ଲୋକଙ୍କ ମନରେ ଧାରଣା ରହିଛି, ମନି ପ୍ଲାଣ୍ଟ ଲଗାଇବା ଦ୍ୱାରା ଘରେ ସୁଖ ଏବଂ ସମୃଦ୍ଧି ବୃଦ୍ଧି ହେବା ସହିତ ଧନର ଆଗମନ ହୋଇଥାଏ। ମାତ୍ର ବାସ୍ତୁ ଶାସ୍ତ୍ର ଅନୁଯାୟୀ, ଯଦି ଘରେ ମନି ପ୍ଲାଣ୍ଟ୍କୁ ସଠିକ୍ ଦିଗରେ ଲଗା ନ ଯାଏ, ତେବେ ଘୋର ଆର୍ଥିକ ସମସ୍ୟା ଦେଖା ଦେଇଥାଏ ।
ଘରେ ମନି ପ୍ଲାଣ୍ଟ ଲଗାଇବା ପାଇଁ ଅଗ୍ନି କୋଣ ହେଉଛି ସବୁଠାରୁ ଉତ୍କୃଷ୍ଟ ସ୍ଥାନ। ଏହି ଦିଗରେ ମନି ପ୍ଲାଣ୍ଟ ଲଗାଇବା ଦ୍ୱାରା ସକାରାତ୍ମକ ଶକ୍ତି ବଢ଼ିଥାଏ।
ମନି ପ୍ଲାଣ୍ଟକୁ ଉତ୍ତର-ପୂର୍ବ ଦିଗରେ ରଖିବା ଅନୁଚିତ। ଏଥିପାଇଁ ଏହି ଦିଗଟିକୁ ସବୁଠାରୁ ନକାରାତ୍ମକ ବୋଲି ଗ୍ରହଣ କରାଯାଏ। କାରଣ ଉତ୍ତର ଦିଗର ପ୍ରତିନିଧି ଦେବଗୁରୁ ବୃହସ୍ପତି ଥାନ୍ତି। ଶୁକ୍ର ଏବଂ ବୃହସ୍ପତି ମଧ୍ୟରେ ଶତ୍ରୁ ସମ୍ପର୍କ ରହିଥାଏ । ତେଣୁ, ଯଦି ଶୁକ୍ର ସହିତ ଜଡିତ ଏହି ଉଦ୍ଭିଦ ଉତ୍ତର-ପୂର୍ବରେ ଲଗାଯାଏ, ତେବେ ତାହା କ୍ଷତି କରିଥାଏ ।
କୁହାଯାଏ, ଭୂମିରେ ଛୁଇଁଥିବା ମନି ପ୍ଲାଣ୍ଟ ପତ୍ର ସୁଖ ଏବଂ ସମୃଦ୍ଧିରେ ବାଧା ଦେବା ସହିତ ସଫଳତାରେ ବାଧା ସୃଷ୍ଟି କରିଥାଏ । ମନି ପ୍ଲାଣ୍ଟର ପତ୍ର ଶୁଖିଗଲେ ତାକୁ ଘରେ ଆଦୌ ରଖନ୍ତୁ ନାହିଁ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.