E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

କେରଳ ଛୁଇଁଲା ମୌସୁମୀ
5:35 pmJune 3, 2021

ଥିରୁଭାନନ୍ତପୁରମ୍‌,୩।୬: ଦେଶରେ ଅନେକ ରାଜ୍ୟରେ ତାପମାତ୍ରା ବଢୁଥିବାବେଳେ ଗୁରୁବାର କେରଳ ଛୁଇଁଛି ମୌସୁମୀ। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳରେ ପହଞ୍ଚିଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ଆସନ୍ତା ୨ ଦିନ ମଧ୍ୟରେ ଦକ୍ଷିଣ ଏବଂ ମଧ୍ୟ ଆରବ ସାଗରର ଅବଶିଷ୍ଟ ଅଂଶରେ ପହଞ୍ଚିବ। ଏହା ବ୍ୟତୀତ ମୌସୁମୀ ତାମିଲନାଡୁ ଏବଂ ପୁଡୁଚେରୀର କିଛି ଅଂଶ ସହିତ ଦକ୍ଷିଣ ଆଭ୍ୟନ୍ତରୀଣ କର୍ନାଟକର କିଛି ଅଂଶରେ ପହଞ୍ଚିବ। ପାଣିପାଗ ବିଭାଗ ଅନୁଯାୟୀ, ରୟାଲସୀମା ଏବଂ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରର କିଛି ଅଂଶରେ ମୌସୁମୀ ଆଗକୁ ବଢିବାର ସମ୍ଭାବନା ରହିଛି। ସୂଚନାଯୋଗ୍ୟ, ଏଥର ସାଧାରଣ ସମୟ ଅପେକ୍ଷା ବିଳମ୍ବରେ କେରଳରେ ମୌସୁମୀ ପହଞ୍ଚିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ବଢ଼ିଛି ଦ୍ୱନ୍ଦ୍ୱ ମନୋବୃତ୍ତି

ନୂଆଦିଲ୍ଲୀ, ୧୫ା୬: ପୂର୍ବ ଲଦାଖ ସ୍ଥିତ ଗଲଓ୍ବାନ ଘାଟିରେ ଭାରତ ଓ ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷକୁ ବର୍ଷେ ପୂରିଛି। ଏବେ ବି ପ୍ରକୃତ...

ଗରିବଙ୍କୁ ରାଶନ କାର୍ଡ ଦିଅ

ନୂଆଦିଲ୍ଲୀ, ୪।୬(ପି.ଟି.): ସମାଜର ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଲୋକମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ଜାତୀୟ ଖାଦ୍ୟ ନିରାପତ୍ତା ଆଇନ ଅଧୀନକୁ ଆଣିବା ଲାଗି କେନ୍ଦ୍ର ସରକାର...

ମୋଦି ସରକାର ଦେଶର ଅର୍ଥନୀତିକୁ ରୁଗ୍‌ଣ କରିଛନ୍ତି: ସୁବ୍ରମଣ୍ୟମ ସ୍ବାମୀ…

ନୂଆଦିଲ୍ଲୀ,୧।୬: ଭାଜପା ରାଜ୍ୟସଭା ଏମ୍‌ପି ସୁବ୍ରମଣ୍ୟମ ସ୍ବାମୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ପୁଣି ବର୍ଷିଛନ୍ତି। ସେ ମଙ୍ଗଳବାର ଟୁଇଟ୍‌ କରି କହିଛନ୍ତି ଯେ, ମୋଦି...

ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି: ନେତାନ୍ୟାହୁଙ୍କୁ ବି କଲେ ପ୍ରଶଂସା

ନୂଆଦିଲ୍ଲୀ,୧୪।୬: ଦକ୍ଷିଣପନ୍ଥୀ ୟାମିନା ପାର୍ଟି ନେତା ନାଫ୍‌ଟାଲି ବେନେଟ ଇସ୍ରାଏଲର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଅଭିନନ୍ଦନ...

ଭାରତ ଫେରିବେନି କେରଳର ୪ ମହିଳା ଆଇଏସ୍‌ ଆତଙ୍କବାଦୀ…

ନୂଆଦିଲ୍ଲୀ,୧୨।୬: ଆଫଗାନିସ୍ତାନର ଜେଲ୍‌ରେ ଥିବା କେରଳର ୪ ମହିଳା ଇସଲାମିକ୍‌ ଷ୍ଟେଟ୍‌(ଆଇଏସ୍‌) ଆତଙ୍କବାଦୀଙ୍କୁ ଭାରତ ଫେରାଇ ଆଣାଯିବ ନାହିଁ। ଏହି ମହିଳା ଆତଙ୍କବାଦୀମାନେ ଆଫଗାନିସ୍ତାନର ଜେଲରେ...

ମାଆବାପା ପଜିଟିଭ୍‌ ହେଲେ କର୍ମଚାରୀଙ୍କୁ ୧୫ ଦିନ ସ୍ବତନ୍ତ୍ର ଛୁଟି

ନୂଆଦିଲ୍ଲୀ, ୧୦।୬(ପି.ଟି.): କୌଣସି କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କର ମାଆବାପା, କିମ୍ବା ତାଙ୍କ ଉପରେ ନିର୍ଭରଶୀଳ ପରିବାର ସଦସ୍ୟ ଯଦି କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୁଅନ୍ତି, ତେବେ...

ଚଳନ୍ତା ଟ୍ରେନ୍‌ର ଟଏଲେଟ୍‌ ସାମ୍ନାରେ ବିବାହିତା ମହିଳାଙ୍କ ମୁଣ୍ଡରେ ସିନ୍ଦୁର ଦେଲେ ଯୁବକ, କାରଣ ଜାଣିଲେ…

ପାଟଣା,୧୧ା୬: ବିହାରର ସୁଲତାନଗଞ୍ଜରୁ ଏମିତି ଏକ ବିବାହ ଖବର ଆସିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ମାତ୍ର ଏହା ସତ ଘଟଣା। ଜଣେ ବିବାହିତା ମହିଳା...

ଅନୈତିକ ସମ୍ପର୍କ ରଖିଥିବା ମହିଳା ବି ହୋଇ ପାରିବେ ଜଣେ ଭଲ ମା’: ହାଇକୋର୍ଟ…

ଚଣ୍ଡିଗଡ଼,୨।୬: ଜଣେ ମହିଳା ଅନୈତିକ ସମ୍ପର୍କ ରଖିଥିଲେ ବି ସେ ଭଲ ମା’ ହୋଇପାରିବେ। ଅନୈତିକ ସମ୍ପର୍କ ଭଲ ମା’ ହେବାକୁ ପ୍ରଭାବିତ କରି ନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶିକ୍ଷକ ଯୋଗ୍ୟତା ପରୀକ୍ଷା ପ୍ରମାଣପତ୍ରର ବୈଧତା ବୃଦ୍ଧି
Next Post Next post:
ସାଉଥାମ୍ପଟନରେ ପହଞ୍ଚିଲା ଟିମ୍‌ ଇଣ୍ଡିଆ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts