E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ମୁମ୍ବାଇକୁ ବୁଡ଼ାଇଲା ମୌସୁମୀ: ୨ ଦିନରେ ପହଞ୍ଚିବ ଓଡ଼ିଶା
6:28 pmJune 9, 2021

ନୂଆଦିଲ୍ଲୀ,୯।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବୁଧବାର ମୁମ୍ବାଇ ସମେତ ଆଭ୍ୟନ୍ତରୀଣ ମହାରାଷ୍ଟ୍ରର କିଛି ଅଞ୍ଚଳ ଏବଂ ଦକ୍ଷିଣ ଗୁଜୁରାଟ ଏବଂ ତେଲେଙ୍ଗାନା ଓ ଆନ୍ଧ୍ରପ୍ରଦେଶର କିଛି ଅଂଶ ଛୁଇଁଛି । ମୌସୁମୀ ପ୍ରଭାବରେ ମୁମ୍ବାଇ ସମେତ ମହାରାଷ୍ଟ୍ରର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି । ଆସନ୍ତା ୨ରୁ ୩ ଦିନରେ ମୌସୁମୀ ଓଡ଼ିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ପୂର୍ବ ଉତ୍ତରପ୍ରଦେଶରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବନୁମାନ କରାଯାଇଛି।

ଏପରିକି ବଙ୍ଗୋପସାଗରରେ ଏକ ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହୋଇଛି । ୧୧ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ଓଡ଼ିଶା ସମେତ ପୂର୍ବଭାରତରେ ମୌସୁମୀ ସକ୍ରିୟ ହୋଇ ପ୍ରବଳ ବର୍ଷା କରାଇବ। ଲଘୁଚାପ ପ୍ରଭାବରେ ୧୦ ତାରିଖରୁ ଜୁନ ୧୫ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

୧୫୦ ଫୁଟ ଗାତରୁ ୮ଘଣ୍ଟା ପରେ ଉଦ୍ଧାର ହେଲା ୫ ବର୍ଷର ଶିଶୁ

ଆଗ୍ରା, ୧୪।୬: କଥାରେ ଅଛି ରଖେ ରହି ମାରେ କିଏ। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ଆଗ୍ରା ଫତେହାବାଦରୁ । ସୋମବାର ଏକ...

ମୋଦିଙ୍କୁ ଭେଟିଲେ ନଡ୍ଡା

ନୂଆଦିଲ୍ଲୀ,୬।୬: ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ସମସ୍ତ ଜାତୀୟ ସାଧାରଣ ସଚିବଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପାଇଁ ତାଙ୍କ...

ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ଚାଲିଗଲା ମହିଳାଙ୍କ ଜୀବନ

ଲକ୍ଷ୍ନୌ, ୨୬ା୬: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାନପୁର ଗସ୍ତବେଳେ ଗାଡ଼ି ଚଳାଚଳ ଉପରେ ରୋକ ଲଗାଇ ଦେଇଥିଲା ପୋଲିସ। ଏଥି ଯୋଗୁ ସୃଷ୍ଟି ହୋଇଥିବା ଟ୍ରାଫିକରେ...

ପତ୍ନୀଙ୍କୁ କାମୁଡ଼ିଥିବା କୁକୁରକୁ ଗୁଳି କରି ହତ୍ୟା କଲେ ସ୍ବାମୀ

ଇନ୍ଦୋର,୩।୬: ପତ୍ନୀଙ୍କୁ କାମୁଡ଼ି କ୍ଷତାକ୍ତ କରି ଦେଇଥିଲା ପଡ଼ୋଶୀଙ୍କ ପୋଷା କୁକୁର। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ବାମୀ ଗୁଳିକରି ଉକ୍ତ କୁକୁରକୁ ହତ୍ୟା କରିଛନ୍ତି। ଅଭିଯୁକ୍ତଙ୍କୁ...

ଆକ୍ସନ୍‌ ମୋଡ୍‌ରେ ମାୟାବତୀ

ଲକ୍ଷ୍ନୌ,୩।୬: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ବହୁଜନ ସମାଜ ପାର୍ଟି(ବିଏସ୍‌ପି) ବିଦ୍ରୋହୀ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ବିଏସ୍‌ପି ଅଧ୍ୟକ୍ଷ ମାୟାବତୀଙ୍କ ନିର୍ଦ୍ଦେଶରେ ଦଳୀ ନେତା...

ବିବାହରେ ବରଣମାଳା ବଦଳରେ ବର-କନ୍ୟା ପରସ୍ପରକୁ ପିନ୍ଧାଇଲେ ମାସ୍କ: ଲୋକେ କହିଲେ…

ନୂଆଦିଲ୍ଲୀ,୧୬।୬: ପ୍ରାୟ ସମୟରେ ସୋସିଆଲ ମିଡିଆରେ ବିବାହକୁ ନେଇ କେତେକ ମଜାଳିଆ ଭିଡିଓମାନ ଭାଇରାଲ ହୋଇଥାଏ। ଆଉ ଏସବୁ ଭିଡିଓକୁ ଲୋକମାନେ ମଧ୍ୟ ବେଶ୍‌ ପସନ୍ଦ...

ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ଚିରାଗ: କହିଲେ ଦଳ ମା’ ପରି…

ପାଟନା,୧୫।୬: କରୋନା ସଂକ୍ରମଣ ପରେ ଏବେ ବିହାର ରାଜନୀତି ପୁରା ସରଗରମ ରହିଛି। ମଙ୍ଗଳବାର ଚିରାଗ ପାସଓ୍ବାନଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଛି। ଏହାପରେ...

ମୋଦିଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ଦେଇଥିବା ଦିଲ୍ଲୀ ଖଜୁରୀଖସ୍‌ ଅଞ୍ଚଳର ଜଣେ ୨୨ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରିଛି। ଜାମିନରେ ଆସିଥିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
‘ଟିଭିରେ ସଚିନଙ୍କୁ ଦେଖି ଶିଖିଥିଲି ଷ୍ଟ୍ରେଟ୍‌ ଡ୍ରାଇଭ୍‌’
Next Post Next post:
କ୍ୟୁବାରେ ଗର୍ଲଫ୍ରେଣ୍ଡକୁ ଭେଟିବାକୁ ଯୋଜନା କରିଥିଲେ ଚୋକ୍‌ସି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts