ନୂଆଦିଲ୍ଲୀ,୨୨।୬: ଟିମ୍ ଶ୍ରୀଲଙ୍କାର ପୂର୍ବତନ ସ୍ପିନର ମୁଥିଆ ମୁରଲିଥରନ୍ଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବୋଲର ଭାବେ ଚୟନ କରାଯାଇଛି। ଷ୍ଟାର ସ୍ପୋଟର୍ସ ପକ୍ଷରୁ ୫୦ ଜଣିଆ ବିଚାରକ ମଣ୍ଡଳୀଙ୍କ ଦ୍ୱାରା ହୋଇଥିବା ଚୟନ ପ୍ରକ୍ରିୟାରେ ଅଷ୍ଟ୍ରେଲିଆର ବୋଲର ଶେନ୍ ଓ୍ବାର୍ନ, ଡେଲ୍ ଷ୍ଟେନ୍ ଏବଂ ଗ୍ଲେନ୍ ମ୍ୟାକ୍ଗ୍ରାଥ୍ଙ୍କୁ ପଛରେ ପକାଇ ମୁରଳିଥରନ୍ ଏହି ସମ୍ମାନ ହାସଲ କରିଛନ୍ତି। ୧୩୩ ଷ୍ଟେଟ୍ ମ୍ୟାଚ୍ରେ ମୁରଲିଥରନ୍ ୮୦୦ ଓ୍ବିକେଟ ନେଇଛନ୍ତି। ଏହା ପୂର୍ବରୁ ଷ୍ଟାର ସ୍ପୋଟର୍ସ ପକ୍ଷରୁ ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ମାଷ୍ଟର ବ୍ଲାଷ୍ଟର ସଚିତ ତେନ୍ଦୁଲକରଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍ମ୍ୟାନ୍ ଭାବେ ଚୟନ କରାଯାଇଥିଲା।
୨ ବଲ୍ରେ ୨୧ ରନ୍: ଏକଦା ପାକିସ୍ତାନୀ ବୋଲରଙ୍କ ଲୟ ଭାଙ୍ଗି ଦେଇଥିଲେ ସେହ୍ବାଗ; ଦେଖନ୍ତୁ ଭିଡିଓ…
ନୂଆଦିଲ୍ଲୀ,୮।୬: ନିଜ ସମୟର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ଙ୍କ ମଧ୍ୟରୁ ଜଣେ ଥିଲେ ଭାରତର ପୂର୍ବ ଓପନର୍ ବିରେନ୍ଦ୍ର ସେହ୍ବାଗ। କ୍ରିକେଟର ସମସ୍ତ ଫର୍ମାଟରେ ସେ ଚମକାଇବା ଭଳି...
୨୦ ବର୍ଷ ବୟସରେ ମାରିଥିଲେ ୨୦ ଛକା: ମଦ ନିଶା ଯୋଗୁ ନଷ୍ଟ ହୋଇଯାଇଥିଲା କ୍ରିକେଟ୍ କ୍ୟାରିୟର୍
ଅଷ୍ଟ୍ରେଲିଆର ପୂର୍ବତନ ଅଲରାଉଣ୍ଡର ଆଣ୍ଡ୍ର୍ୟୁ ସାଇମଣ୍ଡସ୍ ଆଜି ୪୬ତମ ଜନ୍ମଦିନ ପାଳନ କରୁଛନ୍ତି। ସାଇମଣ୍ଡସ ଜଣେ ମହାନ ଅଲରାଉଣ୍ଡର ଥିଲେ। ସେ ପଡ଼ିଆରେ ଯାହା ବି...
‘ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ୩ ମ୍ୟାଚ ବିଶିଷ୍ଟ ହେବା ଉଚିତ’
ମୁମ୍ବାଇ, ୩।୬(ପି.ଟି.)- ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ୩ ମ୍ୟାଚ ବିଶିଷ୍ଟ ହେବା ଉଚିତ। ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ହେବାକୁ ଥିବା ଉଦ୍ଘାଟନୀ ସଂସ୍କରଣର ଫାଇନାଲ ୧...
୮୪ ବଲ୍ରେ ଫାଇନାଲ୍ ଆଭିମୁଖ୍ୟ ବଦଳାଇଦେଲା ନ୍ୟୁଜିଲାଣ୍ଡ
ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ର ଫାଇନାଲରେ ନ୍ୟୁଜିଲାଣ୍ଡ ନିଜର ଆଭିମୁଖ୍ୟକୁ କଡାକଡି କରିଛି। ମ୍ୟାଚର ତୃତୀୟ ଦିନରେ ଦଳ ୮୪ ଟି ବଲରେ ୩୬ ରନ...
ଲୋକେ କହୁଥିଲେ ଅଭିଜ୍ଞତା ନାହିଁ, ଚକୋଲେଟ ଭଳି ଟିମ୍ ଇଣ୍ଡିଆ କ୍ୟାପ୍ ବଣ୍ଟାଯାଉଛି; ପୂର୍ବ ମୁଖ୍ୟ ଚୟନକର୍ତ୍ତା କାହିଁକି କହିଲେ…
ନୂଆଦିଲ୍ଲୀ,୧୫।୬: ଭାରତୀୟ କ୍ରିକେଟ ବର୍ତ୍ତମାନ ଶୀର୍ଷରେ ରହିଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଏକାସାଙ୍ଗରେ ଦୁଇଟି ଟିମ୍ ସହ ପଡ଼ିଆକୁ ଓହ୍ଲାଇବାକୁ ଅଣ୍ଟା ଭିଡିଛି। ବିରାଟ...
ସେହ୍ବାଗଙ୍କ କ୍ୟାରିୟର ଶେଷ କରିଦେଇଥିଲେ ଧୋନୀ! ପ୍ରଶଂସକଙ୍କ ଏଭଳି ଯୁକ୍ତିରେ ପୂର୍ବତନ ଓପନର୍ କହିଲେ…
ନୂଆଦିଲ୍ଲୀ,୧୮।୬: ଭାରତୀୟ କ୍ରିକେଟ ଟିମ୍ର ପୂର୍ବତନ ବିସ୍ଫୋରକ ଓପନର୍ ବିରେନ୍ଦ୍ର ସେହ୍ବାଗ ଏବଂ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ମଧ୍ୟରେ ବିବାଦ ନେଇ ଅନେକ...
୧୧୨ ବଲ୍ ଖେଳି କରିଥିଲେ ୧୯ ରନ୍; ସେହ୍ବାଗ କହିଲେ ‘ମୋତେ ନିଦ ଆସୁଛି, ଶୋଇବାକୁ ଦିଅ’
ନୂଆଦିଲ୍ଲୀ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍(ଡବ୍ଲୁଟିସି) ଫାଇନାଲ୍ରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍ ଓ୍ବିଲିୟମସନଙ୍କ ଖେଳ ଦେଖି ନିଦ ଆସୁଥିବା କହିଛନ୍ତି ଭାରତୀୟ ଟିମ୍ର ପୂର୍ବ ଓପନର ବିରେନ୍ଦ୍ର...
ରୋନାଲ୍ଡୋଙ୍କ ପରେ ପୋଗ୍ବା କଲେ ସମାନ କାମ: ହଟାଇଲେ ବିୟର ବୋତଲ…
ପ୍ୟାରିସ୍,୧୭।୬: ପର୍ତ୍ତୁଗାଲ ଫୁଟବଲ ଟିମ୍ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍ ଯୋଗୁ କୋକା କୋଲା କମ୍ପାନୀର ଶେୟାରରେ ଅଳ୍ପ କିଛି ମିନିଟ୍ ମଧ୍ୟରେ ୨୯,୩୦୦ କୋଟି...


