ନୂଆଦିଲ୍ଲୀ,୨୨।୬: ଟିମ୍ ଶ୍ରୀଲଙ୍କାର ପୂର୍ବତନ ସ୍ପିନର ମୁଥିଆ ମୁରଲିଥରନ୍ଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବୋଲର ଭାବେ ଚୟନ କରାଯାଇଛି। ଷ୍ଟାର ସ୍ପୋଟର୍ସ ପକ୍ଷରୁ ୫୦ ଜଣିଆ ବିଚାରକ ମଣ୍ଡଳୀଙ୍କ ଦ୍ୱାରା ହୋଇଥିବା ଚୟନ ପ୍ରକ୍ରିୟାରେ ଅଷ୍ଟ୍ରେଲିଆର ବୋଲର ଶେନ୍ ଓ୍ବାର୍ନ, ଡେଲ୍ ଷ୍ଟେନ୍ ଏବଂ ଗ୍ଲେନ୍ ମ୍ୟାକ୍ଗ୍ରାଥ୍ଙ୍କୁ ପଛରେ ପକାଇ ମୁରଳିଥରନ୍ ଏହି ସମ୍ମାନ ହାସଲ କରିଛନ୍ତି। ୧୩୩ ଷ୍ଟେଟ୍ ମ୍ୟାଚ୍ରେ ମୁରଲିଥରନ୍ ୮୦୦ ଓ୍ବିକେଟ ନେଇଛନ୍ତି। ଏହା ପୂର୍ବରୁ ଷ୍ଟାର ସ୍ପୋଟର୍ସ ପକ୍ଷରୁ ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ମାଷ୍ଟର ବ୍ଲାଷ୍ଟର ସଚିତ ତେନ୍ଦୁଲକରଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍ମ୍ୟାନ୍ ଭାବେ ଚୟନ କରାଯାଇଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.