କିମ୍ବଦନ୍ତୀ ବଙ୍ଗଳା ଫିଲ୍ମ ନିର୍ମାତା ବୁଦ୍ଧଦେବ ଦାସଗୁପ୍ତାଙ୍କ ଆଜି ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିଲା। ସେ ଦକ୍ଷିଣ କୋଲକାତାରେ ଥିବା ତାଙ୍କ ବାସଭବନରେ ରହି ଚିକିତ୍ସିତ ହେଉଥଲେ। ସେଠାରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ଖବର ଅନୁଯାୟୀ ବୁଦ୍ଧଦେବ ଦାସଗୁପ୍ତ ଅସୁସ୍ଥତା ହେତୁ ଡାଏଲିସିସରେ ଥିଲେ। କିଡନୀ ସହିତ ତାଙ୍କର ଅନେକ ସମସ୍ୟା ମଧ୍ୟ ରହିଥିଲା। ସେ ଚଳଚ୍ଚିତ୍ର ପାଇଁ ୫ଟି ଜାତୀୟ ପୁରସ୍କାର ପାଇଛନ୍ତି। ତାଙ୍କ ମୃତ୍ୟୁରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୋକ ପ୍ରକାଶ କରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.