ମୁମ୍ବାଇ,୧୩।୬: ମୁମ୍ବାଇର ଏକ କେକ୍ ବେକିଂ ବେକେରୀରେ ପ୍ରସ୍ତୁତ ହେଉଥିଲା ଗଞ୍ଜେଇ ମିଶ୍ରିତ କେକ୍। ଖବର ପାଇ ଶନିବାର ରାତିରେ ଚଢ଼ାଉ କରିଥିଲା ନାର୍କୋଟିକ କଣ୍ଟ୍ରୋଲ ବ୍ୟୁରୋ (ଏନ୍ସିବି)। ଘଟଣାରେ ସମ୍ପୃକ୍ତ ଜଣେ ମହିଳାଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯାଇଛି।
ଯୁବ ପୀଢ଼ି ଏବେ ବ୍ରାଉନି ଓ୍ବିଡ୍ କେକ୍ ମାଧ୍ୟମରେ ଗଞ୍ଜେଇ ସେବନ କରୁଛନ୍ତି, ଯାହାର ଖୋଲାସା କରିଛୁ। କେକ୍ରେ ଖାଇବା ଯୋଗ୍ୟ ଗଞ୍ଜେଇ ବ୍ୟବହାର ହେବାର ଏହା ଦେଶରେ ପ୍ରଥମ ଘଟଣା ବୋଲି ଏନ୍ସିବି ପକ୍ଷରୁ କୁହାଯାଇଛି। ଚଢ଼ାଉବେଳେ ୮୩୦ ଗ୍ରାମ ଖାଇବା ଯୋଗ୍ୟ ବ୍ରାଉନି ଓ ୧୬୦ ଗ୍ରାମ ଗଞ୍ଜେଇ ଜବତ ହୋଇଛି। ଗିରଫ ହୋଇଥିବା ଅଭିଯୁକ୍ତଙ୍କୁ ପଚରାଉଚୁରା ଚାଲିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.