କୋଲକତା,୧୧।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ହାରିବା ପରେ ଭାଜପାକୁ ଆଉ ଏକ ଝଟକା ଲାଗିଛି। ଭାଜପା ବଡ ନେତା ମୁକୁଲ ରାୟ ନିଜ ପୁଅ ଶୁଭ୍ରାଂଶୁଙ୍କ ସହ ଦଳ ଛାଡି ତୃଣମୂଳ କଂଗ୍ରେସରେ ଯୋଗଦେବେ ବୋଲି କୁହାଯାଉଛି। ଉଭୟ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ପାର୍ଟି ମୁଖ୍ୟାଳୟରେ ଭେଟିବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ମୁକୁଲ ପୂର୍ବରୁ ଟିଏମ୍ସି ଥିଲେ। ପରେ ବିଭିନ୍ନ କାରଣରୁ ସେ ଦଳ ଛାଡି ଭାଜପାରେ ଯୋଗ ଦେଇଥିଲେ।
ବୋହୂଙ୍କୁ ଜାଣିଶୁଣି ମାଡ଼ି ବସିଲେ କରୋନା ଆକ୍ରାନ୍ତ ଶାଶୁ
ହାଇଦ୍ରାବାଦ,୬।୬ : କୋଭିଡ୍-୧୯ରେ ଆକ୍ରାନ୍ତ ହେବା ପରେ ଜଣେ ବୃଦ୍ଧା ଘରେ ଆଇସୋଲେଶନରେ ରହି ରହି ବିରକ୍ତ ହୋଇଯାଇଥିଲେ। ନିୟମ ଅନୁସାରେ ସମାଜିକ ଦୂରତା ପାଳନ...
ଭାଜପା ଟାର୍ଗେଟରେ ମୁକୁଲ
କୋଲକାତା,୧୮ା୬: ଭାଜପା ଛାଡ଼ି ତୃଣମୂଳ କଂଗ୍ରେସ(ଟିଏମ୍ସି)ରେ ଯୋଗ ଦେଇଥିବା ବରିଷ୍ଠ ନେତା ମୁକୁଲ ରୟ ଏବେ ଭାଜପା ଟାର୍ଗେଟରେ। ତାଙ୍କ ବିଧାୟକ ପଦ ରଦ୍ଦ ଦାବିରେ...
କଂଗ୍ରେସର ବରିଷ୍ଠ ନେତ୍ରୀ ଇନ୍ଦିରାଙ୍କ ପରଲୋକ
ଡେରାଡୁନ୍,୧୩।୬: ଉତ୍ତରାଖଣ୍ଡ କଂଗ୍ରେସର ବରିଷ୍ଠ ନେତା ଇନ୍ଦିରା ହ୍ରିଦୟେଶଙ୍କ ହୃଦଘାତରେ ପରଲୋକ ଘଟିଛି। ରବିବାର ସକାଳେ ତାଙ୍କୁ ଗୁରୁତର ଅବସ୍ଥାରେ ଦିଲ୍ଲୀର ଏକ ଡାକ୍ତରଖାନାରେ ଭର୍ତ୍ତି...
ମଦ ପିଇ ବାହା ହେବାକୁ ଆସିଥିଲେ ବର, କନ୍ୟା ନେଲେ ବଡ଼ ନିଷ୍ପତ୍ତି
ଲକ୍ଷ୍ନୌ,୭ା୬: ଉତ୍ତରପ୍ରଦେଶର ପ୍ରତାପଗଡ଼ର ଜଣେ ବର ମଦ ପିଇ ବିବାହ ପାଇଁ କନ୍ୟା ଘରେ ପହଞ୍ଚିବା ଭାରି ପଡ଼ିଛି। ବରକୁ ଏପରି ଅବସ୍ଥାରେ ଦେଖି କନ୍ୟା...
ଆଜମଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର
ଲକ୍ଷ୍ନୌ,୧୬।୬: ଉତ୍ତରପ୍ରଦେଶର ସାମଜବାଦୀ ପାର୍ଟି (ଏସ୍ପି)ର ବରିଷ୍ଠ ନେତା ତଥା ଲୋକ ସଭା ଏମ୍ପି ଆଜମ ଖାଁଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ବିଗିଡ଼ିବାରେ ଲାଗିଛି। ଗତ କିଛି...
୯ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ପାଇଁ ଦିଲ୍ଲୀରେ ଆଧୁନିକ ବଙ୍ଗଳା: ମାସକୁ ଭଡ଼ା ୫ ହଜାରରୁ କମ୍…
ନୂଆଦିଲ୍ଲୀ,୮।୬: ଦେଶର ୯ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ରାଜଧାନୀ ଦିଲ୍ଲୀର ଲୁଟିୟେନ୍ସ୍ ଜୋନ୍ରେ ଆଧୁନିକ ବଙ୍ଗଳା ଯୋଗାଇ ଦିଆଯାଇଛି।...
ଅବସର ପରେ କମ୍ପାନୀରେ ବାବୁଙ୍କ ନିଯୁକ୍ତି
ନୂଆଦିଲ୍ଲୀ, ୪।୬(ପି.ଟି.):ସରକାରୀ ବାବୁମାନେ ଅବସର ଗ୍ରହଣ କରିବା ପରେ ବାଧ୍ୟତାମୂଳକ କୁଲିଂ ପିରିୟଡ୍ (ଯେଉଁ ସମୟ ମଧ୍ୟରେ ସମ୍ପୃକ୍ତ କର୍ମଚାରୀ ନିଷ୍ପତ୍ତି ବଦଳାଇପାରିବେ) ପର୍ଯ୍ୟନ୍ତ ଅପେକ୍ଷା...
ଭାକ୍ସିନ୍ ନ ନେଇଥିବା ବିଧାୟକଙ୍କୁ ବିଧାନସଭାରେ ପ୍ରବେଶ ମନା…
ପାଟନା,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।...


