ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। ବ୍ରହ୍ମପୁର ଏମ୍କେସିଜି ମେଡିକାଲର ଡିସିଏଚ-୧ ବନ୍ଦ କରି ଡିସିଏଚ-୨କୁ ଚାଲୁ ରଖିବା ଲାଗି ପଦକ୍ଷେପ ନେବାକୁ ଏମ୍କେସିଜି ପ୍ରଶାସନିକ ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଜିଲାର ଚିକିତ୍ସା କେନ୍ଦ୍ରଗୁଡିକର ସ୍ଥିତି ଏବଂ ସେଠାରେ ଉପଲବ୍ଧ ଥିବା ସୁବିଧା ସମ୍ପର୍କରେ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଯାଞ୍ଚ କରିବେ। ଜିଲାସ୍ତରୀୟ ନିର୍ଦ୍ଦେଶକୁ ଅପେକ୍ଷା ନ କରି ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସିଡିପିଓ କିମ୍ବା ସଂପୃକ୍ତ ଅଧିକାରୀମାନେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଘୋଷଣା ହୋଇଥିବା ଆଶୀର୍ବାଦ ଯୋଜନାର ହିତାଧିକାରୀ ଚୟନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲାପାଳ ସୋମବାର ଭିଡିଓ କନଫରେନ୍ସରେ ହୋଇଥିବା କୋଭିଡ ପରିଚଳାନା ବୈଠକରେ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.