ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। ବ୍ରହ୍ମପୁର ଏମ୍କେସିଜି ମେଡିକାଲର ଡିସିଏଚ-୧ ବନ୍ଦ କରି ଡିସିଏଚ-୨କୁ ଚାଲୁ ରଖିବା ଲାଗି ପଦକ୍ଷେପ ନେବାକୁ ଏମ୍କେସିଜି ପ୍ରଶାସନିକ ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଜିଲାର ଚିକିତ୍ସା କେନ୍ଦ୍ରଗୁଡିକର ସ୍ଥିତି ଏବଂ ସେଠାରେ ଉପଲବ୍ଧ ଥିବା ସୁବିଧା ସମ୍ପର୍କରେ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଯାଞ୍ଚ କରିବେ। ଜିଲାସ୍ତରୀୟ ନିର୍ଦ୍ଦେଶକୁ ଅପେକ୍ଷା ନ କରି ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସିଡିପିଓ କିମ୍ବା ସଂପୃକ୍ତ ଅଧିକାରୀମାନେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଘୋଷଣା ହୋଇଥିବା ଆଶୀର୍ବାଦ ଯୋଜନାର ହିତାଧିକାରୀ ଚୟନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲାପାଳ ସୋମବାର ଭିଡିଓ କନଫରେନ୍ସରେ ହୋଇଥିବା କୋଭିଡ ପରିଚଳାନା ବୈଠକରେ କହିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All
ବାଲେଶ୍ୱରରୁ ଇସ୍ରୋର ବୈଜ୍ଞାନିକ
ସଜନାଗଡ଼, ୯।୬(ଡି.ଏନ.ଏ.)-ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ(ଇସ୍ରୋ)ର ବୈଜ୍ଞାନିକ ଭାବେ ଯୋଗଦେବେ ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ଅଭିଷେକ ପରିଡ଼ା। ମାର୍ଚ୍ଚରେ ଅନୁଷ୍ଠିତ ଏ ସମ୍ପର୍କିତ ପରୀକ୍ଷାରେ...
ଆଜିଠୁ ଅଲାରନାଥଙ୍କ ଅନବସର ଦର୍ଶନ
ବ୍ରହ୍ମଗିରି,୨୫।୬(ଡି.ଏନ୍.ଏ.): ସ୍ନାନପୂର୍ଣ୍ଣିମାରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ କରି ଅଣସର ପିଣ୍ଡିରେ ବିଜେ କରିଛନ୍ତି। ଏହି ଅବସରରେ ଶୁକ୍ରବାରଠାରୁ ବ୍ରହ୍ମଗିରିସ୍ଥିତ ଅଲାରନାଥଙ୍କ ପୀଠରେ ଅନବସର ଦର୍ଶନ ଆରମ୍ଭ ହେବ।...
ଆନ୍ଧ୍ରକୁ ଋଷିକୂଲ୍ୟା ନଦୀରୁ ବାଲି ଚୋରା ଚାଲାଣ: ଚଢାଉରେ ୩୦ ଗାଡ଼ି ଜବତ
ଛତ୍ରପୁର,୧।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ନଦୀରୁ ଆନ୍ଧ୍ରପ୍ରଦେଶକୁ ବେଆଇନ ଭାବେ ବାଲି ଚୋରା ଚାଲାଣ ହେଉଛି। ଏହି ଚୋରା ଚାଲାଣ ପ୍ରାୟ ରାତ୍ର ସମୟରେ ଚାଲୁଥିବା...
ଯୋଗାଣ କର୍ମଚାରୀଙ୍କୁ ଅଫିସରୁ ବାହାର କରି ଧାରଣା ଦେଲା ଓକିଲ ସଂଘ
ବରଗଡ଼ ଅଫିସ,୨୩।୬: ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ବିକ୍ରି ପାଇଁ ଚାଷୀମାନେ ଧାନ ଆଣୁଥିଲେ...
ଉପାନ୍ତ ଅଞ୍ଚଳରେ ଟିକା ପହଞ୍ଚାଇବ ଡ୍ରୋନ୍
କଟକ ଅଫିସ,୧୯।୬: ଉପାନ୍ତ ଅଞ୍ଚଳରେ ଲୋକଙ୍କୁ ଟିକା ଯୋଗାଇବ ଡେଲଟା ୪୦୦ ଡ୍ରୋନ୍। ଏହି ଡ୍ରୋନ୍କୁ କଟକ ଖପୁରିଆ ଆଇଟିଆଇର ଛାତ୍ରୀଛାତ୍ର ତିଆରି କରିଛନ୍ତି। ଆଇଜି...
ଚାଲାଣ ହେଉଥିଲା ବଳଦ ବୋଝେଇ ଗାଡି: ଅଟକ ରଖିଲେ ଗ୍ରାମବାସୀ
ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଖଜିରାପାଟ ପଞ୍ଚାୟତ ରାମଚନ୍ଦ୍ରପୁର ଗ୍ରାମବାସୀ ଶୁକ୍ରବାର ଏକ ବଳଦ ଚାଲାଣ ହେଉଥିବା ଟାଟା ମ୍ୟାଜିକ୍ ଗାଡିକୁ ଅଟକାଇଥିଲେ। ପରେ...
ଏମ୍ସରେ ଲାଗିବ ଏକ୍ମୋ ମେଶିନ
ଭୁବନେଶ୍ୱର,୧୦।୬: ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ଲାଗିବ ୨ଟି ଏକ୍ମୋ ମେଶିନ। ଜୁନ ଶେଷ ସୁଦ୍ଧା ଏହି ମେଶିନ ଲାଗିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର...
ପୁରୀ ବ୍ୟତୀତ ଆଉ କେଉଁଠି ହେବନି ରଥଯାତ୍ରା
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଚଳିତବର୍ଷ ରଥଯାତ୍ରା ଉପରେ ରାଜ୍ୟ ସରକାର କଟକଣା ଲାଗୁ କରିଛନ୍ତି। ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ। ଏନେଇ...


