E-Paper
  • logo
  • Friday 29th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଓ୍ବିମ୍ବେଲଡନ କିମ୍ବା ଟୋକିଓ ଅଲିମ୍ପିକ୍ସ ଖେଳିବେନି ନାଡାଲ
8:15 amJune 18, 2021

ମାଡ୍ରିଡ୍‌, ୧୮ା୬ (ଏପି)-ସ୍ବାସ୍ଥ୍ୟଗତ କାରଣ ଦୃଷ୍ଟିରୁ କ୍ଲେ-କୋର୍ଟ ରାଜା ରାଫାଲ ନାଡାଲ ଓ୍ବିମ୍ବେଲଡନ କିମ୍ବା ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବେ ନାହିଁ। ନାଡାଲ ଗତ ମାସରେ ଫ୍ରେଞ୍ଚ ଓପନ୍‌ ସେମିଫାଇନାଲରେ ପ୍ରବେଶ କରିଥିଲେ। କିନ୍ତୁ ସେ ନୋଭାକ୍‌ ଜୋକୋଭିଚ୍‌ଙ୍କଠାରୁ ପରାସ୍ତ ହୋଇଥିଲେ, ଯିଏକି ଦୁଇଥର ଓ୍ବିମ୍ବେଲଡନ ଜିତିଛନ୍ତି। ସେ ଆହୁରି ମଧ୍ୟ ୨୦୦୮ ବେଜିଂ ଅଲିମ୍ପିକ୍ସରେ ସିଙ୍ଗଲ୍ସ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ନାଡାଲ କହିଛନ୍ତି, ସେ ତାଙ୍କ କ୍ୟାରିୟରକୁ ଆହୁରି ଲମ୍ବା କରିବାକୁ ଚାହୁଛନ୍ତି। ରୋଲାଣ୍ଡ ଗ୍ୟାରସ ଓ୍ବିମ୍ବେଲଡନ ମଧ୍ୟରେ ମାତ୍ର ୨ ସପ୍ତାହ ବ୍ୟବଧାନ ରହୁଥିବାରୁ ସେ ଏହି ନିଷ୍ପତ୍ତି ନେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଅନୁରୋଧ ପରେ ଟିମ୍‌ ଇଣ୍ଡିଆକୁ ମିଳିଲା ଅଭ୍ୟାସ ମ୍ୟାଚ୍‌

ମୁମ୍ବାଇ,୨୬।୬: ଅଗଷ୍ଟ ୪ରୁ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆ ହାତରେ ପ୍ରାୟ ୪୦ ଦିନ ରହିଛି। ଏହି...

ରାହୁଲ ଦ୍ରାଭିଡ ନା ବାପା, କାହା କଥା ଆଗ ମାନିବେ କ୍ରିକେଟର୍‌ ଶୁଭମନ ଗିଲ୍‌: ମିଳିଲା ରୋଚକ ଉତ୍ତର

ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ଶୁଭମାନ ଗିଲ ରାହୁଲ ଦ୍ରାବିଡଙ୍କ କୋଚିଂ ଶୈଳୀକୁ ଏକ ବଡ଼ କଥା କହିଛନ୍ତି। ରାହୁଲ ଦ୍ରାବିଡ ଅନ୍ୟ କୋଚମାନଙ୍କଠାରୁ କିପରି...

ଅପମାନଜନକ ଟୁଇଟ୍‌ ପାଇଁ ରବିନସନ୍‌ ସସ୍‌ପେଣ୍ଡ

ଲଣ୍ଡନ, ୮ା୬ (ଏପି)-ଇଂଲଣ୍ଡ ଫାଷ୍ଟ ବୋଲର ଓଲି ରବିନସନ୍‌ଙ୍କୁ ଅନ୍ତର୍ଜାତୀୟ କ୍ରିକେଟରୁ ସସ୍‌ପେଣ୍ଡ କରାଯାଇଛି। ୨୦୧୨-୧୩ରେ ସୋସିଆଲ ମିଡିଆରେ ସେ ଅପମାନଜନକ ଟୁଇଟ୍‌ ପୋଷ୍ଟ କରିଥିଲେ।...

ଦେଶର ଶ୍ରେଷ୍ଠ ଆଥଲେଟିକ୍‌ ଏକାଡେମୀ ମଧ୍ୟରେ କିଟ୍‌

ଭୁବନେଶ୍ୱର, ୧୦।୬- ଭାରତର ଶ୍ରେଷ୍ଠ ୧୦ ଆଥଲେଟିକ୍‌ ଏକାଡେମୀ ମଧ୍ୟରେ ଓଡ଼ିଶାର କିଟ୍‌ ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ଦି ବ୍ରିଜ୍‌ ମିଡିଆ ପକ୍ଷରୁ ନିକଟରେ ପ୍ରସ୍ତୁତ...

ଆଇପିଏଲର ବଳକା ମ୍ୟାଚ୍‌ରେ ନ ଖେଳିପାରନ୍ତି ବହୁ ଅନ୍ତର୍ଜାତୀୟ ତାରକା

ନୂଆଦିଲ୍ଲୀ, ୧।୬: ଆଇପିଏଲ-୧୪’ର ବଳକା ୩୧ ମ୍ୟାଚ୍‌ ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧୦ ମଧ୍ୟରେ ୟୁଏଇଠାରେ ଖେଳାଯିବ। କିନ୍ତୁ ଏହି ମ୍ୟାଚ୍‌ଗୁଡ଼ିକରେ ବହୁ ଅନ୍ତର୍ଜାତୀୟ ତାରକା...

ଜାଡେଜାଙ୍କ ପାଇଁ ଖୁସି ଖବର

ଦୁବାଇ,୨୩।୬: ଭାରତୀୟ ଖେଳାଳି ରବୀନ୍ଦ୍ର ଜାଡେଜାଙ୍କୁ ବୁଧବାର ମିଳିଛି ବିଶ୍ୱର ଶ୍ରେଷ୍ଠ ଟେଷ୍ଟ ଅଲରାଉଣ୍ଡର ମାନ୍ୟତା। ପୂର୍ବରୁ ଏହି ତାଲିକାରେ ଶୀର୍ଷରେ ଥିଲେ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ...

ଜୁନିୟର ହକି ବିଶ୍ୱକପ୍‌: ବିଶ୍ୱରଞ୍ଜନ ଅଫିସିଆଲ, ବିଭୁ ମେଡିକାଲ ଅଫିସର

ଭୁବନେଶ୍ୱର, ୨୪ ।୬(କ୍ରୀଡ଼ା ପ୍ରତିନିଧି)- ଜୁନିୟର ପୁରୁଷ ହକି ବିଶ୍ୱକପ୍‌ ଭାରତରେ ନଭେମ୍ବର ୨୪ରୁ ଡିସେମ୍ବର ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହାର ଭେନ୍ୟୁ ଏ...

ଫଲୋଅନ୍‌ ପରେ ବି ମ୍ୟାଚ୍‌ ଛଡ଼ାଇ ଆଣିଲା ମହିଳା ଦଳ

ବ୍ରିଷ୍ଟଲ,୧୯।୬: ଫଲୋଅନ୍‌ ପରେ ମ୍ୟାଚ୍‌ ବଞ୍ଚାଇବା କଷ୍ଟକର। କିନ୍ତୁ ଇଂଲଣ୍ଡ ମାଟିରେ ଏହା କରି ଦେଖାଇଛି ଭାରତୀୟ ମହିଳା କ୍ରିକେଟ ଦଳ। ମ୍ୟାଚ୍‌ର ଉଭୟ ଇନିଂସରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜାପାନରୁ ଫେରିଲେନି ମ୍ୟାନ୍‌ମାର ଫୁଟ୍‌ବଲର
Next Post Next post:
ଟୋକିଓ ଅଲିମ୍ପିକ୍ସ ମହିଳା ହକି ଦଳ:ଓଡ଼ିଶାରୁ କେବଳ ଦୀପ୍‌ ଗ୍ରେସ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts