E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଘରେ ରାଶନ ପହଞ୍ଚାଇବା ଯୋଜନା ନେଇ ମୋଦି-କେଜରିଓ୍ବାଲ ମୁହାଁମୁହିଁ: କେନ୍ଦ୍ର କାହିଁକି କରୁଛି ଝଗଡ଼ା, ମୁଖ୍ୟମନ୍ତ୍ରୀ କଲେ ପ୍ରଶ୍ନ…
1:15 pmJune 6, 2021

ନୂଆଦିଲ୍ଲୀ,୬।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଘରେ ଘରେ ରାଶନ ପହଞ୍ଚାଇବା ଯୋଜନାକୁ କେନ୍ଦ୍ରର ଅନୁମତି ମିଳି ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କହିଛନ୍ତି ଯେ, ଦିଲ୍ଲୀ ସରକାର ଏନେଇ ପୂର୍ବରୁ କେନ୍ଦ୍ରର ଅନୁମତି ଲୋଡ଼ି ନାହାନ୍ତି। ତେବେ କେଜରିଓ୍ବାଲ କହିଛନ୍ତି ଯେ, ୫ ଥର କେନ୍ଦ୍ରର ଆପ୍ରୁଭାଲ ମିଳିବାରେ ଯୋଜନା ଆରମ୍ଭର ଦୁଇଦିନ ପୂର୍ବରୁ ଏହା ଉପରେ ରୋକ ଲଗାଇଛନ୍ତି କେନ୍ଦ୍ର ସରକାର। ଏନେଇ କେନ୍ଦ୍ର ସରକାରଙ୍କୁ କେଜରିଓ୍ବାଲ କେତେକ ପ୍ରଶ୍ନ ମଧ୍ୟ କରିଛନ୍ତି। ରାଶନ ମାଫିଆଙ୍କ ସହିତ ମୋଦିଙ୍କ ସମ୍ପର୍କ ନେଇ ନେ ସେ ପ୍ରଶ୍ନ କରିଛନ୍ତି। ରାଶନ ରାଜ୍ୟ ଅବା କେନ୍ଦ୍ର ସରକାରଙ୍କର ନୁହେଁ। ଏହା ଦେଶର ଜନସାଧାରଣଙ୍କର। ଏହାର ସୁବଣ୍ଟନ ନେଇ କେନ୍ଦ୍ର ପକ୍ଷରୁ କାହିଁକି ବିରୋଧ କରାଯାଉଛି ତାହା ସେ ପଚାରିଛନ୍ତି। ଯୋଜନାର ନାମ ମୁଖ୍ୟମନ୍ତ୍ରୀ ଘର ଘର ରାଶନ ଯୋଜନା ଥିଲା। ତେବେ ଏଥିରୁ ମୁଖ୍ୟମନ୍ତ୍ରୀ ଶବ୍ଦ ହଟାଇବା ପାଇଁ କେନ୍ଦ୍ର ସରକାର କହିଥିଲେ। ଶେଷରେ ଏହାକୁ ହଟାଇ ଦିଆଯାଇଥିଲା। ମାତ୍ର କେନ୍ଦ୍ର ସରକାର ଯୋଜନାକୁ ଲାଗୁ କରିବାରେ ବାଧା ଦେଉଥିବା ସେ କହିଛନ୍ତି। କେନ୍ଦ୍ର ସରକାର କାହିଁକି ସମସ୍ତଙ୍କ ସହିତ ଝଗଡ଼ା କରୁଛନ୍ତି ତାହା କେଜରିଓ୍ବାଲ ପ୍ରଶ୍ନ କରିଛନ୍ତି। କେନ୍ଦ୍ର ସରକାର ମମତା ଦିଦିଙ୍କ ସହିତ ଝଗଡ଼ା କରିବା ସହିତ ଝାଡ଼ଖଣ୍ଡ ସରକାର, ଲାକ୍ଷାଦ୍ୱୀପ ସରକାର, ମହାରାଷ୍ଟ୍ର ସରକାରଙ୍କ ସହିତ କରୋନା ସଙ୍କଟ ସମୟରେ ଲଢ଼େଇ ଜାରି ରଖିଥିବା କେଜରିଓ୍ବାଲ କହିଛନ୍ତି। ଆମେ ସବୁ ଆପଣଙ୍କ ସରକାରର, ଆମେ ଭାରତବାସୀ, ଏପରିସ୍ଥଳେ ଆମେ ଲଢ଼ିଲେ କରୋନାକୁ ଜିତିବା କିପରି ବୋଲି କେଜରିଓ୍ବାଲ ପ୍ରଶ୍ନ କରିଛନ୍ତି। ରାଷ୍ଟ୍ରହିତରେ ଥିବା ଏହି ଯୋଜନାକୁ ନ ରୋକିବାକୁ ସେ ମୋଦିଙ୍କୁ ଅନୁରୋଧ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ରେକର୍ଡ ଭାଙ୍ଗିଲା ଭାରତ, ଏକ ସପ୍ତାହରେ ୪ କୋଟିଙ୍କୁ ଭାକ୍ସିନ୍‌ ଡୋଜ୍‌…

ନୂଆଦିଲ୍ଲୀ ,୨୬।୬: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଦ୍ରୁତବେଗରେ କରାଯାଉଛି। ଭାରତ...

ଭାରତରେ ବିଦେଶୀ ଟିକାର ପରୀକ୍ଷା କରାଯିବ ନାହିଁ

ନୂଆଦିଲ୍ଲୀ,୨।୬: ବିଶ୍ୱସ୍ତରରେ ଉପଲବ୍ଧ ହେଉଥିବା କୋଭିଡ୍‌-୧୯ ଟିକା ଭାରତରେ ବିନା କ୍ଲିନିକାଲ ପରୀକ୍ଷା ଏବଂ ଅନୁମୋଦନରେ ବ୍ୟବହାର ହୋଇପାରିବ। ଭାରତର ଔଷଧ ମହାନିୟନ୍ତ୍ରକ (ଡିଜିଜିଆଇ) ପକ୍ଷରୁ...

୧୫ ଜୁନ୍‌ରୁ ଲଭ୍‌ ଜିହାଦ୍‌ ଆଇନ: ଦୋଷୀଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌…

ଅହମଦାବାଦ,୫।୬: ଲଭ୍‌ ଜିହାଦ୍‌ ଆଇନ୍‌ ଗୁଜରାଟରେ ୧୫ ଜୁନ୍‌ରୁ ପ୍ରଣୟନ ହେବାକୁ ଯାଉଛି। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌...

ମୃତ୍ୟୁସଂଖ୍ୟା ଲୁଚାଇଛି ଏମ୍‌ପି

ଭୋପାଳ, ୧୩ା୬: ଦେଶରେ କରୋନାଜନିତ ମୃତ୍ୟୁ ତଥ୍ୟ ଲୁଚାଯିବା ଆଉ ନୂଆ କଥା ହୋଇ ନାହିଁ। ବିଭିନ୍ନ ରାଜ୍ୟ ସରକାର ପ୍ରକୃତ ସଂଖ୍ୟା ପ୍ରକାଶ କରୁ...

ସୁଶାନ୍ତଙ୍କ ବାପାଙ୍କ ଆବେଦନ ଖାରଜ

ନୂଆଦିଲ୍ଲୀ, ୧୦ା୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଉପରେ ଅଧାରିତ ଫିଲ୍ମ ‘ନ୍ୟାୟ: ଦ ଜଷ୍ଟିସ୍‌’, ‘ସୁଇସାଇଡ୍‌ ଅର୍‌ ମର୍ଡର: ଏ ଷ୍ଟାର ଓ୍ବାଜ୍‌...

ଗୁଜରାଟରେ ବିଧାନସଭା ନିର୍ବାଚନ ଲଢ଼ିବ ଏଏପି

ଅହମଦାବାଦ,୧୪।୬: ଆସନ୍ତା ବର୍ଷ ଗୁଜରାଟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନକୁ ନେଇ ଏବେଠାରୁ ରାଜନୈତିକ ଉଷ୍ମତା ଦେଖାଦେଇଛି। ଏହିକ୍ରମରେ ଆମ ଆଦମୀ ପାର୍ଟି(ଏଏପି) ମଧ୍ୟ...

ଭାରତ ୨ ପାଦ ତଳକୁ ଖସିଲା

ନୂଆଦିଲ୍ଲୀ,୭।୬: ୧୭ ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍‌ଡିଜି)ରେ ଭାରତ ୨ ସ୍ଥାନ ତଳକୁ ଖସି ୧୧୭ତମ ସ୍ଥାନରେ ରହିଛି। ୨୦୧୫ରେ ଜାତିସଂଘର ୧୯୩ ସଦସ୍ୟ ରାଷ୍ଟ୍ର...

ପାନ୍‌-ଆଧାର ଲିଙ୍କ୍‌ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍‌ ସହ ଆଧାର ଲିଙ୍କ୍‌ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦୁଇ ନାବାଳିକାଙ୍କୁ ୬୨ ବର୍ଷୀୟ ବୃଦ୍ଧଙ୍କ ଅସଦାଚରଣ ଅଭିଯୋଗ
Next Post Next post:
ସୁନ୍ଦର ପକ୍ଷୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts