E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଭାବୁକ ହେଲେ ସିରାଜ: ସେ ପୁରୁଣା ବାଇକ୍‌କୁ ସାଇତି ରଖିଛି, ବହୁତ କିଛି ମନେ ପଡିଯାଏ’
6:01 pmJune 4, 2021

ନୂଆଦିଲ୍ଲୀ,୪।୬: ଗତ ବର୍ଷ ଭାରତୀୟ ଟିମ୍‌ରୁ ଡେବ୍ୟୁ କରିବାର ସୌଭାଗ୍ୟ ପାଇଥିଲେ ଦ୍ରୁତ ବୋଲର୍‌ ମହମ୍ମଦ ସିରାଜ। ଏବେ ସେ ସଫଳତାର ଗୋଟିଏ ପରେ ଗୋଟିଏ ସିଢ଼ୀ ଚଢ଼ୁଥିବା ବେଳେ ପୁରୁଣା ଦିନକୁ ଭୁଲି ନାହାନ୍ତି ସିରାଜ।

କ୍ରିକେଟ ଯୋଗୁ ସିରାଜଙ୍କ ଜୀବନ ବଦଳିଯାଇଛି। ଏବେ ତାଙ୍କ ପାଖରେ ବିଳାସପୂର୍ଣ୍ଣ କାର୍‌ ଏବଂ ଭଳିକି ଭଳି ବାଇକ୍‌ ଅଛି। ପ୍ରାସାଦ ଭଳି ଘର ବି ଅଛି। ହେଲେ ଏକ ସମୟରେ ବୋଲରଙ୍କ ପାଖରେ ବଜାଜ ପ୍ଲାଟିନାର ଏକ ପୁରୁଣା ବାଇକ୍‌ ଥିଲା। କ୍ରିକେଟ ଖେଳିବାର ପ୍ରାରମ୍ଭିକ ସଂଘର୍ଷ ଦିନ ଏହି ଗାଡ଼ିରେ ଚଳିଥିଲା। ସେଥିରେ ସେଲ୍ଫ ଷ୍ଟାର୍ଟ ନ ଥିଲା ନା କିକ୍‌। କିଛି ବାଟ ଚଳାଇ ଆଣିବା ପରେ ତାହା ଷ୍ଟାଟ୍‌ ହେଉଥିଲା। ଏହାଦ୍ୱାରା ଠିକ୍‌ ସମୟରେ ପଡ଼ିଆରେ ପହଞ୍ଚିପାରୁଥିଲେ ହେଁ ଲାଜ ଲାଗୁଥିଲା।

ହାଇଦ୍ରାବାଦରେ ମ୍ୟାଚ୍‌ ଖେଳୁଥିଲେ, ପ୍ରାକ୍ଟିସ ନଚେତ ମ୍ୟାଚ୍‌ ପରେ ସାଥୀ ଖେଳାଳିଙ୍କ ଯିବାକୁ ଅପେକ୍ଷା କରୁଥିଲେ ସିରାଜ। ସେମାନେ ନିଜ ନିଜ କାରରେ ଷ୍ଟାଡିୟମ ବାହାରକୁ ଯିବା ପରେ ବାଇକ୍‌ରେ ବାହାରୁଥିଲେ ସେ। ଏବେ ତାଙ୍କ ପାଖରେ ଦାମୀ ଗାଡ଼ି ଥିଲେ ହେଁ ସେ ପ୍ଲାଟିନା ବାଇକ୍‌କୁ ସାଇତି ରଖିଛନ୍ତି। ଏହା ସଂଘର୍ଷର ଦିନକୁ ମନେ ପକାଉଛି। ସେଥିରୁ ଭଲ ବୋଲିଂ କରିବାକୁ ପ୍ରେରଣା ମିଳୁଥିବା ସିରାଜ ଏକ ସାକ୍ଷାତକାରରେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଛନ୍ତି ଏହି ଖେଳାଳି, ନାମରେ ଅଛି ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୧୭।୬: ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଦେଶ ପାଇଁ ଖେଳିବା ଯେତିକି ଗୌରବର କଥା, ଶୂନରେ ଆଉଟ୍‌ ହେବା ସେତିକି ଲଜ୍ଜାଜନକ ବିଷୟ। କ୍ରିକେଟଜଗତରେ ଏପରି ଅନେକ ଖେଳାଳି...

ଭଙ୍ଗା ଆଙ୍ଗୁଠିରେ ଖେଳିଲେ ନ୍ୟୁଜିଲାଣ୍ଡ ଖେଳାଳି

ସାଉଥାମ୍ପଟନ,୨୩।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲର ନିର୍ଣ୍ଣାୟକ ତଥା ୬ଷ୍ଠ ଦିନ ପ୍ରଥମ ସେସନରେ ନ୍ୟୁଜିଲାଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ ବି ଜେ ଓ୍ବାଟଲିଂଙ୍କ...

ଆଇସିୟୁରେ ମିଲ୍‌ଖାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଫୋନ୍‌ରେ କଥା ହେଲେ ପ୍ରଧାନମନ୍ତ୍ରୀ

ଚଣ୍ଡିଗଡ,୫।୬(ପି.ଟି.): କିମ୍ବଦନ୍ତୀ ଭାରତୀୟ ଆଥଲେଟ୍‌ ମିଲ୍‌ଖା ସିଂ କୋଭିଡ୍‌-୧୯ ଲଢେଇ ଜାରି ରଖିଛନ୍ତି। ସ୍ଥାନୀୟ ପିଜିଆଇଏମ୍‌ଇଆର ହସ୍ପିଟାଲର ଇଣ୍ଟେନସିଭ କେୟାର ୟୁନିଟ୍‌ (ଆଇସିୟୁ)ରେ ତାଙ୍କୁ ଭର୍ତ୍ତି...

ଦ୍ରାବିଡଙ୍କ ଏହି ଗୋଟିଏ ରଣନୀତି ପାଇଁ ବଦଳିଯାଇଛି ଭାରତୀୟ କ୍ରିକେଟର ରୂପ: ଅଭିଜ୍ଞତାକୁ ଦେଇଥିଲେ…

ନୂଆଦିଲ୍ଲୀ,୧୧।୬: ନ୍ୟାଶନାଲ କ୍ରିକେଟ ଏକାଡେମୀ(ଏନ୍‌ସିଏ) ନିର୍ଦ୍ଦେଶକ ରାହୁଲ ଦ୍ରାବିଡଙ୍କୁ ଭାରତର ଯୁବ ପ୍ରତିଭାଙ୍କ ପ୍ରତିପୋଷଣର ଶ୍ରେୟ ଦିଆଯାଏ। ସେ ଏବେ ଭାରତର ଅଣ୍ଡର-୧୯ ଏବଂ ‘ଏ’...

କିଶୋର କୁମାରଙ୍କ ଗୀତ ଗାଇଲେ ସୋଏବ

ପାକିସ୍ତାନର ପୂର୍ବତନ କ୍ରିକେଟର ସୋଏବ ଅଖତର ଭାରତୀୟ ସିନେମାର ବର୍ଷୀୟାନ ଗାୟକ କିଶୋର କୁମାରଙ୍କ ଗୀତ ଗାଉଥିବାର ଏକ ଭିଡିଓ ୟୁଟ୍ୟୁବରେ ଅପଲୋଡ୍‌ ହୋଇଛି। ହାପେନ୍‌ଡହ୍ବାଟ୍‌...

କୋଣ୍ଟାଙ୍କୁ ଚତୁର୍ଥ ଡବ୍ଲ୍ୟୁଟିଏ ଟାଇଟଲ

ନଟିଂହାମ୍‌(ୟୁକେ),୧୪ା୬- ବ୍ରିଟେନର ଜୋହାନା କୋଣ୍ଟା ନଟିଂହାମ୍‌ ଓପନ ଟେନିସ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ସେ ଚାଇନାର ଝାଙ୍ଗ...

ଡବ୍ଲୁଟିସି ଫାଇନାଲ ପୂର୍ବରୁ ଇତିହାସ ରଚିଲା ନ୍ୟୁଜିଲାଣ୍ଡ: ୨୨ ବର୍ଷ ପରେ କଲା ଏମିତି କାରନାମା

ଏଜବେଷ୍ଟନ,୧୩।୬: ଆୟୋଜକ ଇଂଲଣ୍ଡ ବିପକ୍ଷରେ ନ୍ୟୁଜିଲାଣ୍ଡ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜକୁ ୧-୦ରେ ଜିତିଛି। ଦଳ ଦ୍ୱିତୀୟ ଟେଷ୍ଟରେ ୮ ଉଇକେଟ ଜିତିଛି। ପ୍ରଥମ...

ଭାରତୀୟ ଦଳରୁ ବାଦ୍‌ ପଡ଼ିବେ କେଉଁ ଖେଳାଳି? କୋହଲି ଦେଲେ ପରିବର୍ତ୍ତନ ନେଇ ବଡ଼ ସଙ୍କେତ

ସାଉଥାମ୍ପଟନ,୨୪।୬: ନ୍ୟୁଜିଲାଣ୍ଡଠାରୁ ୮ ଉଇକେଟରେ ପରାସ୍ତ ହେବା ପରେ ଭାରତୀୟ ଅଧିନାୟକ ବିରାଟ କୋହଳି ଟେଷ୍ଟ ଦଳରେ ପରିବର୍ତ୍ତନ ନେଇ ସଙ୍କେତ ଦେଇଛନ୍ତି। ଦଳର ପ୍ରଦର୍ଶନର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟିମ୍‌ ଇଣ୍ଡିଆ ଖେଳାଳି କେହି କାହାକୁ ଭେଟି ପାରିବେ ନାହିଁ
Next Post Next post:
‘ପାଖରେ ଟଙ୍କା ନାହିଁ ଘର ଚଳିବ କେମିତି’

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts