କୋଲକତା,୧୧।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ହାରିବା ପରେ ଭାଜପାକୁ ଆଉ ଏକ ଝଟକା ଲାଗିଛି। ଭାଜପା ବଡ ନେତା ମୁକୁଲ ରାୟ ନିଜ ପୁଅ ଶୁଭ୍ରାଂଶୁଙ୍କ ସହ ଦଳ ଛାଡି ତୃଣମୂଳ କଂଗ୍ରେସରେ ଯୋଗଦେବେ ବୋଲି କୁହାଯାଉଛି। ଉଭୟ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ପାର୍ଟି ମୁଖ୍ୟାଳୟରେ ଭେଟିବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ମୁକୁଲ ପୂର୍ବରୁ ଟିଏମ୍ସି ଥିଲେ। ପରେ ବିଭିନ୍ନ କାରଣରୁ ସେ ଦଳ ଛାଡି ଭାଜପାରେ ଯୋଗ ଦେଇଥିଲେ।
ମହିଳା ଆୟୋଗ ସଦସ୍ୟଙ୍କ ବିବାଦୀୟ ମନ୍ତବ୍ୟ: ଝିଅମାନଙ୍କୁ ମୋବାଇଲ୍ ଦେବା ଉଚିତ୍ ନୁହେଁ
ଆଲିଗଡ,୧୦।୬: ଉତ୍ତରପ୍ରଦେଶର ରାଜ୍ୟ ମହିଳା ଆୟୋଗର ସଦସ୍ୟ ମୀନା କୁମାରୀ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ପବ୍ଲିକ ୱାର୍କର୍ସ ଗେଷ୍ଟ ହାଉସରେ ମହିଳାଙ୍କ ଉପରେ...
ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ
ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ହେବାରେ ଲାଗିଛି। ବିଭିନ୍ନ ରାଜ୍ୟରେ କରୋନାର...
ମିନେରାଲ ବଦଳରେ ଗ୍ରାହକଙ୍କୁ ଏସିଡ୍ ଦେଲେ ଦୋକାନୀ
କୁଲଗାମ(କଶ୍ମୀର),୯।୬ : ଦକ୍ଷିଣ କଶ୍ମୀରର କୁଲଗାମ ଜିଲାର ଜଣେ ତହସିଲଦାର ବୁଧବାର ଏକ ଦୋକାନରୁ ମିନେରାଲ ପାଣି ବୋତଲ କିଣିଥିଲେ। କିନ୍ତୁ ପାଣି ବଦଳରେ ଭୁଲ...
ବଳାତ୍କାର ପରେ ଚିରି ଦେଲେ ମହିଳାଙ୍କ ପେଟ
ନୂଆଦିଲ୍ଲୀ,୧୬।୬: ବଳାତ୍କାର ପରେ ଛୁରା ମାରି ୬୨ ବର୍ଷୀୟା ବୃଦ୍ଧାଙ୍କୁ ହତ୍ୟା କରାଯାଇଛି। ରାଜଧାନୀ ଦିଲ୍ଲୀର ମୟୁର ବିହାର ଫେଜ ୩ ନିକଟସ୍ଥ ଦାଲୁପୁରା ଗ୍ରାମରେ...
୩୨ ଅତିରିକ୍ତ ଜିଲାପାଳଙ୍କୁ ଉପହାରରେ ମିଳିଲା ଦାମୀ କାର୍
ହାଇଦ୍ରାବାଦ,୧୪।୬: ମହାମାରୀ ସମୟରେ ଉନ୍ନତିମୂଳକ କାର୍ଯ୍ୟକୁ ଆଗେଇ ନେବା ପାଇଁ ତେଲେଙ୍ଗାନାର ୩୨ ଅତିରିକ୍ତ ଜିଲାପାଳଙ୍କୁ ରାଜ୍ୟ ସରକାର ଦାମୀ କାର୍ ଉପହାର ସ୍ବରୂପ ପ୍ରଦାନ...
ଅକ୍ଟୋବରରେ ତୃତୀୟ ଲହର
ବେଙ୍ଗାଲୁରୁ, ୧୯।୬: ଭାରତରେ କରୋନା ଭୂତାଣୁ ସଂକ୍ରମଣର ତୃତୀୟ ଲହର ଅକ୍ଟୋବର ସୁଦ୍ଧା ଆସିପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଯଦିଓ ବର୍ତ୍ତମାନର ସଂକ୍ରମଣଠାରୁ ତୃତୀୟ...
ଇଟାଲୀ ମରିନ୍ଙ୍କ ବିରୋଧରେ ମାମଲା ବନ୍ଦ
ନୂଆଦିଲ୍ଲୀ,୧୬ା୬: ୨୦୧୨ରେ ଇଟାଲୀର ୨ ନୌସୈନିକ(ମରିନ୍)ଙ୍କ ଦ୍ୱାରା କେରଳ ଉପକୂଳରେ ୨ ଦୁଇଜଣ ଭାରତୀୟ ମତ୍ସ୍ୟଜୀବୀଙ୍କ ହତ୍ୟା ମାମଲାର ଶୁଣାଣିକୁ ମଙ୍ଗଳବାର ସୁପ୍ରିମକୋର୍ଟ ବନ୍ଦ କରିଦେଇଛନ୍ତି।...
ହସ୍ପିଟାଲରେ ମୃତଦେହ ଗଦା: ପରିବାର ସଦସ୍ୟଙ୍କୁ ଗୋଟି ଗୋଟି କରି ପଡୁଛି ଖୋଜିବାକୁ…
ଚେନ୍ନାଇ,୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବଢୁଥିବାରୁ ସ୍ଥିତି ଅଧିକ ଜଟିଳ ହେବାରେ ଲାଗିଛି। ବିଭିନ୍ନ...


