E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
9:09 amJune 19, 2021

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ଶୁକ୍ରବାର ରାଜ୍ୟରେ ୩,୮୦୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଛି। ଶନିବାର ରାଜ୍ୟରେ ୩,୪୨୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧,୯୫୪ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୧,୪୭୩ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୫୫୩ ଓ କଟକରୁୁ ୩୯୬ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୧୩୮, ବାଲେଶ୍ୱର ୨୬୧, ବରଗଡ଼ ୫୨, ଭଦ୍ରକ ୧୩୯, ବଲାଙ୍ଗୀର ୪୦, ବୌଦ୍ଧ ୩୧, ଦେବଗଡ଼ ୨୨, ଢ଼େଙ୍କାନାଳ ୭୮, ଗଜପତି ୨୭, ଗଞ୍ଜାମ ୨୬, ଜଗତସିଂହପୁର ୧୦୮, ଯାଜପୁର ୨୮୫, ଝାରସୁଗୁଡ଼ା ୧୦, କଳାହାଣ୍ଡି ୩୫, କନ୍ଧମାଳ ୪୧, କେନ୍ଦ୍ରାପଡ଼ା ୧୧୧, କେନ୍ଦୁଝର ୪୭, କୋରାପୁଟ ୭୨, ମାଲକାନଗିରି ୩୮, ମୟୁରଭଞ୍ଜ ୧୬୨, ନବରଙ୍ଗପୁର ୬୦, ନୟାଗଡ଼ ୧୪୨, ନୂଆପଡ଼ା ୨୦, ପୁରୀ ୨୧୭, ରାୟଗଡ଼ା ୯୪, ସମ୍ବଲପୁର ୩୨, ସୁବର୍ଣ୍ଣପୁର ୩୦, ସୁନ୍ଦରଗଡ଼ ୭୮ ଓ ଷ୍ଟେଟ ପୁଲରୁ ୮୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୭୩,୯୨୫ରେ ପହଞ୍ଚିଛି। ସେଥିମଧ୍ୟରୁ ୮,୨୯,୮୫୧ଜଣ ସୁସ୍ଥ ହୋଇଥିବା ବେଳେ ୪୦,୪୭୧ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ମାଡ଼ି ଆସୁଛି ନୂଆ ବିପଦ, ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଭାକ୍ସିନ୍‌କୁ ପ୍ରଭାବହୀନ କରିବା ଆଶଙ୍କା…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ଯୋଗୁ ଦେଶରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା...

ମୁସଲିମ ବୃଦ୍ଧଙ୍କୁ ମାଡ଼: ଅଭିନେତ୍ରୀ ସ୍ବରା, ଟୁଇଟର ଇଣ୍ଡିଆ ମୁଖ୍ୟଙ୍କ ନାମରେ ମାମଲା

ନୂଆଦିଲ୍ଲୀ,୧୭।୬: ଉତ୍ତର ପ୍ରଦେଶର ଗାଜିଆବାଦରେ ମୁସଲିମ ବୃଦ୍ଧଙ୍କୁ ମାଡ଼ ଘଟଣାରେ ବିବାଦୀୟ ଟୁଇଟ୍‌କୁ ନେଇ ବଲିଉଡ୍‌ ଅଭିନେତ୍ରୀ ସ୍ବରା ଭାସ୍କର ଓ ଟୁଇଟର ଇଣ୍ଡିଆର ମ୍ୟାନେଜିଂ...

ବିଏସ୍‌ପିର ୯ ବିଦ୍ରୋହୀ ବିଧାୟକ ଏସ୍‌ପିରେ ହୋଇପାରନ୍ତି ସାମିଲ

ଲକ୍ଷ୍ନୌ,୧୫।୬: ଉତ୍ତରପ୍ରଦେଶରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଏବେଠାରୁ ରାଜନୈତିକ ସରଗରମ ଦେଖାଦେଇଛି। ବିଭିନ୍ନ ରାଜନୈତିକ ଦଳ ପରସ୍ପର ଉପରେ...

ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ହେବାରେ ଲାଗିଛି। ବିଭିନ୍ନ ରାଜ୍ୟରେ କରୋନାର...

ଥରିଲା ରାଜଧାନୀ …

ନୂଆଦିଲ୍ଲୀ,୨୦।୬: ରାଜଧାନୀ ଦିଲ୍ଲୀରେ ରବିବାର ମଧ୍ୟାହ୍ନ ୧୨ଟା ୨ରେ ଭୂକମ୍ପ ଘଟିଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୨.୧ ଥିଲା ବୋଲି ଜାତୀୟ ଭୂ ଗବେଷଣା...

ଖସୁଛି କରୋନା ସଂକ୍ରମଣ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...

କରୋନା ଲଢ଼େଇରେ ଜିତି ବି କାହିଁକି ଆକ୍ରାନ୍ତଙ୍କ ଘଟୁଛି ମୃତ୍ୟୁ, ବିଶେଷଜ୍ଞ ଦେଲେ ଉତ୍ତର…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ସୁସ୍ଥ ହୋଇ ସାରିଥିବା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବାରୁ ଲୋକେ...

ରାଜ୍ୟରେ ୫ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ରବିବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୪,୪୬୯ ଜଣ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସମୁଦ୍ରରେ ବିଲୀନ ହେବ ଏହି ଦ୍ୱୀପ
Next Post Next post:
କୋପା ଆମେରିକା ଫୁଟ୍‌ବଲ: ବ୍ରାଜିଲର କ୍ରମାଗତ ଦ୍ୱିତୀୟ ବିଜୟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts