E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କଟକ

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଜାମିନ
9:40 amJune 1, 2021

କଟକ ଅଫିସ, ୧ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନାରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଥିବା ୩ଟି ମାମଲାରେ ତାଙ୍କୁ ସୋମବାର ହାଇକୋର୍ଟରୁ ଜାମିନ ମିଳିଛି। ୧୪ ଲକ୍ଷ ଟଙ୍କା ଜମାକରି ଜାମିନରେ ଯିବେ ବୋଲି ହାଇକୋର୍ଟ ସର୍ତ୍ତ ରଖିଛନ୍ତି। ହାଇକୋର୍ଟର ଅବକାଶକାଳୀନ ବିଚାରପତି ସଙ୍ଗମ କୁମାର ସାହୁ ଏହି ମାମଲାର ଶୁଣାଣି କରି ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଜାମିନ ମିଳିବା ସତ୍ତ୍ୱେ ସେ ଜେଲ୍‌ରୁ ବର୍ତ୍ତମାନ ବାହାରି ପାରିବେନାହିଁ। ସେ ଟାଟା କମ୍ପାନୀରେ ଚାକିରି କରାଇଦେବା ନଁାରେ ୩ ଜଣଙ୍କଠାରୁ ୧୪ ଲକ୍ଷ ଟଙ୍କା ନେଇଥିଲେ। ଏ ନେଇ ଗୋଳନ୍ଥରା ଥାନାରେ ତିନୋଟି ପୃଥକ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ସେ ଜାମିନ ଆବେଦନ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ତାଙ୍କୁ ଏଥିରେ ଜାମିନ ପ୍ରଦାନ କରିଛନ୍ତି। ପୂର୍ବରୁ ସେ ଗୋଟିଏ ମାମଲାରେ ଜାମିନ ପାଇଛନ୍ତି। ତେବେ ତାଙ୍କ ନଁାରେ ଆଉ ୨ଟି ମାମଲା ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କଟକ View All

ଦ୍ୱିତୀୟ ବିବାହ କରିବେ ବିଧାୟକ ବ୍ୟୋମକେଶ

ଭଦ୍ରକ ଅଫିସ, ୨୩ା୬: ଭଦ୍ରକ ଜିଲାର ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ ଦ୍ୱିତୀୟ ଥର ପାଇଁ ବିବାହ କରିବେ। ଜୁଲାଇ...

ଗୋଧୂଳି ଲଗ୍ନରେ ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶ

ସମ୍ବଲପୁର,୧୭ା୬(ବ୍ୟୁରୋ): ସାତଦିନ ଧରି ଚାଲିଥିବା ପ୍ରସିଦ୍ଧ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା ଗୁରୁବାର ଶେଷ ହୋଇଛି। ନବବିବାହିତ ଶିବପାର୍ବତୀଙ୍କୁ ପଣ୍ଡିତମାନେ ମହାଆଳତି କରିଥିଲେ। ଘଣ୍ଟ, ଶଙ୍ଖ, ହରିବୋଳ...

ଆଇସିୟୁ, ଭେଣ୍ଟିଲେଟର ନାହିଁ

ସୋନପୁର,୧୯।୫(ନି.ପ୍ର.) – କରୋନାର ଦ୍ୱିତୀୟ ଲହର ସୁବର୍ଣ୍ଣପୁର ଜିଲାର ଜନସାଧାରଣଙ୍କୁ ହନ୍ତସନ୍ତ କରୁଛି। ପ୍ରତିଦିନ ଶତାଧିକ ଲୋକ ସଂକ୍ରମିତ ହେଉଛନ୍ତି। ଅସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ...

ପରିତ୍ୟକ୍ତ କୂଅରୁ ଆସୁଥିଲା ଦୁର୍ଗନ୍ଧ, ପୋଲିସ ଖୋଜିବା ପରେ ଯାହା ମିଳିଲା…

ସୁନ୍ଦରଗଡ଼,୧୩।୬(ଡି.ଏନ୍‌.ଏ.): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ କରମଡିହି ଗ୍ରାମ ନିକଟ ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥର ଅନତି ଦୂରରେ ଥିବା ଏକ ପରିତ୍ୟକ୍ତ କୂଅ...

ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

କଟକ ଅଫିସ, ୧ା୬: ବିଶିଷ୍ଟ କବି ତଥା ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଜୟନ୍ତ ମହାପାତ୍ର(୯୪) ସୋମବାର ଏସ୍‌ସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌...

ପାନୀୟ ଜଳ ସମସ୍ୟାକୁ ନେଇ କନିଷ୍ଠ ଯନ୍ତ୍ରୀଙ୍କୁ ଭେଟିଲେ ଗ୍ରାମବାସୀ

ଗଞ୍ଜାମ,୧୦।୬(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ପାନୀୟ ଜଳ ସମସ୍ୟା ଦୀର୍ଘ ଦିନ ଧରି ଲାଗି ରହିଛି l ଏନେଇ ଗ୍ରାମବାସୀ ଜନସ୍ବାସ୍ଥ୍ୟ ବିଭାଗକୁ ବାରମ୍ବାର ଅବଗତ କରାଇଥିଲେ...

‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ...

୧୭,୦୦୦ ଫାଭିପିରାଭିର ଟାବ୍‌ଲେଟ୍‌ ଜବତ

କଟକ ଅଫିସ,୧୨ା୬: କଟକ କନିକା ଛକରେ ଥିବା ଏକ ମେଡିସିନ ଗୋଦାମ ଉପରେ ଶୁକ୍ରବାର ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲର ପକ୍ଷରୁ ଚଢାଉ କରାଯାଇଛି। ସେଠାରୁ ପ୍ରାୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧୫୦ ଛାତ୍ରୀଛାତ୍ରଙ୍କୁ ଅପହରଣ
Next Post Next post:
୧୭ ଯାଏ ଓଏଚ୍‌ଆର୍‌ସିକୁ ସର୍ବସାଧାରଣ ପ୍ରବେଶ ମନା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts