ନ୍ୟୁୟର୍କ, ୪।୬: କରୋନା ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଆସିଥିବା ଅନେକ ଅନୁସନ୍ଧାନରୁ ଜଣାପଡିଛି। ପୂର୍ବରୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ କରୋନା ଭୂତାଣୁ ଚାଇନାରୁ ଆସିଛି ବୋଲି ଦାବି କରିଥିଲେ। ଏବେ ବିଭିନ୍ନ ଅନୁସନ୍ଧାନ ଏହା ସତ ବୋଲି ପ୍ରମାଣିତ ହେଉଛି। ଏବେ ଏନେଇ ଟ୍ରମ୍ପ କହିଛନ୍ତି, ମୋ ଅନୁମାନ ଠିକ୍ ଥିଲା। ସାରା ବିଶ୍ୱରେ କରୋନାରେ ଯେଉଁ ମୃତ୍ୟୁ ଘଟିଛି, ଚାଇନା ଏସବୁର ଭରଣା କରୁ। କରୋନା କ୍ଷତି ପାଇଁ ଚାଇନା ୧୦ ଟ୍ରିଲିୟନ ଆମେରିକୀୟ ଡଲାର ଦେବା ଉଚିତ୍ ବୋଲି ସେ କହିଛନ୍ତି।
ଟ୍ରମ୍ପ କହିଛନ୍ତି, ସାରା ବିଶ୍ୱରେ କରୋନା ଯୋଗୁ ହୋଇଥିବା ମୃତ୍ୟୁ ଏବଂ କ୍ଷତି ପାଇଁ ଚାଇନା ଦାୟୀ। ଏହି ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଆସିଛି ବୋଲି କହିବା ସଂପୂର୍ଣ୍ଣ ଠିକ ଥିଲା। ଏବେ ସମସ୍ତେ ଏହି କଥାକୁ ଗ୍ରହଣ କରୁଛନ୍ତି।
ସୂଚନାଯୋଗ୍ୟ, ଆମେରିକାରେ କୋଭିଡ ମହାମାରୀ ଆରମ୍ଭ ହେବାର ପ୍ରଥମ ଦିନରେ ଡା ଫାଉଚି ଏବଂ ତାଙ୍କ ସହକର୍ମୀମାନେ ଦାବି କରିଥିଲେ ଯେ, କୋଭିଡ -୧୯ ଚାଇନାର ଉହାନ ଲ୍ୟାବରୁ ଲିକ ହୋଇଥାଇପାରେ।
Posted inଅନ୍ତର୍ଜାତୀୟ View All
ଭାରତୀୟ ଷ୍ଟ୍ରେନ୍କୁ ‘ଡେଲ୍ଟା’ ନାମ ଦେଲା ଡବ୍ଲ୍ୟୁଏଚ୍ଓ…
ଜେନେଭା/ନୂଆଦିଲ୍ଲୀ,୧।୬: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ଭୂତାଣୁର ଷ୍ଟ୍ରେନ୍କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଗ୍ରୀକ୍ ଅକ୍ଷର ଡେଲ୍ଟଶ ଭାବେ ନାମକରଣ କରାଯାଇଛି। ଅକ୍ଟୋବର ୨୦୨୦ରେ...
ପୃଥିବୀ ମୁହାଁ ବିରାଟ ଗ୍ରହାଣୁପିଣ୍ଡ: ଜୁନ୍ ୨୫ରେ କରିବ ଅତିକ୍ରମ…
ଓ୍ବାଶିଂଟନ,୧୫।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଆଉ ଏକ ନୂଆ ବିପଦ ଆଶଙ୍କା ଦେଖାଦେଇଛି। ବିରାଟ ଗ୍ରହାଣୁପିଣ୍ଡ ୪୪୧୯୮୭...
ବେଜୋସ୍ଙ୍କ ସହ ମହାକାଶ ଯାତ୍ରା: ପାଖ ସିଟ୍ ପାଇଁ ୨୦୫ କୋଟି
ୱାଶିଂଟନ,୧୪।୬: ବ୍ଲ୍ୟୁ ଓରିଜିନ ପ୍ରତିଷ୍ଠାତା ତଥା ଆମାଜନର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଜେଫ୍ ବେଜୋସ୍ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଅନ୍ୟତମ। ମହାକାଶ ଯାତ୍ରା...
ଏଲ୍ ସାଲଭେଡରରେ ବୈଧ ହେବ ବିଟ୍କଏନ
ସେଣ୍ଟ୍ରାଲ ଆମେରିକାର ଦେଶ ଏଲ୍ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍କଏନ୍କୁ ବୈଧ କରିବାକୁ ଯୋଜନା କରିଛି। ରାଷ୍ଟ୍ରପତି ନାଏବ ବୁକେଲେ ଏ ନେଇ କଂଗ୍ରେସରେ ବିଲ୍...
୧୦୦ ତାଲିବାନ୍ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…
କାବୁଲ,୩।୬: ସୁରକ୍ଷାକର୍ମୀଙ୍କ ସହିତ ମୁହାଁମୁହିଁ ହେବା ପରେ ଆଫଗାନିସ୍ତାନରେ ୧୦୦ ତାଲିବାନ୍ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏହି ଘଟଣାରେ ୫୦ ଜଣ ଆତଙ୍କବାଦୀ ଆହତ ହୋଇଥିବା...
ବିଲ୍ଡିଂ ଧସିଲା, ୯/୧୧ ମନେପଡ଼ିଲା
ୱାଶିଂଟନ,୨୬ା୬: ଆମେରିକାର ଫ୍ଲୋରିଡାସ୍ଥିତ ମିଆମି ସହରରେ ୧୨ ମହଲା ବିଶିଷ୍ଟ ଏକ ୪୦ ବର୍ଷ ପରୁଣା କୋଠା ଭୁଶୁଡ଼ିପଡ଼ିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ...
ସର୍ବ ସମ୍ମୁଖରେ ଛାତ୍ରଙ୍କୁ ମୃତ୍ୟୁଦଣ୍ଡ
ନାଇରୋବି,୧୨ା୬: ଇଥିଓପିଆର ସରକାରୀ ବଳ ଜଣେ ନାବାଳକଙ୍କୁ ସ୍ପଷ୍ଟ ଦିବାଲୋକରେ ମୃତ୍ୟୁଦଣ୍ଡ ଦେଇଥିବା ହ୍ୟୁମାନ ରାଇଟ୍ସ ଓ୍ବାଚ୍ ପକ୍ଷରୁ ସୂଚନା ଦିଆଯାଇଛନ୍ତି। ଓରୋମିଆ ଅଞ୍ଚଳରେ ସୈନ୍ୟମାନେ...
ମାସ୍କ୍ ନ ପିନ୍ଧିବା ନିର୍ଦ୍ଦେଶ ପରେ ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା…
ଜେରୁଜେଲମ୍,୨୪।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ମାସ୍କ୍ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ସହିତ ନିୟମିତ ବ୍ୟବଧାନରେ ହାତଧୋଇବା ଗୁରୁତ୍ୱପୂର୍ଣ୍ଣ ବୋଲି ବିଶ୍ୱ ସ୍ବାସ୍ଥ୍ୟ...


