ମାଡ୍ରିଡ୍, ୧୮ା୬ (ଏପି)-ସ୍ବାସ୍ଥ୍ୟଗତ କାରଣ ଦୃଷ୍ଟିରୁ କ୍ଲେ-କୋର୍ଟ ରାଜା ରାଫାଲ ନାଡାଲ ଓ୍ବିମ୍ବେଲଡନ କିମ୍ବା ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବେ ନାହିଁ। ନାଡାଲ ଗତ ମାସରେ ଫ୍ରେଞ୍ଚ ଓପନ୍ ସେମିଫାଇନାଲରେ ପ୍ରବେଶ କରିଥିଲେ। କିନ୍ତୁ ସେ ନୋଭାକ୍ ଜୋକୋଭିଚ୍ଙ୍କଠାରୁ ପରାସ୍ତ ହୋଇଥିଲେ, ଯିଏକି ଦୁଇଥର ଓ୍ବିମ୍ବେଲଡନ ଜିତିଛନ୍ତି। ସେ ଆହୁରି ମଧ୍ୟ ୨୦୦୮ ବେଜିଂ ଅଲିମ୍ପିକ୍ସରେ ସିଙ୍ଗଲ୍ସ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ନାଡାଲ କହିଛନ୍ତି, ସେ ତାଙ୍କ କ୍ୟାରିୟରକୁ ଆହୁରି ଲମ୍ବା କରିବାକୁ ଚାହୁଛନ୍ତି। ରୋଲାଣ୍ଡ ଗ୍ୟାରସ ଓ୍ବିମ୍ବେଲଡନ ମଧ୍ୟରେ ମାତ୍ର ୨ ସପ୍ତାହ ବ୍ୟବଧାନ ରହୁଥିବାରୁ ସେ ଏହି ନିଷ୍ପତ୍ତି ନେଇଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.