E-Paper
  • logo
  • Monday 27th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଆଝାରୁଦ୍ଦିନଙ୍କୁ ସସ୍‌ପେଣ୍ଡ କଲା ଏଚ୍‌ସିଏ ଆପେକ୍ସ କାଉନ୍‌ସିଲ
10:58 pmJune 17, 2021

ହାଇଦ୍ରାବାଦ, ୧୭ା୬- ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ (ଏଚ୍‌ସିଏ)ର ଆପେକ୍ସ କାଉନ୍‌ସିଲ ଏହାର ସଭାପତି ତଥା ଭାରତର ପୂର୍ବତନ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନଙ୍କୁ ସସ୍‌ପେଣ୍ଡ କରିଛି। ସେ କ୍ରିକେଟ ଆସୋସିଏଶନର ସମ୍ବିଧାନ ଉଲ୍ଲଂଘନ କରିଛନ୍ତି। ତାଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗ ହୋଇଛି। ସଭାପତିଙ୍କୁ ସସ୍‌ପେଣ୍ଡ କରିବାର କ୍ଷମତା ରାଜ୍ୟ ଆସୋସିଏଶନର ସାଧାରଣ ପରିଷଦ ପାଖରେ ରହିଛି, ଆପେକ୍ସ କାଉନ୍‌ସିଲର ନୁହେଁ। ତେଣୁ ଆଝାରୁଦ୍ଦିନଙ୍କୁ ସସ୍‌ପେଣ୍ଡ କରାଯିବାର ବୈଧତାକୁ ନେଇ ସାଧାରଣ ପରିଷଦ ବୈଠକରେ ପ୍ରଶ୍ନ ଉଠାଯାଇପାରେ।

ଇତିମଧ୍ୟରେ ଆପେକ୍ସ କାଉନ୍‌ସିଲର ୫ଜଣ ସଦସ୍ୟଙ୍କ ବିରୋଧରେ ଏଚ୍‌ସିଏର ଅମ୍ବୁଡ୍ସମ୍ୟାନଙ୍କ ତରଫରୁ ତଦନ୍ତ ଚାଲିିଛି। ସେମାନେ ଏକାଧିକ କ୍ଲବର ମାଲିକ ଅଛନ୍ତି। ଯୁବ କ୍ରିକେଟରମାନଙ୍କୁ ଶୋଷଣ କରୁଛନ୍ତି। ସେମାନେ ହିଁ ଅମ୍ବୁଡ୍ସମ୍ୟାନ ନିଯୁକ୍ତିକୁ ବିରୋଧ କରିଆସୁଥିଲେ ବୋଲି ଆଝାରୁଦ୍ଦିନ କହିଛନ୍ତି। ଏଚ୍‌ସିଏ ଆପେକ୍ସ କାଉନ୍‌ସିଲ ଓ ଆଝାରୁଦ୍ଦିନଙ୍କ ମଧ୍ୟରେ କିଛିଦିନ ହେଲା ଛକାପଞ୍ଝା ଚାଲିଛି। ନିକଟରେ ଅନୁଷ୍ଠିତ ବିସିସିଆଇର ସ୍ବତନ୍ତ୍ର ସାଧାରଣ ବୈଠକ(ଏସ୍‌ଜିଏମ୍‌) ବେଳେ ଆପେକ୍ସ କାଉନ୍‌ସିଲ ଶିବଲାଲ ଯାଦବଙ୍କୁ ସେମାନଙ୍କ ପ୍ରତିନିଧି ଭାବେ ପଠାଇବାକୁ ଚାହୁଁଥିଲା। ମାତ୍ର ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ହସ୍ତକ୍ଷେପ ଯୋଗୁ ଆଝାରୁଦ୍ଦିନ ଏହି ବୈଠକରେ ଯୋଗ ଦେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଡବ୍ଲ୍ୟୁଟିସି ଚାମ୍ପିୟନ ଦଳକୁ ମିଳିବ କ’ଣ

ଦୁବାଇ, ୧୪।୬: ବହୁ ପ୍ରତୀକ୍ଷିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ମ୍ୟାଚ୍‌ର...

ଦର୍ଶକଙ୍କୁ ଖୁସି ଖବର ଦେଲା ଆଇସିସି: ୮ ବର୍ଷ ଭିତରେ ହେବ ୧୦ଟି ବିଶ୍ୱକପ୍‌!

ଦୁବାଇ,୨।୬: ଆଇସିସି କ୍ରିକେଟ ପରିଷଦ (ଆଇସିସି) ବୈଠକରେ ଅନେକ ପ୍ରମୁଖ ନିଷ୍ପତ୍ତି ନିଆଯାଇଛି। ଆଇସିସି ଆସନ୍ତା ୮ ବର୍ଷ ପାଇଁ ଫ୍ୟୁଚର ଟୁର୍‌ ପ୍ରୋଗ୍ରାମ (ଏଫଟିପି)...

କ୍ରେଜିକୋଭାଙ୍କୁ ଡବଲ ଟାଇଟଲ

ପ୍ୟାରିସ, ୧୪।୬-ଚେକ୍‌ ରିପବ୍ଲିକ୍‌ର ବାର୍ବୋରା କ୍ରେଜିକୋଭା ରବିବାର ଶେଷ ହୋଇଥିବା ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସରେ ଡବଲ ଟାଇଟଲ ବିଜୟୀ ହୋଇଛନ୍ତି। ପୂର୍ବରୁ ମହିଳା ସିଙ୍ଗଲ୍ସ...

କୋପା ଆମେରିକା: ଉରୁଗୁଏକୁ ହରାଇଲା ଆର୍ଜେଣ୍ଟିନା

ସାଇ ପାଓଲୋ, ୨୦।୬(ଏ.ପି.)- କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟର ଏକ ମ୍ୟାଚରେ ଆର୍ଜେଣ୍ଟିନା ୧-୦ ଗୋଲରେ ଉରୁଗୁଏକୁ ପରାସ୍ତ କରିଛି। ଫଳରେ ଲିଓନେଲ ମେସିଙ୍କ ଦଳ...

ଟୋକିଓ ଅଲିମ୍ପିକ୍ସ: ଛୁଟି ନେଲେ କ୍ଳାନ୍ତ ଟୋକିଓ ଗଭର୍ନର

ଟୋକିଓ,୨୪।୬: ଅଲିମ୍ପିକ୍ସ ଆରମ୍ଭ ହେବାକୁ ଆଉ ଠିକ୍‌ ମାସେ ରହିଥିବା ବେଳେ ଟୋକିଓ ଗଭର୍ନର ୟୁରିକୋ କୋଇକେ ଛୁଟି ନେଇଛନ୍ତି। ଅତ୍ୟଧିକ ମାତ୍ରାରେ କ୍ଲାନ୍ତ ହୋଇଥିବାରୁ...

ଡବ୍ଲ୍ୟୁଟିସି ଫାଇନାଲ୍‌ର ଏହି ଗୋଟିଏ ମୁହୂର୍ତ୍ତ ସମସ୍ତଙ୍କ ହୃଦୟକୁ ଛୁଇଁଗଲା

ସାଉଥାମ୍ପଟନ୍‌,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ମ୍ୟାଚ କିମ୍ବା ଟୁର୍ନାମେଣ୍ଟର ଫଳାଫଳ ଯାହା ହେଉନା...

ଦ୍ୱିତୀୟ ଟେଷ୍ଟ: ନ୍ୟୁଜିଲାଣ୍ଡ ବିଜୟର ନିକଟତର

ବର୍ମିଂହାମ,୧୩।୬: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ସ୍ଥିତି ଆହୁରି ଦୃଢ଼ କରି ବିଜୟର ନିକଟତର ହୋଇଛି। ପ୍ରଥମ ଇନିଂସରେ ଇଂଲଣ୍ଡକୁ ୩୦୩...

ଶତକ ନ ମାରି ବି କ୍ରିକେଟରେ ସର୍ବାଧିକ ରନ୍‌ କରିଛନ୍ତି ଏହି ଖେଳାଳି: ଆଜି ବି ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୨୬।୬: କ୍ରିକେଟ ଇତିହାସରେ ଅନେକ ଖେଳାଳି ଏଭଳି ଅଛନ୍ତି ଯିଏ ନିଜର ଅଜବ ରେକର୍ଡକୁ ନେଇ ଆଜିବି ପରିଚିତ। ସେଭଳି ଜଣେ ହେଲେ ଅଷ୍ଟ୍ରେଲିଆର ଅଭିଜ୍ଞ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମିଳିଲା ତୃତୀୟ ବୃହତ୍‌ ହୀରା
Next Post Next post:
ସ୍ବିସ୍‌ ବ୍ୟାଙ୍କ୍‌ରେ ୨୦ ହଜାର କୋଟି ଟପିଲା ଭାରତୀୟଙ୍କ ଜମାରାଶି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts