ନାପିତାଉ, ୧୩ା୬(ଆଇଏଏନ୍ଏସ୍): ମ୍ୟାନ୍ମାରରେ ଗଣତନ୍ତ୍ର ଫେରାଇ ଆଣିବାକୁ ସେନା ଶାସନ ବିରୋଧରେ ଫେବୃୟାରୀ ୧ରୁ ଲୋକେ ଆନ୍ଦୋଳନ ଜାରି ରଖିଥିବାବେଳେ ଏବେ ଧୀରେ ଧୀରେ ଏଥିରେ ସୈନିକଙ୍କ ଯୋଗଦାନ ବଢ଼ୁଛି। ଇଚ୍ଛା ବିରୋଧରେ ଆନ୍ଦୋଳନକାରୀଙ୍କ ଉପରକୁ ଗୁଳିଚାଳନା କରିବା ନିର୍ଦ୍ଦେଶ ପାଳନ କରିବାକୁ ଚାହୁଁ ନ ଥିବା ଅନେକ ସୈନ୍ୟ ଏବେ ଲୋକଙ୍କ ସହ ସାମିଲ ହେଉଥିବା ଜଣାଯାଇଛି। ଥାନଖା ଗ୍ଲୋବାଲ ଆଲାଏନ୍ସ ସାମାଜିକ ସଙ୍ଗଠନ ପକ୍ଷରୁ ଶୁକ୍ରବାର ଏକ ଅନ୍ଲାଇନ ଆଲୋଚନାରେ ଇଣ୍ଡୋ ଏସିଆନ୍ ନ୍ୟୁଜ୍ ସର୍ଭିସ୍(ଆଇଏଏନ୍ଏସ୍) ଭାଗ ନେଇଥିଲା। ପ୍ରାୟ ୮ ଶହରୁ ଊର୍ଦ୍ଧ୍ୱ ସୈନିକ ଏହି ଆନ୍ଦୋଳନରେ ସାମିଲ ହୋଇଥିବା ଆଲୋଚନାରୁ ଜଣାପଡ଼ିଛି। ଫଳରେ ସେଠାକାର ସେନା ୨ ଭାଗରେ ବିଭକ୍ତ ହୋଇଛନ୍ତି। ମ୍ୟାନ୍ମାରର ପ୍ରାୟ ୪ ଲକ୍ଷ ସେନା ମଧ୍ୟରୁ ୨୦ ପ୍ରତିଶତ ଲୋକଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନେଉଥିବା ସେନାର ପୂର୍ବତନ କ୍ୟାପ୍ଟେନ୍ ନାଇ ଥୁଣ୍ଟା କହିଛନ୍ତି। ଆନ୍ଦୋଳନକାରୀଙ୍କ ମଧ୍ୟରୁ ପ୍ରାୟ ୮ ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ସେନା କାର୍ଯ୍ୟାନୁଷ୍ଠାନରେ ମୃତ୍ୟୁ ଘଟିଲାଣି। ଏଭଳି ନରସଂହାରକୁ କେତେ ଜଣ ସେନା ଅଧିକାରୀ ମଧ୍ୟ ବିରୋଧ କରୁଥିବା ଜଣାପଡ଼ିଛି।
Posted inଅନ୍ତର୍ଜାତୀୟ View All
ଆସୁଛି ଆଉ ଏକ କରୋନା ଟିକା ‘ନୋଭାଭାକ୍ସ’: ୯୦% ପ୍ରଭାବଶାଳୀ
ଓ୍ବାଶିଂଟନ୍,୧୪।୬: ସାରା ବିଶ୍ୱରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏହି ଅଜଣା ରୋଗ କୋଟି କୋଟି ଲୋକଙ୍କ ଜୀବନ ନେଇଛି। ଏହାକୁ ରୋକିବା ପାଇଁ...
ଭାରତୀୟ ସୀମା ନିକଟବର୍ତ୍ତୀ ତିବ୍ବତରେ ଚାଇନା ଆରମ୍ଭ କଲା ପ୍ରଥମ ବୁଲେଟ ଟ୍ରେନ୍
ବେଜିଂ,୨୫।୬: ଚାଇନାର ରଣନୈତିକ ଭାବେ ମହତ୍ୱପୂର୍ଣ୍ଣ ଥିବା ହିମାଳୟର ତିବ୍ବତ ଅଞ୍ଚଳରେ ଚାଇନା ପ୍ରଥମ ଇଲେକ୍ଟ୍ରୋନିକ୍ ବୁଲେଟ ଟ୍ରେନ୍ ଆରମ୍ଭ କରିଛି। ଶୁକ୍ରବାର ଏହି ଟ୍ରେନ୍...
ଗେଟ୍ସ ଫାଉଣ୍ଡେଶନରୁ ଓ୍ବାରେନ୍ଙ୍କ ଇସ୍ତଫା
ଓ୍ବାଶିଂଟନ୍, ୨୪ା୬: ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍ ଗେଟ୍ସ ଓ ମେଲିଣ୍ଡା ଫ୍ରେଞ୍ଚ ଗେଟ୍ସ ଗତ ମାସରେ ଛାଡ଼ପତ୍ର ଘୋଷଣା କରିବା ପରେ ବିଶ୍ୱର ସର୍ବବୃହତ୍ ଦାତବ୍ୟ...
ହାରିସ୍ଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି
ଆମେରିକା ଉପରାଷ୍ଟ୍ରପତି ହେବା ପରେ ପ୍ରଥମ କରି ବିଦେଶ ଯାତ୍ରାରେ ବାହାରିଥିବା କମଲା ହାରିସ୍ଙ୍କ ବିମାନ ଯାନ୍ତ୍ରିକ ତ୍ରୁଟି ଯୋଗୁ ଅଧା ବାଟରୁ ଫେରିଆସିଛି। ହାରିସ୍...
୨.୭ କୋଟିର ମୋନାଲିସା ପେଣ୍ଟିଂ
ଲିଓନାର୍ଡୋ ଡା ଭିନ୍ସିଙ୍କ ବିଶ୍ୱପ୍ରସିଦ୍ଧ ମୋନାଲିସା ପେଣ୍ଟିଂର ଅବିକଳ ପ୍ରତିକୃତି ପ୍ୟାରିସ୍ରେ ନିଲାମ ହେଉଥିବାବେଳେ ଏହାକୁ କିଣିବା ପାଇଁ ଲୋକଙ୍କ ମଧ୍ୟରେ କ୍ରେଜ୍ ଦେଖିବାକୁ ମିଳିଛି।...
ଗୋଟିଏ ଭୁଲ୍ ପାଇଁ କ୍ଷତି ହେଲା ୩୦ ହଜାର କୋଟି…
ଲିସବନ୍,୧୬।୬: ଗୋଟିଏ ଭୁଲ୍ ପାଇଁ ସାଙ୍ଗେ ସାଙ୍ଗେ ୩୦ ହଜାର କୋଟି ଟଙ୍କାର କ୍ଷତି ହୋଇଥିଲା। ପର୍ତ୍ତୁଗାଲ ଫୁଟବଲ ଟିମ୍ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍...
ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କଲେ ବାର୍ ମାଲିକ, ଦେଲେ ଏମିତି ଦଣ୍ଡ; ଜାଣିଲେ…
ବାର୍ସାଲୋନା,୩ା୬: ସ୍ପେନ୍ର ଏକ ବାର୍ରେ କାମ କରୁଥିବା ଜଣେ ଯୁବତୀ ତାଙ୍କ ମାଲିକଙ୍କ ପ୍ରାଇଭେଟ ପାର୍ଟକୁ ଛୁରିରେ କାଟି ଦେଇଛନ୍ତି। କାରଣ ବାର୍ ମାଲିକ ତାଙ୍କୁ...
ରୋନାଲ୍ଡୋଙ୍କ ପରେ ପୋଗ୍ବା କଲେ ସମାନ କାମ: ହଟାଇଲେ ବିୟର ବୋତଲ…
ପ୍ୟାରିସ୍,୧୭।୬: ପର୍ତ୍ତୁଗାଲ ଫୁଟବଲ ଟିମ୍ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍ ଯୋଗୁ କୋକା କୋଲା କମ୍ପାନୀର ଶେୟାରରେ ଅଳ୍ପ କିଛି ମିନିଟ୍ ମଧ୍ୟରେ ୨୯,୩୦୦ କୋଟି...


