ନୂଆଦିଲ୍ଲୀ,୧।୬: ଭାଜପା ରାଜ୍ୟସଭା ଏମ୍ପି ସୁବ୍ରମଣ୍ୟମ ସ୍ବାମୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ପୁଣି ବର୍ଷିଛନ୍ତି। ସେ ମଙ୍ଗଳବାର ଟୁଇଟ୍ କରି କହିଛନ୍ତି ଯେ, ମୋଦି ସରକାରଙ୍କ ଅଦୂରଦର୍ଶୀ ଆର୍ଥିକ ନୀତି ଯୋଗୁ ଦେଶରେ ଅର୍ଥନୀତି ରୁଗ୍ଣ ହୋଇଯାଇଛି। କେନ୍ଦ୍ର ସରକାର ଆର୍ଥିକ ମୋର୍ଚ୍ଚାରେ ଅସଫଳ ରହିଥିବା ସ୍ବାମୀ କହିଛନ୍ତି। କିଛି ଦିନ ତଳେ ସ୍ବାମୀ ମୋଦି ସରକାରଙ୍କୁ ସମାଲୋଚନା କରି କହିଥିଲେ ଯେ, କଂଗ୍ରେସ ନେତୃତ୍ୱାଧୀନ ୟୁପିଏ ସରକାରଙ୍କ ଦ୍ୱାରା ଦେଶର ଅର୍ଥନୀତି ଆଗେଇ ଚାଲିଥିବା ବେଳେ ମୋଦି ସରକାର ଏହାକୁ ସମ୍ପୂର୍ଣ୍ଣ ଖରାପ ସ୍ଥିତିକୁ ନେଇ ଆସିଛନ୍ତି। ଟିକାକରଣ ଏବଂ ଭାରତ ଚାଇନା ସୀମା ବିବାଦ ନେଇ ସ୍ବାମୀ ପୂର୍ବରୁ ମୋଦି ସରକାରଙ୍କୁ ଟାର୍ଗେଟ ମଧ୍ୟ କରିସାରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.