E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଟୁଇଟରକୁ ମୋଦି ସରକାରଙ୍କ ଶେଷ ଚେତାବନୀ…
2:54 pmJune 5, 2021

ନୂଆଦିଲ୍ଲୀ,୫।୬: ଦେଶରେ ପ୍ରଚଳିତ ଆଇଟି ନିୟମର ପାଳନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଟୁଇଟର୍‌କୁ ଶେଷ ଚେତାବନୀ ଦିଆଯାଇଛି। ନୂଆ ନିୟମ ପାଳନ ନ କଲେ ପରିଣାମ ଭୋଗିବାକୁ ପଡ଼ିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଭାରତରେ ପ୍ରଚଳିତ ଆଇଟି ଅଧିନିୟମ ୨୦୦୦ର ଧାରା ୭୯ର ପ୍ରତିପାଳନ ନ କରାଗଲେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଏବଂ ପରିଣାମ ପାଇଁ ଟୁଇଟର ଉତ୍ତରଦାୟୀ ରହିବ ବୋଲି ସରକାରଙ୍କ ପକ୍ଷରୁ ସୂଚିତ କରାଯାଇଛି। ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଏବଂ ଆର୍‌ଏସ୍‌ଏସ୍‌ ପ୍ରମୁଖ ମୋହନ ଭାଗଓ୍ବତ୍‌ଙ୍କ ଟୁଇଟର ଆକାଉଣ୍ଟରୁ ବ୍ଲୁ ଟିକ୍‌ ହଟାଯିବା ପରେ ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଉପରାଷ୍ଟ୍ରପତିଙ୍କ ଆକାଉଣ୍ଟ ଭେରିଫାଏ ପରେ ବ୍ଲୁ ଟିକ୍‌ ରିଷ୍ଟୋର କରାଯାଇଥିବା ଟୁଇଟର ପକ୍ଷରୁ ସଫେଇ ଦିଆଯାଇଛି। ତେବେ ଆଇଟି ଆଇନକୁ ପାଳନ କରିବା ନେଇ ଭାରତ ସରକାର ଦୃଢ଼ ଆଭିମୁଖ୍ୟ ଗ୍ରହଣ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ମୂଲ୍ୟାୟନ ସୂତ୍ରକୁ ବିରୋଧ

ନୂଆଦିଲ୍ଲୀ, ୨୨ା୬: କରୋନା ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହୋଇଥିବାବେଳେ ସିବିଏସ୍‌ଇ ଏବଂ ସିଆଇଏସ୍‌ସିଇର ଫଳାଫଳ ମୂଲ୍ୟାୟନ ସୂତ୍ରକୁ ନେଇ କେତେଜଣ ଛାତ୍ରୀଛାତ୍ର...

ତୃତୀୟ ଲହର ଆସିବାକୁ ବେଶୀ ସମୟ ଲାଗିବ ନାହିଁ

ମୁମ୍ବାଇ, ୧୭।୬: ଆଗାମୀ ୨ରୁ ୪ ସପ୍ତାହ ମଧ୍ୟରେ ମହାରାଷ୍ଟ୍ରରେ ସଂକ୍ରମଣର ତୃତୀୟ ଲହର ଦେଖାଦେଇପାରେ ବୋଲି ରାଜ୍ୟ କୋଭିଡ୍‌-୧୯ ଟାସ୍କଫୋର୍ସ ପକ୍ଷରୁ ସତର୍କ କରିଦିଆଯାଇଛି।...

ଭାଜପା ଟାର୍ଗେଟରେ ମୁକୁଲ

କୋଲକାତା,୧୮ା୬: ଭାଜପା ଛାଡ଼ି ତୃଣମୂଳ କଂଗ୍ରେସ(ଟିଏମ୍‌ସି)ରେ ଯୋଗ ଦେଇଥିବା ବରିଷ୍ଠ ନେତା ମୁକୁଲ ରୟ ଏବେ ଭାଜପା ଟାର୍ଗେଟରେ। ତାଙ୍କ ବିଧାୟକ ପଦ ରଦ୍ଦ ଦାବିରେ...

ଅକ୍ଟୋବରରେ ତୃତୀୟ ଲହର

ବେଙ୍ଗାଲୁରୁ, ୧୯।୬: ଭାରତରେ କରୋନା ଭୂତାଣୁ ସଂକ୍ରମଣର ତୃତୀୟ ଲହର ଅକ୍ଟୋବର ସୁଦ୍ଧା ଆସିପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଯଦିଓ ବର୍ତ୍ତମାନର ସଂକ୍ରମଣଠାରୁ ତୃତୀୟ...

ସ୍ବାମୀଙ୍କ ଉପରେ ଚାଲିଛି ସ୍ତ୍ରୀର ହତ୍ୟା ମାମଲା, ୮ ମାସ ପରେ ପ୍ରେମିକଙ୍କ ଘରୁ ମିଳିଲେ ମହିଳା

ପାଟନା,୧୮ା୬: ବିହାରର ଦାନାପୁର (ସୁଲତାନପୁର)ରୁ ସାମ୍ନାକୁ ଆସିଛି ସଭିଙ୍କୁ ଚମାକାଇ ଦେଲା ଭଳି ଘଟଣା। ୮ ମାସ ହେଲା ସ୍ବାମୀ ଓ ତାଙ୍କ ପରିବାରବର୍ଗଙ୍କ ବିରୋଧରେ...

ଅରୁଣ ମିଶ୍ର ହେବେ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ

ନୂଆଦିଲ୍ଲୀ,୨ା୬: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଅରୁଣ ମିଶ୍ର ଦେଶର ପରବର୍ତ୍ତୀ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଅଧ୍ୟକ୍ଷ ନିଯୁକ୍ତ ହୋଇପାରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଭାଜପାକୁ ଭାଙ୍ଗିବାକୁ ପ୍ରୟାସ:ଟିଏମ୍‌ସିରେ ସାମିଲ ହେଲେ ଅନେକ ନେତା

କୋଲକାତା,୨୧।୬: ପଶ୍ଚିମବଙ୍ଗରେ ଭାଜପାକୁ ଆଉ ଏକ ଝଟ୍‌କା ଲାଗିଛି। ଅଲିପୁରଦ୍ୱାରରୁ ଦଳର ଜିଲାଧ୍ୟକ୍ଷ ଗଙ୍ଗା ପ୍ରସାଦ ଶର୍ମା ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ହାତ ଧରିଛନ୍ତି। ସୋମବାର ଦ୍ୱିପ୍ରହରରେ...

କ୍ଷତିପୂରଣ ନ ଦେବା ନିଷ୍ପତ୍ତି କାହାର

ନୂଆଦିଲ୍ଲୀ, ୨୨।୬: କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଯୋଗାଇଦେବା ଲାଗି ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ଦାଏର ଜନସ୍ବାର୍ଥ ମାମଲାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପରିବେଶ ସୁରକ୍ଷା ସହିତ ଆର୍ଥିକ ବିକାଶ ହିଁ ଭାରତର ଲକ୍ଷ୍ୟ: ମୋଦି…
Next Post Next post:
‘ଦ ଫାମିଲି ମ୍ୟାନ୍‌-୨’ର ଏହି ଅଭିନେତା କିଏ କାଣନ୍ତି: ଅଭିନୟ ପାଇଁ ଛାଡ଼ିଥିଲେ ଚାକିରି, ବିକିଥିଲେ ସ୍ତ୍ରୀଙ୍କ ଗହଣା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts