E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

କେରଳ ଛୁଇଁଲା ମୌସୁମୀ
5:35 pmJune 3, 2021

ଥିରୁଭାନନ୍ତପୁରମ୍‌,୩।୬: ଦେଶରେ ଅନେକ ରାଜ୍ୟରେ ତାପମାତ୍ରା ବଢୁଥିବାବେଳେ ଗୁରୁବାର କେରଳ ଛୁଇଁଛି ମୌସୁମୀ। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳରେ ପହଞ୍ଚିଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ଆସନ୍ତା ୨ ଦିନ ମଧ୍ୟରେ ଦକ୍ଷିଣ ଏବଂ ମଧ୍ୟ ଆରବ ସାଗରର ଅବଶିଷ୍ଟ ଅଂଶରେ ପହଞ୍ଚିବ। ଏହା ବ୍ୟତୀତ ମୌସୁମୀ ତାମିଲନାଡୁ ଏବଂ ପୁଡୁଚେରୀର କିଛି ଅଂଶ ସହିତ ଦକ୍ଷିଣ ଆଭ୍ୟନ୍ତରୀଣ କର୍ନାଟକର କିଛି ଅଂଶରେ ପହଞ୍ଚିବ। ପାଣିପାଗ ବିଭାଗ ଅନୁଯାୟୀ, ରୟାଲସୀମା ଏବଂ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରର କିଛି ଅଂଶରେ ମୌସୁମୀ ଆଗକୁ ବଢିବାର ସମ୍ଭାବନା ରହିଛି। ସୂଚନାଯୋଗ୍ୟ, ଏଥର ସାଧାରଣ ସମୟ ଅପେକ୍ଷା ବିଳମ୍ବରେ କେରଳରେ ମୌସୁମୀ ପହଞ୍ଚିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଅନର କିଲିଂ: ସ୍ବାମୀଙ୍କୁ ହତ୍ୟା, ସ୍ତ୍ରୀଙ୍କୁ ଗୁଳି

ନୂଆଦିଲ୍ଲୀ,୨୫।୬: ଦ୍ୱାରକାର ଅମ୍ବରହାଇ ଗାଁରେ ଗୁରୁବାର ୨୩ ବର୍ଷୀୟ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ବେଳେ ତାଙ୍କର ସ୍ତ୍ରୀ ଗୁରୁତର ହୋଇ ହସ୍ପିଟାଲରେ ଜୀବନ...

୨୦୨୪ ରଣନୀତି: ଶରଦ ପାୱାରଙ୍କ ନେତୃତ୍ୱରେ ହେବ ବିରୋଧୀ ଦଳ ବୈଠକ

ନୂଆଦିଲ୍ଲୀ,୨୧।୬: ୨୦୨୪ ସାଧାରଣ ନିର୍ବାଚନ ପାଇଁ ବିରୋଧୀଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ମୁଖ୍ୟ ଶରଦ ପାୱାର ମଙ୍ଗଳବାର ଅଣ କଂଗ୍ରେସ...

କରୋନାରେ ୯,୩୪୬ ପିଲା ହୋଇଛନ୍ତି ବେସାହାରା

ନୂଆଦିଲ୍ଲୀ,୩।୬: କରୋନାର ଦ୍ୱିତୀୟ ଲହର ସମଗ୍ର ଦେଶକୁ ପ୍ରଭାବିତ କରିଛି। ମହାମାରୀ ଦ୍ୱାରା ପିଲାମାନେ ଅଧିକ ପ୍ରଭାବିତ ହୋଇଛନ୍ତି। ଏକ ଆକଳନରୁ ଜଣାପଡିଛି ଯେ, ସମଗ୍ର...

ୟୁଏଇ-ଭାରତ ମଧ୍ୟରେ ୨୩ରୁ ବିମାନ ସେବା ଆରମ୍ଭ

ନୂଆଦିଲ୍ଲୀ/ଦୁବାଇ,୨୧।୬: ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ) ଏବଂ ଭାରତ ମଧ୍ୟରେ ଆସନ୍ତା ୨୩ତାରିଖରୁ ବିମାନ ସେବା ଆରମ୍ଭ ହେବ। ୟୁଏଇ ଏୟାରଲାଇନ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ବେଆଇନ ଟେଲିଫୋନ୍‌ ଏକ୍ସଚେଞ୍ଜକୁ କଲ୍‌

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୧୧ା୬(ପି.ଟି.):ପାକିସ୍ତାନର ଗୁପ୍ତଚର ସଂସ୍ଥାଠାରୁ ପୂର୍ବ ଭାରତରେ ଥିବା ଏକ ସାମରିକ ପ୍ରତିଷ୍ଠାନକୁ ନେଇ ଫୋନ୍‌ କଲ୍‌ କରାଯିବା ପରେ ଏବେ ବେଙ୍ଗାଲୁରୁସ୍ଥିତ ଏକ ଅବୈଧ ଟେଲିଫୋନ୍‌...

ଅଙ୍କୁର ଭାଟିଆଙ୍କ ପରଲୋକ

ନୂଆଦିଲ୍ଲୀ,୪।୬: ଇଣ୍ଡିଗୋ ମାଲିକ ତଥା ବାର୍ଡ ଗ୍ରୁପ (ଆଇବିସ୍‌)ର କାର୍ଯ୍ୟକାରୀ ମୁଖ୍ୟ ଅଙ୍କୁର ଭାଟିଆଙ୍କ ଶୁକ୍ରବାର ହୃଦଘାତ୍‌ରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୮...

୭୭.୮ ପ୍ରତିଶତ ପ୍ରଭାବଶାଳୀ କୋଭାକ୍ସିନ୍‌

ନୂଆଦିଲ୍ଲୀ,୨୨।୬: ଭାରତୀୟ ସ୍ବଦେଶୀ ଟିକା କୋଭାକ୍ସିନ୍‌ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ସମୀକ୍ଷା ବୈଠକର ତଥ୍ୟ ସାମ୍ନାକୁ ଆସିଛି। ଏହି ସମୀକ୍ଷା ବୈଠକରେ ପ୍ରକାଶ ପାଇଛି ଯେ,...

ନକଲି ଭାକ୍ସିନ୍‌ ନେଇ ଟିଏମ୍‌ସି ଏମ୍‌ପି ଅସୁସ୍ଥ…

କୋଲକାତା,୨୬।୬: ନକଲି ଭାକ୍ସିନ୍‌ ନେଇ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏମ୍‌ପି ତଥା ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ଅସୁସ୍ଥ ହୋଇପଡ଼ିଛନ୍ତି। ଶନିବାର ସକାଳେ ସେ ଅସୁସ୍ଥ ହୋଇପଡ଼ିବାରୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶିକ୍ଷକ ଯୋଗ୍ୟତା ପରୀକ୍ଷା ପ୍ରମାଣପତ୍ରର ବୈଧତା ବୃଦ୍ଧି
Next Post Next post:
ସାଉଥାମ୍ପଟନରେ ପହଞ୍ଚିଲା ଟିମ୍‌ ଇଣ୍ଡିଆ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts