E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଗଞ୍ଜେଇରେ ପ୍ରସ୍ତୁତ ହେଉଥିଲା କେକ୍‌
8:39 pmJune 13, 2021

ମୁମ୍ବାଇ,୧୩।୬: ମୁମ୍ବାଇର ଏକ କେକ୍‌ ବେକିଂ ବେକେରୀରେ ପ୍ରସ୍ତୁତ ହେଉଥିଲା ଗଞ୍ଜେଇ ମିଶ୍ରିତ କେକ୍‌। ଖବର ପାଇ ଶନିବାର ରାତିରେ ଚଢ଼ାଉ କରିଥିଲା ନାର୍କୋଟିକ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି)। ଘଟଣାରେ ସମ୍ପୃକ୍ତ ଜଣେ ମହିଳାଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯାଇଛି।

ଯୁବ ପୀଢ଼ି ଏବେ ବ୍ରାଉନି ଓ୍ବିଡ୍‌ କେକ୍‌ ମାଧ୍ୟମରେ ଗଞ୍ଜେଇ ସେବନ କରୁଛନ୍ତି, ଯାହାର ଖୋଲାସା କରିଛୁ। କେକ୍‌ରେ ଖାଇବା ଯୋଗ୍ୟ ଗଞ୍ଜେଇ ବ୍ୟବହାର ହେବାର ଏହା ଦେଶରେ ପ୍ରଥମ ଘଟଣା ବୋଲି ଏନ୍‌ସିବି ପକ୍ଷରୁ କୁହାଯାଇଛି। ଚଢ଼ାଉବେଳେ ୮୩୦ ଗ୍ରାମ ଖାଇବା ଯୋଗ୍ୟ ବ୍ରାଉନି ଓ ୧୬୦ ଗ୍ରାମ ଗଞ୍ଜେଇ ଜବତ ହୋଇଛି। ଗିରଫ ହୋଇଥିବା ଅଭିଯୁକ୍ତଙ୍କୁ ପଚରାଉଚୁରା ଚାଲିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଶେଷରେ ଭୁଲ୍‌ ବୁଝିପାରିଲେ କାନ୍ତା ପ୍ରସାଦ; ଗୌରବଙ୍କୁ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧୩।୬: ବାବା କା ଢାବାର ମାଲିକ କାନ୍ତ ପ୍ରସାଦଙ୍କ ଭିଡିଓ ସୋସିଆଲ ମିଡିଆରେ ପୁଣି ଥରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ କାନ୍ତ ପ୍ରସାଦ...

ଅମିତ ଶାହାଙ୍କ ଘରେ ପହଞ୍ଚିଲେ ଜିତିନ୍‌ ପ୍ରସାଦ: ଭାଜପାରେ ହୋଇପାରନ୍ତି ସାମିଲ୍‌

ନୂଆଦିଲ୍ଲୀ,୯।୬। କଂଗ୍ରେସକୁ ପୁଣି ଲାଗିପାରେ ଝଟ୍‌କା। ଜ୍ୟୋର୍ତିଆଦିତ୍ୟ ସିନ୍ଧିଆଙ୍କ ପରେ ଏବେ ଦଳ ଛାଡିଆପାରନ୍ତି ଆଉ ଜଣେ ହେବିଓ୍ବେଟ୍‌। କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ...

ରାମଦେବ ଭର୍ସେସ ଡାକ୍ତର: ବେକରେ ପୋଷ୍ଟର-ପିପିଇ କିଟ୍‌ ପିନ୍ଧି ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୧।୬: ଏଲୋପାଥି ଚିକିତ୍ସା ଓ ଡାକ୍ତରଙ୍କୁ ନେଇ ଯୋଗଗୁରୁ ବାବା ରାମଦେବ ଦେଇଥିବା ବୟାନର ବିବାଦ ଥମିବାର ନା ନେଉନି। ଏହି ମାମଲାରେ ବାବା ରାମଦେବ...

ବିଦେଶୀ ମିଡ଼ିଆକୁ ଜବାବ୍‌: ୭ ଗୁଣା ନୁହେଁ କରୋନା ମୃତ୍ୟୁ ସଂଖ୍ୟା, କହିଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏହା ସରକାରୀ ରିପୋର୍ଟଠାରୁ ୭ ଗୁଣା ଅଧିକ ବୋଲି ବିଦେଶୀ ମିଡ଼ିଆ...

ଗପରେ ଏମିତି ମଜ୍ଜିଗଲେ ଯେ ଟିକା ନ ଭରି ଖାଲି ଇଞ୍ଜେକଶନ ଫୋଡ଼ିଦେଲେ ନର୍ସ; ଭିଡିଓ ଭାଇରାଲ ପରେ…

ଛପରା,୨୫।୬: ମହାମାରୀ କରୋନାର ସଂକ୍ରମଣକୁ ରୋକିବା ଲାଗି ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି। ଏଭଳି ସ୍ଥିତିରେ ଅନେକ ସ୍ଥାନରୁ ଅବହେଳାର ଘଟଣା ସାମ୍ନାକୁ ଆସୁଛି। ସେହି କ୍ରମରେ...

ସ୍ତନ୍ୟପାନ କରାଉଥିବା ମା’ଙ୍କୁ ମିଳୁ ଓ୍ବାର୍କ ଫ୍ରମ୍‌ ହୋମ୍‌ ସୁବିଧା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ପରାମର୍ଶ …

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସ୍ଥିତି ହୋଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ନୂଆ...

କୃଷକଙ୍କ ସହ ଛିଡ଼ା ହେବ ଟିଏମ୍‌ସି

କୋଲକାତା,୯।୬ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବୁଧବାର ଭେଟିଛନ୍ତି ଭାରତୀୟ କିଷାନ ୟୁନିଅନ (ବିକେୟୁ) ନେତା ରାକେଶ ଟିକାଏତ। ବୈଠକରେ ୩ ବିବାଦୀୟ କୃଷି...

ଅଣ୍ଡରୱାର୍ଲଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ଭାଇ ଗିରଫ

ମୁମ୍ବାଇ,୨୩।୬: ଅଣ୍ଡରୱାର୍ଲଡ ଡନ୍‌ ଦାଉଦ ଇବ୍ରାହିମଙ୍କ ଭାଇ ଇକ୍‌ବାଲ କାସକରକୁ ମୁମ୍ବାଇ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ଗିରଫ କରିଛି । ବୁଧବାର ଡ୍ରଗ୍ସ ମାମଲାରେ କାସକରଙ୍କୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସୁଶାନ୍ତଙ୍କୁ ମନେ ପକାଇଲେ ଅଙ୍କିତା
Next Post Next post:
ପଦ୍ମଫୁଲ ତୋଳିବା ହେଲା କାଳ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts