ବରଗଡ଼ ଅଫିସ,୧୮।୬: ବରଗଡ଼ର ଆନ୍ତର୍ଜାତୀୟ ପର୍ବତାରୋହୀ ଲିପିକା ସେଟ୍ଙ୍କ ଶୁକ୍ରବାର ଜନ୍ମଦିନ ଥିଲା । ନିଜ ଜନ୍ମଦିନକୁ ଲିପିକା ନିଆରା ଢଙ୍ଗରେ ପାଳନ କରିଥିଲେ। ବରଗଡ଼ ସହର ଉପକଣ୍ଠ ଜମୁର୍ଡା ନିକଟ କୁଷ୍ଠାଶ୍ରମକୁସେ ପହଞ୍ଚି ଅନ୍ତେବାସୀଙ୍କ ସହିତ ଭାବ ବିନିମୟ ଏବଂ ପରସ୍ପର ମିଠା ଖୁଆଇ ସେ ଜନ୍ମଦିନ ପାଳନ କରିଥିଲେ । ଏହା ସାଙ୍ଗକୁ ପର୍ବତାରୋହଣ କ୍ଷେତ୍ରରେ ଆହୁରି ଆଗକୁ ବଢିବା ପାଇଁ ଅନ୍ତେବାସୀଙ୍କ ଆର୍ଶିବାଦ କାମନା କରିଥିଲେ। ସେହିପରି କୁଷ୍ଠାଶ୍ରମରେ ରହୁଥିବା ପିଲାମାନଙ୍କ ପାଠପଢା ପଚାରି ବୁଝିଥିଲେ ଏବଂ କିଛି ସମସ୍ୟା ଉପୁଜିଲେ ତାଙ୍କୁ ଜଣାଇଲେ ସେ ଯଥାସାଧ୍ୟ ସହଯୋଗ କରିବେ ବୋଲି ଲିପିକା କହିଥିଲେ ।
Posted inଆମ ଜିଲା ଖବର, ବରଗଡ଼ View All
୮ ବର୍ଷ ହେଲା ବନ୍ଦ ଥିବା ଷ୍ଟାଡିୟମ କାମ ଶେଷ କର
ଝାରସୁଗୁଡ଼ା ଅଫିସ,୨୩ା୬: ଏମ୍ସିଏଲ୍ ସିଏସ୍ଆର୍ ପାଣ୍ଠିରୁ ୮କୋଟି ଟଙ୍କା ବ୍ୟୟରେ ୨୦୧୩-୧୪ରୁ ଝାରସୁଗୁଡ଼ା ମାଳିମୁଣ୍ଡାଠାରେ ଷ୍ଟାଡିୟମ ନିର୍ମାଣ ଚାଲିଛି। ଅର୍ଥାଭାବରୁ ଦୀର୍ଘଦିନ ହେଲାଣି ଏହା ଅର୍ଦ୍ଧନିର୍ମିତ...
ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ
କଟକ ଅଫିସ, ୨୬।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଶୁକ୍ରବାର ହାଇକୋର୍ଟରୁ...
୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍ସୋ କୋର୍ଟ
ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର...
ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼: ମାଜିଷ୍ଟ୍ରେଟଙ୍କୁ ମହଙ୍ଗା ପଡ଼ିଲା
ଝାରସୁଗୁଡା ଅଫିସ୍,୪।୬: କୋଭିଡ୍ ତଦାରଖ ମାଜିଷ୍ଟ୍ରେଟ୍ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ବୁଧବାର ଜଣେ ବୃଦ୍ଧ ତରଭୂଜ ବିକାଳୀ ଏବଂ ତାଙ୍କର...
ସୁରକ୍ଷାକର୍ମୀଙ୍କୁ ମାଡ଼ ମାରି ସୋରୁମରୁ ୨ ବାଇକ ଚୋରି: ୨ ଗିରଫ
ଛତ୍ରପୁର,୨୫।୬(ଡି.ଏନ୍.ଏ.): ଗଞ୍ଜମ ଜିଲା ଛତ୍ରପୁର ଥାନା ଅଧୀନ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ଗାଡ଼ି ଶୋରୁମରୁ ଏପ୍ରିଲ ୨ ତାରିଖ ମଧ୍ୟରାତ୍ରରେ ଚୋରି ହୋଇଥିଲା।...
ଲକ୍ଡାଉନ୍ ନିୟମ ଉଲ୍ଲଙ୍ଘନ ପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ
ଛତ୍ରପୁର,୧୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଲକ୍ଡାଉନ୍ ନିୟମ ଉଲ୍ଲଙ୍ଘନ ହୋଇଥିବା ଦେଖିବାକୁ ମିଳିଛି । ଏନେଇ ଛତ୍ରପୁର ଏନ୍ଏସି କର୍ତ୍ତୃପକ୍ଷ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।...
ବାଡ଼ିରେ ଛେଳି ପଶିବାରୁ ଦମ୍ପତିଙ୍କୁ ଗଛରେ ବାନ୍ଧି ପିଟିଲେ
ଲଙ୍ଗଳେଶ୍ୱର,୨।୬: ଛେଳି ଚରାଇବାକୁ କେନ୍ଦ୍ର କରି ଦେଖାଦେଇଛି ଉତ୍ତେଜନା। ବାଡ଼ିରେ ଛେଳି ପଶିବାରୁ ଚରାଳି ଏବଂ ତାଙ୍କର ସ୍ତ୍ରୀଙ୍କୁ ଗଛରେ ବାନ୍ଧି ଗାଁ ଲୋକେ ମାଡ଼...
ଏମ୍କେସିଜି କୋଭିଡ୍ ହସ୍ପିଟାଲ-୧ ବନ୍ଦ
ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...


