E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଭଦ୍ରକ, ରାଜ୍ୟ

ଦ୍ୱିତୀୟ ବିବାହ କରିବେ ବିଧାୟକ ବ୍ୟୋମକେଶ
7:03 pmJune 23, 2021June 28, 2021

ଭଦ୍ରକ ଅଫିସ, ୨୩ା୬: ଭଦ୍ରକ ଜିଲାର ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ ଦ୍ୱିତୀୟ ଥର ପାଇଁ ବିବାହ କରିବେ। ଜୁଲାଇ ପ୍ରଥମ ସପ୍ତାହରେ ସେ ପାରମ୍ପାରିକ ରୀତିନୀତିରେ ରାଜ୍ୟର ଏକ ପ୍ରସିଦ୍ଧ ତାରକା ହୋଟେଲରେ ବିବାହ କରିବେ ବୋଲି ତାଙ୍କ ନିକଟତମ ମହଲରୁ ଜଣାପଡ଼ିଛି।

ସୂଚନା ମୁତାବକ, ପୁରୀ ଜିଲାର ଏକ ପ୍ରମୁଖ ତାରକା ହୋଟେଲରେ ବିଧାୟକ ବ୍ୟୋମକେଶଙ୍କ ବିବାହ ସମାରୋହ ୨ ଦିନ ଧରି ଅନୁଷ୍ଠିତ ହେବ। ଉଭୟ ପରିବାରର ସଦସ୍ୟ ଓ କିଛି ରାଜନେତାଙ୍କ ଉପସ୍ଥିତିରେ ବିବାହ କାର୍ଯ୍ୟକ୍ରମ ହେବ। ଇତି ମଧ୍ୟରେ ତାଙ୍କର ନିର୍ବନ୍ଧ ଶେଷ ହୋଇଛି। ସୂଚନାଯୋଗ୍ୟ, ବିଧାୟକ ରାୟଙ୍କ ପ୍ରଥମ ସ୍ତ୍ରୀ ନୀଳିମା ପ୍ରଧାନଙ୍କ ୨୦୨୦ ଫେବୃୟାରୀ ୩ ତାରିଖରେ ମୃତ୍ୟୁ ଘଟିଥିଲା। ବ୍ୟୋମକେଶ ଓ ନୀଳିମାଙ୍କର ଏକମାତ୍ର ଝିଅ ଅଛି। ଯାହାଙ୍କ ବୟସ ଏବେ ୫ ବର୍ଷ ବୋଲି ଜଣାପଡ଼ିଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଭଦ୍ରକ, ରାଜ୍ୟ View All

ସାଇକେଲ ଚାଳନା ପ୍ରସାର ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୫।୬(ବ୍ୟୁରୋ): ରୋଟାରୀ କ୍ଲବ୍‌ ଇକୋ ପକ୍ଷରୁ ଅନ୍‌ଲାଇନ୍‌ ଜରିଆରେ ଶୁକ୍ରବାର ବିଶ୍ୱ ସାଇକେଲ ଦିବସ ପାଳିତ ହୋଇଯାଇଛି। ଏଥିରେ ରୋଟାରୀ କ୍ଲବ ଇକୋର ସଭାପତି...

୨୨୦ ଲିଟର ଦେଶୀ ରନ୍ଧା ମଦ ସହ ୩ ବାଇକ୍‌ ଜବତ, ୩ ଗିରଫ

ଭଦ୍ରକ ଅଫିସ,୨୧ା୬: ଜିଲା ଅବକାରୀ ବିଭାଗ ପକ୍ଷରୁ ଗଠିତ ଏକ ସ୍ବତନ୍ତ୍ର ଟିମ୍‌ ଦ୍ୱାରା ବାସୁଦେବପୁର ଥାନା ଅନ୍ତର୍ଗତ ନୂଆଗାଁ ଓ ବାରାପୁର ଗ୍ରାମ ଅଞ୍ଚଳରେ...

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଜାମିନ

କଟକ ଅଫିସ, ୧ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନାରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଥିବା ୩ଟି ମାମଲାରେ ତାଙ୍କୁ ସୋମବାର ହାଇକୋର୍ଟରୁ ଜାମିନ ମିଳିଛି।...

ଲକ୍‌ଡାଉନ୍‌ ନିୟମ ଉଲ୍ଲଙ୍ଘନ ପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର,୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଲକ୍‌ଡାଉନ୍‌ ନିୟମ ଉଲ୍ଲଙ୍ଘନ ହୋଇଥିବା ଦେଖିବାକୁ ମିଳିଛି । ଏନେଇ ଛତ୍ରପୁର ଏନ୍‌ଏସି କର୍ତ୍ତୃପକ୍ଷ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।...

ଘରକୁ ଘର ବୁଲି ସଂଗ୍ରହ ହେଉଛି ଆବର୍ଜନା: ବ୍ୟାଟ୍ରିଚାଳିତ ଗାଡ଼ି ଧରି ବୁଲୁଛନ୍ତି ମହିଳା

ଛତ୍ରପୁର,୨୬।୬(ଡି.ଏନ୍‌.ଏ.): ମହିଳା ସଶକ୍ତିକରଣ କ୍ଷେତ୍ରରେ ଆଉ ପାଦେ ଆଗେଇଛି ଗଞ୍ଜାମ ଜିଲା। ଗ୍ରାମାଞ୍ଚଳ ପରିମଳ ପରିଚାଳନାର ନେତୃତ୍ୱ ନେବା ଆରମ୍ଭ କରିଛନ୍ତି ମହିଳା। ଖଲ୍ଲିକୋଟ ବ୍ଲକରୁ...

ତିନିଦିନ ତଳେ ରାଗିକି ଘର ଛାଡ଼ି ଯାଇଥିଲେ: ଏବେ ଗଛରୁ ଝୁଲନ୍ତା ମୃତଦେହ ଜବତ

ବ୍ରହ୍ମପୁର ଅଫିସ,୪ା୬: ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ ନିମଖଣ୍ଡି ଫାଣ୍ଡି ନିକଟ ବେଡ଼ାବନ୍ଧ ହୁଡ଼ାରେ ଥିବା ଏକ ଖଜୁରୀ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା...

ନକଲି ଡାକ୍ତରଙ୍କ କ୍ଲିନିକ୍‌ରେ ଚଢ଼ାଉ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଲାଇସେନ୍ସ କିମ୍ବା ଡାକ୍ତରୀ ଶିକ୍ଷାଗତ ଯୋଗ୍ୟତା ନାହିଁ। ତଥାପି ଘରେ ହୋମିଓପାଥିକ କ୍ଲିନିକ୍‌ ଖୋଲି ଔଷଧ ଦେବା ସହ ରୋଗୀଙ୍କ ଚିକିତ୍ସା କରୁଛନ୍ତି। କରୋନାକୁ...

ରାଜ୍ୟରେ ୟୁଜି-ପିଜି ଫାଇନାଲ ପରୀକ୍ଷା ହେବ; ଘରେ ରହି ଛାତ୍ରୀଛାତ୍ର ଦେଇପାରିବେ…

ଭୁବନେଶ୍ୱର,୧୮।୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ବୋର୍ଡ ଏବଂ ଯୁକ୍ତ ୨ ପରୀକ୍ଷାକୁ ବାତିଲ କରିଦିଆଯାଇଥିଲା। ଏବେ ୟୁଜି ଏବଂ ପିଜି ପରୀକ୍ଷା ନେଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜାଡେଜାଙ୍କ ପାଇଁ ଖୁସି ଖବର
Next Post Next post:
ଇତିହାସ ରଚିବା ଠାରୁ ୧୩୯ ରନ୍‌ ଦୂରରେ ନ୍ୟୁଜିଲାଣ୍ଡ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts