ମୁମ୍ବାଇ,୨ା୬: ଅର୍ଜୁନ କପୁର ଏବଂ ମଲାଇକା ଆରୋରା ସେମାନଙ୍କ ରୋମାନ୍ସକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଦୁଇଜଣ ଦୀର୍ଘଦିନ ଧରି ଡେଟ୍ରେ ରହି ଆସୁଛନ୍ତି। ଏକ ସାକ୍ଷାତକାରରେ ଅର୍ଜୁନଙ୍କୁ ଯେତେବେଳେ ହୋଷ୍ଟ ସିଦ୍ଧାର୍ଥ କନ୍ନନ ପଚାରିଲେ ଏମିତି ଜଣେ ବ୍ୟକ୍ତିଙ୍କ ନାଁ କୁହନ୍ତୁ ଯିଏକି ଆପଣଙ୍କୁ ସମ୍ପୂର୍ଣ୍ଣ ଭାବେ ଜାଣିଛନ୍ତି। ଅର୍ଜୁନ ହସିହସି ଉତ୍ତର ଦେଇଥିଲେ ମୋ’ ଗର୍ଲଫ୍ରେଣ୍ଡ୍ ମଲାଇକା। ଯିଏ କି ମୋତେ ବେଶ୍ ଭଲ ଭାବେ ଭିତରୁ ଜାଣିଛନ୍ତି।
ଅର୍ଜୁନ ତାଙ୍କ ବ୍ୟକ୍ତିଗତ ଜୀବନକୁ ବ୍ୟକ୍ତିଗତ ଭାବେ ରଖିବାକୁ ଚାହିଁଥାନ୍ତି। ମାତ୍ର କୌଣସି ସାକ୍ଷାତକାରରେ ଅର୍ଜୁନ ମଲାଇକାଙ୍କୁ ପ୍ରଶଂସା କରିବାକୁ ଆଦୌ ଭୁଲନ୍ତି ନାହିଁ। ଏପରିକି ୨୦୧୯ରେ ଅର୍ଜୁନଙ୍କ ଜନ୍ମଦିନରେ ମଲାଇକା ଯୋଗ ଦେଇଥିଲେ। ଏହି ଫଟୋ ଅର୍ଜୁନ ନିଜେ ତାଙ୍କ ଅଫିସିଆଲ ଇନ୍ଷ୍ଟାଗ୍ରାମରେ ଶେୟାର କରିଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.