E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଆଖିବୁଜିଲେ ପ୍ରସିଦ୍ଧ ଫିଲ୍ମ ନିର୍ମାତା
11:52 amJune 10, 2021

କିମ୍ବଦନ୍ତୀ ବଙ୍ଗଳା ଫିଲ୍ମ ନିର୍ମାତା ବୁଦ୍ଧଦେବ ଦାସଗୁପ୍ତାଙ୍କ ଆଜି ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିଲା। ସେ ଦକ୍ଷିଣ କୋଲକାତାରେ ଥିବା ତାଙ୍କ ବାସଭବନରେ ରହି ଚିକିତ୍ସିତ ହେଉଥଲେ। ସେଠାରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ଖବର ଅନୁଯାୟୀ ବୁଦ୍ଧଦେବ ଦାସଗୁପ୍ତ ଅସୁସ୍ଥତା ହେତୁ ଡାଏଲିସିସରେ ଥିଲେ। କିଡନୀ ସହିତ ତାଙ୍କର ଅନେକ ସମସ୍ୟା ମଧ୍ୟ ରହିଥିଲା। ସେ ଚଳଚ୍ଚିତ୍ର ପାଇଁ ୫ଟି ଜାତୀୟ ପୁରସ୍କାର ପାଇଛନ୍ତି। ତାଙ୍କ ମୃତ୍ୟୁରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୋକ ପ୍ରକାଶ କରିଛନ୍ତି।

Saddened at the passing away of eminent filmmaker Buddhadeb Dasgupta. Through his works, he infused lyricism into the language of cinema. His death comes as a great loss for the film fraternity. Condolences to his family, colleagues and admirers

— Mamata Banerjee (@MamataOfficial) June 10, 2021


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଚିତ୍ର ଆଙ୍କିବାରେ ମନ

କରୋନା ଦ୍ୱିତୀୟ ଲହର ପାଇଁ ଏବେ ତ ଶୁଟିଂ ବନ୍ଦ ଅଛି। ବସିବା ଅପେକ୍ଷା କାଶିବା ଭଲ। ତେଣୁ ଘରେ ବସି ରହିବା ଅପେକ୍ଷା ଜାହ୍ନବୀ...

ରଚନାଙ୍କୁ ଦ୍ୱିତୀୟ ବିବାହ କରିବା ବେଳେ ଅସୁବିଧାରେ ପଡ଼ିଥିଲେ ବାବୁଲ ସୁପ୍ରିଓ: ବିରୋଧୀ ସତ୍ତ୍ୱେ ଏଭଳି ସହାୟତା କରିଥିଲେ ମମତା

ବମ୍ବେ: ଅଭିନୟଜଗତରେ ନାମ କମାଇବା ପରେ ରାଜନୀତିକୁ ବାଛି ନିଅନ୍ତି ଅନେକ କଳାକାର। ସେ ଅଭିନେତା ହୁଅନ୍ତୁ ଅବା ଗାୟକ, ରାଜନୀତିରେ ନିଜର ପତିଆରା ବିସ୍ତାର...

କୋଦାଳ ଧରି ମାଟି ହାଣୁଛନ୍ତି ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ନିକଟରେ ସେ ନିଜ ଇନଷ୍ଟାଗ୍ରାମରେ କିଛି ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ରବିନା ତାଙ୍କ...

ଗର୍ଲଫ୍ରେଣ୍ଡ ମୋତେ ହୃଦୟରୁ ଜାଣିଛନ୍ତି କହିଲେ ଏହି ଅଭିନେତା

ମୁମ୍ବାଇ,୨ା୬: ଅର୍ଜୁନ କପୁର ଏବଂ ମଲାଇକା ଆରୋରା ସେମାନଙ୍କ ରୋମାନ୍ସକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଦୁଇଜଣ ଦୀର୍ଘଦିନ ଧରି ଡେଟ୍‌ରେ ରହି ଆସୁଛନ୍ତି। ଏକ...

ପୁଣ୍ୟତିଥିରେ ମା’ଙ୍କୁ ମନେପକାଇଲେ ଡ୍ରିମ୍‌ଗର୍ଲ

ମୁମ୍ବାଇ: ବଲିଉଡ୍‌ର ଭେଟେରାନ ଅଭିନେତ୍ରୀ ହେମା ମାଳିନୀ ନିଜ ମା’ ଜୟା ଚକ୍ରବର୍ତ୍ତୀଙ୍କ ୧୭ତମ ପୁଣ୍ୟତିଥିରେ ତାଙ୍କୁ ମନେପକାଇଛନ୍ତି। ଶୁକ୍ରବାର ସୋସିଆଲ ମିଡିଆରେ ହେମା ମାଳିନୀ...

ୟାମି ଗୌତମୀଙ୍କ ଲୁଚାଛପା ବିବାହ ଫଟୋ ଭାଇରାଲ…

ମୁମ୍ବାଇ,୫।୬: ବଲିଉଡ୍‌ ଅଭିନେତ୍ରୀ ୟାମି ଗୌତମୀଙ୍କ ଲୁଚାଛପା ବିବାହ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ଏବେ ଏହାର ଫଟୋ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।...

ଆବର୍ଜନାରୁ ଉଠାଇ ଆଣିଥିବା ଝିଅକୁ ବାପାର ପରିଚୟ ଦେଇଛନ୍ତି ଏହି ଅଭିନେତା

ବଲିଉଡ ଅନେକ ତାରକା ଅଛନ୍ତି, ଯେଉଁମାନଙ୍କ ନିଜର ପିଲା ଥାଇ ସୁଦ୍ଧା ସେମାନେ ଅନାଥ ପିଲାମାନଙ୍କୁ ପୋଷ୍ୟ କରି ସେମାନଙ୍କୁ ବଞ୍ଚାଇ ଏକ ନୂତନ ଜୀବନ...

ବିଗ୍‌ବିଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ଏହି ଅଭିନେତ୍ରୀ

ଚଳଚ୍ଚିତ୍ର ଜଗତରେ ଶୁଟିଂ ସମୟରେ ଏପରି କିଛି ଘଟଣା ଘଟି ଥାଏ ଯାହା ସର୍ବଦା ସ୍ମରଣୀୟ। ଏପରି ଅନେକ କାହାଣୀ ଅଛି, ଯାହାକୁ ଅଭିନେତ୍ରୀ ୱାହିଦା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଗଦାଗଦା ମୃତଦେହକୁ ନେଇ ରାଜନୀତି: ତାଲିକାରୁ ୩,୯୫୧ ମୃତକଙ୍କ ପତ୍ତା ମିଳୁନି…
Next Post Next post:
ସାମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts