୮ କର୍ମଚାରୀଙ୍କ ମୃତ୍ୟୁ ହେବା ସହ ଅନ୍ୟ କେତେଜଣ ନିଖୋଜ ଅଛନ୍ତି। ମୃତକଙ୍କ...

ଅମରିନ୍ଦରଙ୍କୁ ଜବାବ ମାଗିଲା ଏଆଇସିସି

ନୂଆଦିଲ୍ଲୀ, ୨୩ା୬: ପଞ୍ଜାବ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ୱ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ପୂର୍ବତନ କ୍ୟାବିନେଟ୍‌ ମନ୍ତ୍ରୀ ନବଜୋତ ସିଂ ସିଦ୍ଧୁ ଓ ଅନ୍ୟ କେତେଜଣ...

ତମାଖୁ ବିକ୍ରି ପାଇଁ ଦରକାର ଲାଇସେନ୍ସ

ଲକ୍ଷ୍ନୌ,୧୩।୬: ମଦ ଭଳି ତମାଖୁ ବିକ୍ରି ପାଇଁ ମଧ୍ୟ ଲାଇସେନ୍ସ ଦରକାର। ତେବେ ଏଭଳି ନିୟମ ଉତ୍ତରପ୍ରଦେଶ(ୟୁପି)ରେ କାର୍ଯ୍ୟକାରୀ ହେବାକୁ ଯାଉଛି। ଯୋଗୀ ଆଦିତ୍ୟ ନାଥଙ୍କ...

ନୁସରତଙ୍କ ଘର କଳି ଏବେ ସଂସଦରେ, ସଦସ୍ୟତା ରଦ୍ଦ ଦାବି କଲା ଭାଜପା…

ନୂଆଦିଲ୍ଲୀ,୨୨।୬: ପଶ୍ଚିମବଙ୍ଗ ବସିରହାଟ୍‌ ଲୋକସଭା ଆସନ ଏମ୍‌ପି ନୁସରତ ଜାହାଁଙ୍କ ଘର କଳି ଏବେ ସଂସଦରେ ପହଞ୍ଚିଛି। ଭାଜପା ପକ୍ଷରୁ ନୁସରତଙ୍କ ସଦସ୍ୟତା ରଦ୍ଧ ପାଇଁ...

ରାଗିଛନ୍ତି ପାଇଲଟ୍‌: ମନାଇବା ପାଇଁ ଫୋନ୍‌ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୧।୬: ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସଚିନ ପାଇଲଟ ଗତ କିଛି ଦିନ ହେବା ଦଳୀୟ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଦଳର...

ଏଲ୍‌ଜେପିରେ ଫାଟ ପରେ ଚିରାଗଙ୍କୁ ଆରଜେଡି-କଂଗ୍ରେସର ଅଫର

ପାଟନା,୧୫।୬: ବିହାର ରାଜନୈତିକ ଏବେ ସରଗରମ ରହିଛି। ଲୋକ ଜନଶକ୍ତି ପାଟି(ଏଲ୍‌ଜେପି)ରେ ଫାଟ ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଏମ୍‌ପି ଚିରାଗ ପାଶଓ୍ବାନ ଏବେ ଏକୁଟିଆ...

ଦିନେ ଟିକା ନେବାକୁ ମନା କରୁଥିଲେ ଅଖିଳେଶ: ଏବେ କହିଲେ, ମୁଁ ବି ନେବି ଟିକା

ଲକ୍ଷ୍ନୌ,୮।୬: ଶେଷରେ ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ ମଙ୍ଗଳବାର କରୋନା ଟିକା ନେବେ ବୋଲି ଘୋଷଣା କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ...

କ୍ଷତିପୂରଣ ନ ଦେବା ନିଷ୍ପତ୍ତି କାହାର

ନୂଆଦିଲ୍ଲୀ, ୨୨।୬: କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଯୋଗାଇଦେବା ଲାଗି ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ଦାଏର ଜନସ୍ବାର୍ଥ ମାମଲାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏମିତି ବି ମାଡ଼ିଆସେ ମୃତ୍ୟୁ
Next Post Next post:
ଘରୁ ବାହାରିବା ଟାଇଗରଙ୍କୁ ପଡ଼ିଲା ମହଙ୍ଗା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts