E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଅଣ୍ଡରୱାର୍ଲଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ଭାଇ ଗିରଫ
4:52 pmJune 23, 2021

ମୁମ୍ବାଇ,୨୩।୬: ଅଣ୍ଡରୱାର୍ଲଡ ଡନ୍‌ ଦାଉଦ ଇବ୍ରାହିମଙ୍କ ଭାଇ ଇକ୍‌ବାଲ କାସକରକୁ ମୁମ୍ବାଇ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ଗିରଫ କରିଛି । ବୁଧବାର ଡ୍ରଗ୍ସ ମାମଲାରେ କାସକରଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ନିକଟରେ ଏନ୍‌ସିବିର ବଡ଼ କାର୍ଯ୍ୟାନୁଷ୍ଠାନ ବେଳେ ପ୍ରାୟ ୨୫ କିଲୋଗ୍ରାମ ଡ୍ରଗ୍ସ ଜବତ ହୋଇଥିଲା। ଯାହାକୁ ପଞ୍ଜାବର ଲୋକମାନେ କଶ୍ମୀରରୁ ମୁମ୍ବାଇକୁ ବାଇକ ଯୋଗେ ଆଣୁଥିଲେ। ଏହି ମାମଲାର ଅଧିକ ଖୋଳତାଡ କରାଯିିବା ପରେ ଏହା ପଛରେ ଅଣ୍ଡରୱାର୍ଲଡର ହାତ ଥିବା ନେଇ ଜାଣିବାକୁ ପାଇଥିଲା ଏନ୍‌ସିବି। ତେବେ ତଦନ୍ତ ସମୟରେ ଆତଙ୍କବାଦ ପାଣ୍ଠି ଓ ଡ୍ରଗ୍ସ ଚାଲାଣ ପାଇଁ ଅଣ୍ଡରୱାର୍ଲଡର କନେକ୍ସନ ସହ ଜଡିତ ଅନେକ ତଥ୍ୟ ମିଳିଥିଲା। ଏହାକୁ ଭିତ୍ତିକରି ଏନ୍‌ସିବି ମୁମ୍ବାଇର ଅନେକ ସ୍ଥାନରେ ଚଢ଼ାଉ କରିଥିଲା। ଏହି ଚଢ଼ାଉ ସମୟରେ ଅଣ୍ଡରୱାର୍ଲଡ ଡନ ଦାଉଦ ଇବ୍ରାହିମର ଭାଇ ଇକବାଲ କାସକରକୁ ଏନ୍‌ସିବି ଗିରଫ କରିଛି। ଏନ୍‌ସିବି କାର୍ଯ୍ୟାଳୟକୁ ଇକ୍‌ବାଲଙ୍କୁ ଅଣାଯାଇ ପଚରାଉଚରା କରାଯିବ ବୋଲି ସୂଚନା ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଅଧିକ ଆଣ୍ଟିବଡି ସୃଷ୍ଟି କରୁଛି କୋଭିଶିଲ୍ଡ

ନୂଆଦିଲ୍ଲୀ,୭।୬: କୋଭାକ୍ସିନ ଅପେକ୍ଷା କୋଭିଶିଲ୍ଡ ଟିକା ଅଧିକ ଆଣ୍ଟିବଡି ସୃଷ୍ଟି କରୁଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଉପରୋକ୍ତ ଟିକାର ଦୁଇଟି ଡୋଜ୍‌ ନେଇଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କ...

ଘର ବାହୁଡ଼ା ପରେ ହଟିଲା ଜେଡ୍‌ ସିକ୍ୟୁରିଟି

କୋଲକାତା,୧୭।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ ଛାଡ଼ି ଭାଜପାର ହାତ ଧରିଥିଲେ ମୁକୁଲ ରୟ। ହେଲେ ନିକଟରେ ପୁଣି ଥରେ ତାଙ୍କର ଘର...

ଟୁଇଟରକୁ ମୋଦି ସରକାରଙ୍କ ଶେଷ ଚେତାବନୀ…

ନୂଆଦିଲ୍ଲୀ,୫।୬: ଦେଶରେ ପ୍ରଚଳିତ ଆଇଟି ନିୟମର ପାଳନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଟୁଇଟର୍‌କୁ ଶେଷ ଚେତାବନୀ ଦିଆଯାଇଛି। ନୂଆ ନିୟମ...

ଖୁସି ଖବର: ବିଟା-ଡେଲ୍ଟା ଭାରିଆଣ୍ଟ୍‌ ବିରୋଧରେ ପ୍ରଭାବଶାଳୀ ସାବ୍ୟସ୍ତ ହେଉଛି କୋଭାକ୍ସିନ୍‌…

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...

ଅମ୍ରିତସରରେ ‘ସିଦ୍ଧୁଙ୍କ ନିଖୋଜ’ ପୋଷ୍ଟର

ଅମ୍ରିତସର,୨।୬ : କଂଗ୍ରେସ ବିଧାୟକ ନବଜୋତ ସିଂ ସିଦ୍ଧୁ ନିଖୋଜ ଥିବା ପୋଷ୍ଟର ଅମ୍ରିତସରର ପୂର୍ବ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଲଗାଯାଇଛି। ଏକ...

କଶ୍ମୀରକୁ ଫେରିବ ରାଜ୍ୟ ମାନ୍ୟତା

ନୂଆଦିଲ୍ଲୀ,୨୫।୬(ପି.ଟି.): ଜମ୍ମୁ-କଶ୍ମୀରକୁ ଉପଯୁକ୍ତ ସମୟରେ ରାଜ୍ୟ ମାନ୍ୟତା ଫେରାଇ ଦିଆଯିବ। ବର୍ତ୍ତମାନ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ଚାଲିଥିବା କସରତ ଉପତ୍ୟକାରେ ନିର୍ବାଚନ ପ୍ରକ୍ରିୟା ପାଇଁ...

ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ରୁହନ୍ତୁ ସରକାର…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ନେଇକଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଦିଲ୍ଲୀରୁ ଖୁସି ଖବର: କରୋନା ଗ୍ରାଫ୍‌ ତଳ ମୁହାଁ,ଡେଲ୍ଟା ଭାରିଆଣ୍ଟ୍‌କୁ ପ୍ରଭାବହୀନ କରିବ ଭାକ୍ସିନ୍‌…

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏଥର ଛେରାପହଁରା କରିବେନି ଗଜପତି ମହାରାଜା
Next Post Next post:
ରାଶିଫଳ: ଗୁରୁବାର, ଜୁନ୍‌ ୨୪ ତାରିଖ – Daily Horoscope

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts