E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଗର୍ଲଫ୍ରେଣ୍ଡ ମୋତେ ହୃଦୟରୁ ଜାଣିଛନ୍ତି କହିଲେ ଏହି ଅଭିନେତା
1:15 pmJune 2, 2021

ମୁମ୍ବାଇ,୨ା୬: ଅର୍ଜୁନ କପୁର ଏବଂ ମଲାଇକା ଆରୋରା ସେମାନଙ୍କ ରୋମାନ୍ସକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଦୁଇଜଣ ଦୀର୍ଘଦିନ ଧରି ଡେଟ୍‌ରେ ରହି ଆସୁଛନ୍ତି। ଏକ ସାକ୍ଷାତକାରରେ ଅର୍ଜୁନଙ୍କୁ ଯେତେବେଳେ ହୋଷ୍ଟ ସିଦ୍ଧାର୍ଥ କନ୍ନନ ପଚାରିଲେ ଏମିତି ଜଣେ ବ୍ୟକ୍ତିଙ୍କ ନାଁ କୁହନ୍ତୁ ଯିଏକି ଆପଣଙ୍କୁ ସମ୍ପୂର୍ଣ୍ଣ ଭାବେ ଜାଣିଛନ୍ତି। ଅର୍ଜୁନ ହସିହସି ଉତ୍ତର ଦେଇଥିଲେ ମୋ’ ଗର୍ଲଫ୍ରେଣ୍ଡ୍‌ ମଲାଇକା। ଯିଏ କି ମୋତେ ବେଶ୍‌ ଭଲ ଭାବେ ଭିତରୁ ଜାଣିଛନ୍ତି।

ଅର୍ଜୁନ ତାଙ୍କ ବ୍ୟକ୍ତିଗତ ଜୀବନକୁ ବ୍ୟକ୍ତିଗତ ଭାବେ ରଖିବାକୁ ଚାହିଁଥାନ୍ତି। ମାତ୍ର କୌଣସି ସାକ୍ଷାତକାରରେ ଅର୍ଜୁନ ମଲାଇକାଙ୍କୁ ପ୍ରଶଂସା କରିବାକୁ ଆଦୌ ଭୁଲନ୍ତି ନାହିଁ। ଏପରିକି ୨୦୧୯ରେ ଅର୍ଜୁନଙ୍କ ଜନ୍ମଦିନରେ ମଲାଇକା ଯୋଗ ଦେଇଥିଲେ। ଏହି ଫଟୋ ଅର୍ଜୁନ ନିଜେ ତାଙ୍କ ଅଫିସିଆଲ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ସୋନୁ ସୁଦଙ୍କୁ ପ୍ରଧାନମନ୍ତ୍ରୀ ରୂପେ ଦେଖିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ

ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ସମୟରେ ନିଃସ୍ବାର୍ଥପର ଭାବରେ ଲୋକଙ୍କ ସେବା କରୁଛନ୍ତି। ତାଙ୍କୁ ସାରା ଦେଶରେ ପ୍ରଶଂସା କରାଯାଉଛି। ବଲିଉଡ୍‌ ଅଭିନେତ୍ରୀ...

‘ବିବାହ ଉପରୁ ଭରସା ତୁଟି ଗଲାଣି’

ଟିଭି ଶୋ’ ‘ୟେ ରିସ୍ତା କ୍ୟା କେହଲାତା ହୈ’ ଫେମ୍‌ ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ନିଶା ରାୱଲଙ୍କ ବୈବାହିକ ଜୀବନରେ ସଙ୍କଟ...

ମାଧୁରୀଙ୍କ ସହ ସମ୍ପର୍କକୁ ଗୁଜବ ବୋଲି କହିଥିଲେ ସଞ୍ଜୁବାବା, ହେଲେ ଏହି କାରଣରୁ ମାଗିଥିଲେ କ୍ଷମା

ବମ୍ବେ: ନବେ ଦଶକରେ ବଲିଉଡ୍‌ର ସବୁଠାରୁ ସୁନ୍ଦର ଯୋଡ଼ିଙ୍କ ମଧ୍ୟରୁ ଗୋଟିଏ ଥିଲା ସଞ୍ଜୟ ଦତ୍ତ ଏବଂ ମାଧୁରୀ ଦିକ୍ଷୀତଙ୍କ ଯୋଡ଼ି। ‘ସାଜନ୍‌’, ‘ଖଳନାୟକ’ ଭଳି...

ପ୍ରେମିକାଙ୍କ ବିବାହ ଖବର ଶୁଣି ସିଗାରେଟ୍‌ ଲଗାଇ ହାତ ପୋଡି ଦେଇଥିଲେ ଏହି ପ୍ରସିଦ୍ଧ ଅଭିନେତା

ହିନ୍ଦୀ ସିନେମାର ଜଣେ ମହାନ ଅଭିନେତ୍ରୀ ଥିଲେ ନର୍ଗିସ ଦତ୍ତ। ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦେଇଥିଲେ। ତାଙ୍କର ପ୍ରକୃତ ନାମ ଥିଲା ଫାତିମା...

ଆଇଆଇଟି ଛାତ୍ରଙ୍କୁ ପ୍ରଥମେ ବିବାହ କରିଥିଲେ ନୀନା; ବର୍ଷେ ପରେ…

ବମ୍ବେ: ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଅଟୋବାୟୋଗ୍ରାଫି ‘ସଚ କହୁଁ ତୋ’ ରିଲିଜ ହୋଇଛି। ଏଥିରେ ସେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଅନେକ ରହସ୍ୟ ଉପରୁ...

ନୀଳନୟନା ଐଶ୍ୱର୍ଯ୍ୟାଙ୍କୁ ‘ଆଣ୍ଟି’ ବୋଲି କହିଥିଲେ ସୋନମ: ରାଗିଯାଇ ଏଭଳି…

ବମ୍ବେ: ସେଲିବ୍ରିଟିମାନଙ୍କ ଉପରେ ରହିଥାଏ ପ୍ରଶଂସକଙ୍କ ନଜର। ଏଭଳି ସ୍ଥିତିରେ ତାଙ୍କ ମୁହଁରୁ ବାହାରିଥିବା ପ୍ରତିଟି କଥା ଗଣମାଧ୍ୟମର ଶିରୋନାମା ପାଲଟେ। ବେଳେବେଳେ ଏହା ବିବାଦର...

ସଞ୍ଜୟ ସବୁବେଳେ ନିଜ ରୁମ୍‌ରେ ରହୁଥିବାରୁ, ନର୍ଗିସ କହିଥିଲେ ଏଭଳି

ମୁମ୍ବାଇ: ହିନ୍ଦି ସିନେମା ଚଳଚ୍ଚିତ୍ର ଜଗତରେ ଅଭିନେତ୍ରୀ ନର୍ଗିସ ଦତ୍ତ ହେଉଛନ୍ତି ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରୁ ଅନ୍ୟତମ। ଖୁବ୍‌ କମ୍‌ ବୟସରେ ସେ ଶିଶୁ କଳାକାର...

ପ୍ରଥମେ ନା, ପରେ ହଁ

କଥାରେ ଅଛି, ‘ଆରେ ଢାମଣା, ବୁଲି ବୁଲି ପୁଣି ସେଇ ଅଗଣା।’ ଦେଖୁନାହାନ୍ତି, ଫିଲ୍ମଟିର କାହାଣୀ ବିଷୟରେ ଶୁଣିବା ପରେ ସେ ଏଥିରେ ଅଭିନୟ କରିବେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସତର୍କ କଲା ଏସ୍‌ବିଆଇ: ଜୁନ୍‌ ୩୦ ମଧ୍ୟରେ କରି ନିଅନ୍ତୁ ଏହି କାମ; ନଚେତ…
Next Post Next post:
ଆଇପିଏଲ୍‌ ୨୦୨୧ରେ ସବୁ ଦଳକୁ ଲାଗିପାରେ ଝଟ୍‌କା: ଖେଳି ନ ପାରନ୍ତି ଏହି ୪୦ ଖେଳାଳି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts