ଥିରୁଭାନନ୍ତପୁରମ୍,୩।୬: ଦେଶରେ ଅନେକ ରାଜ୍ୟରେ ତାପମାତ୍ରା ବଢୁଥିବାବେଳେ ଗୁରୁବାର କେରଳ ଛୁଇଁଛି ମୌସୁମୀ। ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳରେ ପହଞ୍ଚିଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ଆସନ୍ତା ୨ ଦିନ ମଧ୍ୟରେ ଦକ୍ଷିଣ ଏବଂ ମଧ୍ୟ ଆରବ ସାଗରର ଅବଶିଷ୍ଟ ଅଂଶରେ ପହଞ୍ଚିବ। ଏହା ବ୍ୟତୀତ ମୌସୁମୀ ତାମିଲନାଡୁ ଏବଂ ପୁଡୁଚେରୀର କିଛି ଅଂଶ ସହିତ ଦକ୍ଷିଣ ଆଭ୍ୟନ୍ତରୀଣ କର୍ନାଟକର କିଛି ଅଂଶରେ ପହଞ୍ଚିବ। ପାଣିପାଗ ବିଭାଗ ଅନୁଯାୟୀ, ରୟାଲସୀମା ଏବଂ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରର କିଛି ଅଂଶରେ ମୌସୁମୀ ଆଗକୁ ବଢିବାର ସମ୍ଭାବନା ରହିଛି। ସୂଚନାଯୋଗ୍ୟ, ଏଥର ସାଧାରଣ ସମୟ ଅପେକ୍ଷା ବିଳମ୍ବରେ କେରଳରେ ମୌସୁମୀ ପହଞ୍ଚିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.