E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ଟ୍ରମ୍ପ କହିଲେ, ମୋ ଅନୁମାନ ଠିକ୍‌ ଥିଲା
1:16 pmJune 4, 2021

ନ୍ୟୁୟର୍କ, ୪।୬: କରୋନା ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଆସିଥିବା ଅନେକ ଅନୁସନ୍ଧାନରୁ ଜଣାପଡିଛି। ପୂର୍ବରୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ କରୋନା ଭୂତାଣୁ ଚାଇନାରୁ ଆସିଛି ବୋଲି ଦାବି କରିଥିଲେ। ଏବେ ବିଭିନ୍ନ ଅନୁସନ୍ଧାନ ଏହା ସତ ବୋଲି ପ୍ରମାଣିତ ହେଉଛି। ଏବେ ଏନେଇ ଟ୍ରମ୍ପ କହିଛନ୍ତି, ମୋ ଅନୁମାନ ଠିକ୍‌ ଥିଲା। ସାରା ବିଶ୍ୱରେ କରୋନାରେ ଯେଉଁ ମୃତ୍ୟୁ ଘଟିଛି, ଚାଇନା ଏସବୁର ଭରଣା କରୁ। କରୋନା କ୍ଷତି ପାଇଁ ଚାଇନା ୧୦ ଟ୍ରିଲିୟନ ଆମେରିକୀୟ ଡଲାର ଦେବା ଉଚିତ୍‌ ବୋଲି ସେ କହିଛନ୍ତି।
ଟ୍ରମ୍ପ କହିଛନ୍ତି, ସାରା ବିଶ୍ୱରେ କରୋନା ଯୋଗୁ ହୋଇଥିବା ମୃତ୍ୟୁ ଏବଂ କ୍ଷତି ପାଇଁ ଚାଇନା ଦାୟୀ। ଏହି ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଆସିଛି ବୋଲି କହିବା ସଂପୂର୍ଣ୍ଣ ଠିକ ଥିଲା। ଏବେ ସମସ୍ତେ ଏହି କଥାକୁ ଗ୍ରହଣ କରୁଛନ୍ତି।
ସୂଚନାଯୋଗ୍ୟ, ଆମେରିକାରେ କୋଭିଡ ମହାମାରୀ ଆରମ୍ଭ ହେବାର ପ୍ରଥମ ଦିନରେ ଡା ଫାଉଚି ଏବଂ ତାଙ୍କ ସହକର୍ମୀମାନେ ଦାବି କରିଥିଲେ ଯେ, କୋଭିଡ -୧୯ ଚାଇନାର ଉହାନ ଲ୍ୟାବରୁ ଲିକ ହୋଇଥାଇପାରେ।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ପାକିସ୍ତାନର ଆମ୍ବ କୂଟନୀତି ବିଫଳ: ଆମେରିକା-ଚାଇନା ଫେରାଇଲେ ଉପହାର…

ଇସଲାମାବାଦ୍‌,୧୩।୬: ପାକିସ୍ତାନର ଆମ୍ବ କୂଟନୀତି ଶେଷରେ ବିଫଳ ହୋଇଛି। ଆମେରିକା ସହିତ ପାକିସ୍ତାନର ବନ୍ଧୁ ବୋଲାଉଥିବା ଚାଇନା ଏକ୍ଷେତ୍ରରେ ପ୍ରଦାନ କରାଯାଇଥିବା ଉପହାର ଦେଇଛି। ପାକିସ୍ତାନ...

ସର୍ବ ସମ୍ମୁଖରେ ଛାତ୍ରଙ୍କୁ ମୃତ୍ୟୁଦଣ୍ଡ

ନାଇରୋବି,୧୨ା୬: ଇଥିଓପିଆର ସରକାରୀ ବଳ ଜଣେ ନାବାଳକଙ୍କୁ ସ୍ପଷ୍ଟ ଦିବାଲୋକରେ ମୃତ୍ୟୁଦଣ୍ଡ ଦେଇଥିବା ହ୍ୟୁମାନ ରାଇଟ୍ସ ଓ୍ବାଚ୍‌ ପକ୍ଷରୁ ସୂଚନା ଦିଆଯାଇଛନ୍ତି। ଓରୋମିଆ ଅଞ୍ଚଳରେ ସୈନ୍ୟମାନେ...

୧୧ ସହ ଗୁଣନର ସରଳ ଟ୍ରିକ୍‌

ଓଣ୍ଟାରିଓ, ୭ା୬: କାନାଡା ଓଣ୍ଟାରିଓର ଜଣେ ଗଣିତ ଶିକ୍ଷୟିତ୍ରୀ ୧୧ ସହ ଯେକୌଣସି ସଂଖ୍ୟାର ଗୁଣନ ମାତ୍ର କିଛି ସେକେଣ୍ଡରେ କରିବା ପାଇଁ ଏକ ସରଳ...

ମାଲାଲାଙ୍କୁ ଧମକ ଦେଇ ପାକ୍‌ ମୌଲବୀ ଗିରଫ

ପେଶାଓ୍ବର, ୧୧।୬(ପି.ଟି.):ନୋବେଲ ପୁରସ୍କାର ବିଜେତା ମାଲାଲା ୟୁସୁଫ୍‌ଜାଇଙ୍କୁ ଆକ୍ରମଣ ଧମକ ଦେଇଥିବା ପାକିସ୍ତାନର ଜଣେ ମୌଲବୀଙ୍କୁ ଗିରଫ କରାଯାଇଛି। ଖାଇବର ପଖ୍‌ତୁନ୍‌ଖ୍ବା ପ୍ରଦେଶ ମରଓ୍ବାତ ଜିଲାର...

କ୍ୟାମେରା ଆଗରେ ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଚାପୁଡ଼ା

ପ୍ୟାରିସ୍‌,୮ା୬: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକରନଙ୍କୁ ଭିଡ଼ ଭିତରେ ଜଣେ ଚାପୁଡ଼ା ମାଡ଼ ହୋଇଛି। ଏହି ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ରାଷ୍ଟ୍ରପତିଙ୍କ...

ଇସ୍ତଫା ଦେଲେଣି ୮ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୩।୬ : ବିଭିନ୍ନ ଦେଶରେ କୋଭିଡ୍‌ ପରିଚାଳନାଗତ ତ୍ରୁଟି ପାଇଁ ଗତ ୫ ମାସ ମଧ୍ୟରେ ୮ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇସାରିଲେଣି। ଇକୁଏଡର ସ୍ବାସ୍ଥ୍ୟମନ୍ତ୍ରୀ...

ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କଲେ ବାର୍‌ ମାଲିକ, ଦେଲେ ଏମିତି ଦଣ୍ଡ; ଜାଣିଲେ…

ବାର୍ସାଲୋନା,୩ା୬: ସ୍ପେନ୍‌ର ଏକ ବାର୍‌ରେ କାମ କରୁଥିବା ଜଣେ ଯୁବତୀ ତାଙ୍କ ମାଲିକଙ୍କ ପ୍ରାଇଭେଟ ପାର୍ଟକୁ ଛୁରିରେ କାଟି ଦେଇଛନ୍ତି। କାରଣ ବାର୍‌ ମାଲିକ ତାଙ୍କୁ...

୨୦୨୩ ପର୍ଯ୍ୟନ୍ତ ଫେସବୁକ୍‌ ବ୍ୟବହାର କରିପାରିବେ ନାହିଁ ଟ୍ରମ୍ପ

ଓ୍ବାଶିଂଟନ,୪।୬: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅତିକମ୍‌ରେ ୨୦୨୩ ପର୍ଯ୍ୟନ୍ତ ଫେସ୍‌ବୁକ ବ୍ୟବହାର କରିପାରିବେ ନାହିଁ। କାରଣ ଲୋକପ୍ରିୟ ସୋସିଆଲ ମିଡିଆ ପ୍ଲାଟଫର୍ମ ତାଙ୍କୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ତିନିଦିନ ତଳେ ରାଗିକି ଘର ଛାଡ଼ି ଯାଇଥିଲେ: ଏବେ ଗଛରୁ ଝୁଲନ୍ତା ମୃତଦେହ ଜବତ
Next Post Next post:
ଅମାନିଆଙ୍କ ପାଇଁ ଗଞ୍ଜାମରେ ପାଟ୍ରୋଲିଂ କଡ଼ାକଡ଼ି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts