E-Paper
  • logo
  • Friday 27th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଗୋଟିଏ ତାରିଖ, ଗୋଟିଏ ମଇଦାନ; ୨ ବର୍ଷ-୨ ରେକର୍ଡ…ମହମ୍ମଦ ସାମିଙ୍କ ପାଇଁ ଖାସ୍‌ ପାଲଟିଲା ୨୨ ଜୁନ୍‌
3:42 pmJune 23, 2021

ନୂଆଦିଲ୍ଲୀ,୨୩।୬: ପୁଣି ଥରେ ବିଦେଶୀ ମାଟିରେ ନିଜ ବଲ୍‌ର ଯାଦୁ ଦେଖାଇଛନ୍ତି ଭାରତୀୟ ଟିମ୍‌ର ୩୦ ବର୍ଷୀୟ ପେସର୍‌ ମହମ୍ମଦ ସାମି। ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ପଞ୍ଚମ ଦିନରେ ସେ ଏକ ବିଶେଷ ରେକର୍ଡ କରିଛନ୍ତି। ଏସବୁ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବିଷୟଟି ହେଲା ଶାମିଙ୍କ ପାଇଁ ଜୁନ୍‌ ୨୨ ଏବଂ ଏହି ମଇଦାନ ବହୁତ ଖାସ୍‌ ପାଲଟିଛି।

ମଙ୍ଗଳବାର ଫାଇନାଲର ପ୍ରଥମ ଇନିଂସରେ ସାମି ଚମତ୍କାର ବୋଲିଂ କରିଥିଲେ। ସେ ୭୬ ରନ୍‌ ସଂଗ୍ରହ କରିଥିବା ବେଳେ ୪ ଉଇକେଟ ନେଇଥିଲେ। ନ୍ୟୁଜିଲାଣ୍ଡ ପାଳିକୁ ୨୪୯ରେ ସୀମିତ କରିବା ପଛରେ ସାମିଙ୍କ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରହିଥିଲା। ଏଣୁ ସେ ବର୍ତ୍ତମାନ ପର୍ଯ୍ୟନ୍ତ ଖେଳାଯାଇଥିବା ଆଇସିସି ଚାମ୍ପିୟନଶିପ୍‌ର ଫାଇନାଲରେ ଭାରତ ପକ୍ଷରୁ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ବୋଲର ପାଲଟିଛନ୍ତି। ସେ ମୋହିନ୍ଦର ଅମରନାଥ(୩/୧୨, ୧୯୮୩ ବିଶ୍ୱକପ୍‌)ର ରେକର୍ଡ ଭାଙ୍ଗିଛନ୍ତି।

ସାମି ଦୁଇବର୍ଷ ପୂର୍ବେ ୨୦୧୯ ବିଶ୍ୱକପ୍‌ ସମୟରେ ହ୍ୟାଟ୍ରିକ୍‌ ନେଇ ଇତିହାସ ସୃଷ୍ଟି କରିଥିଲେ। ସେ ସାଉଥାମ୍ପଟନର ଏହି ସମାନ ଗ୍ରାଉଣ୍ଡରେ ଆଫଗାନିସ୍ତାନ ବିପକ୍ଷରେ ଏହି କାରନାମା କରିଦେଖାଇଥିଲେ। ଉକ୍ତ ମ୍ୟାଚ୍‌ରେ ସେ ୪ ଉଇକେଟ ନେଇଥିଲେ। ଏହାଦ୍ୱାରା ସେ ସ୍ବତନ୍ତ୍ର ରେକର୍ଡ କରି ଚେତନ ଶର୍ମାଙ୍କ ପରେ ବିଶ୍ୱକପ୍‌ ଇତିହାସରେ ଦ୍ୱିତୀୟ ଖେଳାଳି ଭାବେ ଭାରତ ପାଇଁ ହାଟ୍ରିକ ନେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଟୋକିଓ ଅଲିମ୍ପିକ୍ସ : ସର୍ବାଧିକ ୧୦ହଜାର ସ୍ଥାନୀୟ ଦର୍ଶକଙ୍କୁ ଅନୁମତି

ଟୋକିଓ, ୨୨ା୬ (ଏପି)-ଟୋକିଓ ଅଲିମ୍ପିକ୍ସକୁ ଦେଖିବାଲାଗି କିଛି ସ୍ଥାନୀୟ ଦର୍ଶକଙ୍କୁ ଅନୁମତି ଦିଆଯିବ। ଆୟୋଜକ କମିଟିର ଅଫିସିଆଲ ଓ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ସୋମବାର...

ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଛନ୍ତି ଏହି ଖେଳାଳି, ନାମରେ ଅଛି ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୧୭।୬: ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଦେଶ ପାଇଁ ଖେଳିବା ଯେତିକି ଗୌରବର କଥା, ଶୂନରେ ଆଉଟ୍‌ ହେବା ସେତିକି ଲଜ୍ଜାଜନକ ବିଷୟ। କ୍ରିକେଟଜଗତରେ ଏପରି ଅନେକ ଖେଳାଳି...

ଫିଫା ୱାର୍ଲଡ କପ୍‌ କ୍ୱାଲିଫାୟର: ବ୍ରାଜିଲର କ୍ରମାଗତ ପଞ୍ଚମ ବିଜୟ

ସାଓ ପାଉଲୋ,୬।୬(ଏପି): ଦକ୍ଷିଣ ଆମେରିକା ଫୁଟ୍‌ବଲ ପାଓ୍ବାର ହାଉସ୍‌ ରୂପେ ଜଣାଥିବା ବ୍ରାଜିଲ ଫିଫା ବିଶ୍ୱକପ୍‌ କ୍ୱାଲିଫାୟର ମ୍ୟାଚ୍‌ରେ ୨-୦ ଗୋଲରେ ଇକ୍ୱେଡରକୁ ପରାସ୍ତ କରିଛି।...

ନକ୍‌ଆଉଟ୍‌ରେ ଡେନ୍‌ମାର୍କ: ରୁଷିଆ ୪-୧ ଗୋଲରେ ପରାସ୍ତ

କୋପେନହାଗେନ,୨୩।୬: ଘରୋଇ ପରିବେଶରୁ ଫାଇଦା ଉଠାଇ ଡେନ୍‌ମାର୍କ ୟୁରୋ କପ୍‌ ଗ୍ରୁପ୍‌ ବି’ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ରୁଷିଆକୁ ୪-୧ ଗୋଲ ବୃହତ୍‌ ବ୍ୟବଧାନରେ ପରାସ୍ତ...

ପଦାର୍ପଣରେ ଲେଡି ସେହ୍ବାଗଙ୍କ ରେକର୍ଡ

ବ୍ରିଷ୍ଟଲ,୧୮ା୬: ଲେଡି ସେହ୍ବାଗ ଭାବେ ମହିଳା କ୍ରିକେଟରେ ଜଣାଶୁଣା ଟିମ୍‌ ଇଣ୍ଡିଆର ଓପନର ଶେଫାଳି ବର୍ମା ପଦାର୍ପଣ ଟେଷ୍ଟରେ ଇତିହାସ ରଚିଛନ୍ତି। ୧୭ ବର୍ଷୀୟା ବ୍ୟାଟ୍ସଓମେନ...

ଖେଳାଇ ଦେଉନି ୟୁକେର ପାଗ

ସାଉଥାମ୍ପଟନ, ୧୯।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲର ପ୍ରଥମ ଦିନକୁ ବର୍ଷା ଧୋଇ ଦେବା ପରେ ପର୍ଯ୍ୟାପ୍ତ ଆଲୋକ ଅଭାବରୁ ବାରମ୍ବାର ବାଧାପ୍ରାପ୍ତ ହୋଇଥିଲା...

ଡବ୍ଲୁଟିସି ଫାଇନାଲ ପୂର୍ବରୁ ଇତିହାସ ରଚିଲା ନ୍ୟୁଜିଲାଣ୍ଡ: ୨୨ ବର୍ଷ ପରେ କଲା ଏମିତି କାରନାମା

ଏଜବେଷ୍ଟନ,୧୩।୬: ଆୟୋଜକ ଇଂଲଣ୍ଡ ବିପକ୍ଷରେ ନ୍ୟୁଜିଲାଣ୍ଡ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜକୁ ୧-୦ରେ ଜିତିଛି। ଦଳ ଦ୍ୱିତୀୟ ଟେଷ୍ଟରେ ୮ ଉଇକେଟ ଜିତିଛି। ପ୍ରଥମ...

ଟିମ୍‌ ଇଣ୍ଡିଆକୁ ବ୍ରେକଥ୍ରୁ ଦେଲେ ଶାମି

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ୫ମ ଦିନରେ ପ୍ରଥମ ସେସନରେ ଟିମ୍‌ ଇଣ୍ଡିଆକୁ ମହମ୍ମଦ ଶାମି ଆଣି ଦେଇଛନ୍ତି ବଡ଼ ବ୍ରେକଥ୍ରୁ। କ୍ରିଜରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆସୁଛି କରୋନାର ‘ସୁପର ଭ୍ୟାକ୍ସିନ’
Next Post Next post:
ଡାବର ଟୁଥ୍‌ପେଷ୍ଟ ପ୍ୟାକିଂରେ ବ୍ୟବହୃତ ହେବନି କାଗଜ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts