ଫିଲ୍ମରେ ଅଭିନେତ୍ରୀମାନେ ଅନେକଥର ଗୁରୁତର ଦୁର୍ଘଟଣାର ଶିକାର ହୁଅନ୍ତି। କିନ୍ତୁ ସେମାନେ ମୃତ୍ୟୁ ମୁଖରୁ ବଞ୍ଚିକି ଆସିଥାନ୍ତି। ମାତ୍ର ବାସ୍ତବ ଜୀବନରେ ନନେକ କଳାକାରଙ୍କ ସହିତ ମଧ୍ୟ ଏହା ଘଟିଛି। ଅନେକ ଷ୍ଟାର ଅଛନ୍ତି ଯେଉଁମାନେ ମରଣ ମୁହଁରୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଅନ୍ୟତମ। ଯିଏ ଥରେ ନୁହେଁ ଦୁଇ ଦୁଇଥର ଥର ମୃତ୍ୟୁକୁ ନିକଟରୁ ଦେଖି ଫେରିଛନ୍ତି । ପ୍ରୀତି ପ୍ରଥମ ଥର କଲମ୍ବୋରେ ଏକ ଶୋ’ରେ ଅଭିନୟ କରୁଥିବାବେଳେ ହଠାତ ବୋମା ବିସ୍ଫୋରଣ ଘଟିଥିଲା। ଦ୍ୱିତୀୟ ଥର ଥାଇଲାଣ୍ଡରେ ଛୁଟି କାଟିବାକୁ ଯାଇ ସୁନାମିରେ ଫସି ଯାଇଥିଲେ।
ଅନ୍ସ୍କ୍ରିନ ଦିଅରଙ୍କ ପ୍ରେମରେ ପଡ଼ିଛନ୍ତି ଐଶ୍ୱର୍ଯ୍ୟା; ସରିଲାଣି ନିର୍ବନ୍ଧ
ବମ୍ବେ: ଅନେକ କଳାକାର ଏଭଳି ଅଛନ୍ତି ଯେଉଁମାନେ ଅଭିନୟ କରୁ କରୁ ସତସତିକା ପ୍ରେମରେ ପଡ଼ିଛନ୍ତି। ପରଦାରେ ଚରିତ୍ର ଥାଏ ଭିନ୍ନ। ହେଲେ ଅସଲ ଜୀବନରେ...
ସ୍ବାମୀଙ୍କ ଆତ୍ମହତ୍ୟା ପରେ ଏମିତି କହିଥିଲେ ରେଖା, ହନିମୁନ୍ରେ ସବୁ ଜାଣି ସାରିଥିଲି…
ପ୍ରସିଦ୍ଧ ଅଭିନେତ୍ରୀ ରେଖା ତାଙ୍କ ଫିଲ୍ମ କ୍ୟାରିୟର ସହ ବ୍ୟକ୍ତିଗତ ଜୀବନ ପାଇଁ ସର୍ବଦା ଚର୍ଚ୍ଚାରେ ରହିଥା’ନ୍ତି । ତାଙ୍କ ଫିଲ୍ମ ଜୀବନ ଯେତିକି ସଫଳ...
ଗର୍ଲପ୍ରେଣ୍ଡଙ୍କ ପାଇଁ ସୋନୁ ସୁଦଙ୍କୁ ଆଇଫୋନ୍ ମାଗିଲେ ଯୁବକ: ଜବାବରେ ମିଳିଲା
ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ବେଳେ ଲୋକଙ୍କୁ ସହାୟତାର ହାତ ବଢାଇଛନ୍ତି। ଲୋକମାନେ ସୋନୁଙ୍କୁ ଟୁଇଟ୍ର୍ରେ ସହାୟତା ମାଗିଥିଲେ। ଅନେକ ଥର, ସୋନୁଙ୍କ...
ଯୋଗ କଲେ ଶିଳ୍ପା, ଭିଡିଓ ଶେୟାର କରି କହିଲେ…
ମୁମ୍ବାଇ: ଆଜି ଅର୍ଥାତ୍ ଜୁନ୍ ୨୧ରେ ସାରା ବିଶ୍ୱରେ ୭ତମ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ ନେତା, ଅଭିନେତାମାନେ ଯୋଗ କରିବା ଫଟୋ...
ବୋଲ୍ଡ ସିନ୍ ପୂର୍ବରୁ ଅଭିନେତ୍ରୀ-ଅଭିନେତା ପରସ୍ପରକୁ ପଚାରୁଥିଲେ ଏମିତି ପ୍ରଶ୍ନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଅଭିନେତ୍ରୀ ରାଧିକା ଆପ୍ଟେ ବଲିଉଡର ବୋଲ୍ଡ ଅଭିନେତ୍ରୀମାନଙ୍କ ମଧ୍ୟରୁ ଅନ୍ୟତମ। ଚଳଚ୍ଚିତ୍ରରେ ତାଙ୍କର ଚରିତ୍ର ଏବଂ ବୋଲ୍ଡ ଦୃଶ୍ୟ ସବୁବେଳେ ଚର୍ଚ୍ଚାରେ ଥାଏ। ସେ ଯେକୌଣସି...
ଆଇଶାଙ୍କ ବିରୋଧରେ ଦେଶଦ୍ରୋହ
କୋଚି, ୧୨।୬: ଅଭିନେତ୍ରୀ ତଥା ମଡେଲ୍ ଆଇଶା ସୁଲତାନା ଏକ ଟିଭି ବିତର୍କରେ ଭାଗନେଇ ଲାକ୍ଷାଦ୍ୱୀପରେ କୋଭିଡ୍-୧୯ ସଂକ୍ରମଣ ନେଇ ମିଛ ଖବର ପ୍ରସାର କରିଥିବା...
କାହିଁକି ନାମରେ ଅଛି ଦୁଇଥର ‘ଏନ୍’ ଆଉ ‘ଆର୍’; ଅଭିନେତା କହିଲେ…
ବମ୍ବେ: ନିଜର ନିଖୁଣ ଅଭିନୟ ଦ୍ୱାରା ବଲିଉଡ୍ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଅଭିନେତା ଆୟୁଷ୍ମାନ ଖୁରାନ୍ନା। ସେ ସର୍ବଦା ନିଜର ସଫଳତାର ଶ୍ରେୟ...
ସାଇକେଲ୍ରେ ବ୍ରେଡ୍-ଅଣ୍ଡା ବିକ୍ରି କରୁଛନ୍ତି ସୋନୁ
ମୁମ୍ବାଇ: ଗରୀବ ଓ ଅସହାୟ ଲୋକଙ୍କ ପାଇଁ ଦେବଦୂତ ପାଲଟିଥିବା ବଲିଉଡ୍ ଅଭିନେତା ସୋନୁ ସୁଦ ଲଗାତର ଭାବେ ଆବଶ୍ୟକୀୟ ଲୋକଙ୍କୁ ସାହାଯ୍ୟ କରିଆସୁଛନ୍ତି। ରିଲ...


