E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଜାତୀୟ ଆନ୍ତଃରାଜ୍ୟ ଆଥ୍‌ଲେଟିକ ଚାମ୍ପିୟନଶିପ୍‌: ୧୦୦ ମିଟର ଫାଇନାଲରେ ଅମିୟ
7:55 amJune 26, 2021

ଭୁବନେଶ୍ୱର,୨୬।୬: ପଞ୍ଜାବର ପଟିଆଲାଠାରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ୬୦ତମ ଜାତୀୟ ଆନ୍ତଃରାଜ୍ୟ ଆଥ୍‌ଲେଟିକ ଚାମ୍ପିୟନଶିପ୍‌। ନେତାଜୀ ସୁଭାଷ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସ୍ପୋଟର୍‌ସ (ଏନ୍‌ଏସ୍‌ଏନ୍‌ଆଇଏସ୍‌)ଠାରେ ଆରମ୍ଭ ହୋଇଥିବା ଏହି ଆଥ୍‌ଲେଟିକ ମିଟ୍‌ରେ ଶ୍ରୀଲଙ୍କାର କେତେଜଣ ଆଥ୍‌ଲେଟ ଅଂଶଗ୍ରହଣ କରିବେ। ଇଭେଣ୍ଟର ପ୍ରଥମ ଦିବସରେ ଓଡ଼ିଶାର ତାରକା ପୁରୁଷ ଧାବକ ଅମିୟ ମଲିକ ୧୦୦ମିଟର ଦୌଡ଼ ଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଆୟୋଜିତ ଦୌଡ଼ରେ ସେ ୧୦.୫୦ ସେକେଣ୍ଡ ସମୟ ନେଇ ଫାଇନାଲକୁ ଉଠିଛନ୍ତି। ଭାରତର ଦ୍ରୁତତମ ମହିଳା ତଥା ତାରକା ସ୍ପ୍ରିଣ୍ଟର ଦୂତୀ ଚାନ୍ଦଙ୍କ ସମେତ ହିମା ଦାସ, ଅନୁ ରାନୀ ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିବାକୁ ଏହି ଇଭେଣ୍ଟ ମାଧ୍ୟମରେ ଅନ୍ତିମ ସୁଯୋଗ ପାଇବେ। ମହିଳା ରିଲେ ଦଳ ମଧ୍ୟ ଏହି ଇଭେଣ୍ଟରେ ଭଲ ପ୍ରଦର୍ଶନ କରି ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିବ ବୋଲି ଆଶା କରାଯାଉଛି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଭାରତୀୟ ଖେଳାଳିଙ୍କୁ ୩ ଦିନ ପରସ୍ପର ସହ ମିଶିବା ମନା

ସାଉଥାମ୍ପଟନ, ୫।୬(ପି.ଟି.)- ସମ୍ପ୍ରତି ୟୁନାଇଟେଡ କିଙ୍ଗ୍‌ଡମ୍‌ ଟୁର୍‌ରେ ଥିବା ଭାରତୀୟ କ୍ରିକେଟ ଦଳର ୩ ଦିନିଆ କଠିନ କ୍ୱାରାଣ୍ଟାଇନ୍‌ ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ...

ଟିମ୍‌ ଇଣ୍ଡିଆକୁ ପରାମର୍ଶ ଦେଲେ ନ୍ୟୁଜିଲାଣ୍ଡ କୋଚ୍‌

ନୂଆଦିଲ୍ଲୀ,୯।୬ : ଆସନ୍ତା ୧୮ ତାରିଖରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୟୁକେର ସାଉଥାମ୍ପଟନଠାରେ ଖେଳାଯିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍‌। ନ୍ୟୁଜିଲାଣ୍ଡ...

ମ୍ୟାଚ୍‌ ପୂର୍ବରୁ ମାରାଡୋନାଙ୍କୁ ଶ୍ରଦ୍ଧାଞ୍ଜଳି

ରିଓ ଡି ଜାନେଇରୋ,୧୬।୬: ଚିଲି ବିପକ୍ଷରେ ଆର୍ଜେଣ୍ଟିନା ତା’ର ପ୍ରଥମ ମ୍ୟାଚ୍‌ରେ କିମ୍ବଦନ୍ତୀ ଫୁଟ୍‌ବଲର ଡିଏଗୋ ମାରାଡୋନାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲା। ମ୍ୟାଚ୍‌ ପୂର୍ବରୁ ମାରାଡୋନାଙ୍କ...

ଓ୍ବିମ୍ବେଲଡନରୁ ଓହରିଲେ, ଅଲିମ୍ପିକ୍ସରେ ଭାଗନେବେ ଓସାକା

ଲଣ୍ଡନ,୧୯ା୬(ଏପି)-ଚାରିଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ନାଓମି ଓସାକା ଓ୍ବିମ୍ବେଲଡନରୁ ଓହରିଯିବେ, କିନ୍ତୁ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବେ। ମହିଳା ଟେନିସ ଖେଳାଳିଙ୍କ ଏଜେଣ୍ଟ ଷ୍ଟୁଆର୍ଟ ଡଗୁଇଡ୍‌ ଏହି...

ଅନୁରୋଧ ପରେ ଟିମ୍‌ ଇଣ୍ଡିଆକୁ ମିଳିଲା ଅଭ୍ୟାସ ମ୍ୟାଚ୍‌

ମୁମ୍ବାଇ,୨୬।୬: ଅଗଷ୍ଟ ୪ରୁ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆ ହାତରେ ପ୍ରାୟ ୪୦ ଦିନ ରହିଛି। ଏହି...

ଅଶ୍ୱିନ୍‌ ଆଉଟ୍‌ ହେବାପରେ ଏମିତି କହିଦେଲେ ସ୍ତ୍ରୀ

ସାଉଥାମ୍ପଟନ୍‌,୨୩।୬:ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି ଫାଇନାଲ)ର ଫାଇନାଲ ସାଉଥାମ୍ପଟନ୍‌ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। କିନ୍ତୁ ସାଉଥାମ୍ପଟନରେ ବର୍ଷା ଲାଗି ରହିଥିବାରୁ ମ୍ୟାଚ୍‌ରେ...

ରାଜସ୍ଥାନ ଅଧିନାୟକଙ୍କ ଭବିଷ୍ୟବାଣୀ ହେଲା ସତ! ଭାରତୀୟ କ୍ରିକେଟ ଟିମ୍‌ରେ ଚୟନକୁ ନେଇ ଏଭଳି…

ନୂଆଦିଲ୍ଲୀ,୧୨।୬: ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଭାରତୀୟ ଟିିମ୍‌ର ଘୋଷଣା କରାଯାଇଛି। ଏଥିରେ ଅନେକ ଯୁବ କ୍ରିକେଟରଙ୍କୁ ସୁଯୋଗ ମିଳିଛି। ସେମାନଙ୍କ ମଧ୍ୟରୁ ଦ୍ରୁତ ବୋଲର...

ଭାରତୀୟ ଦଳ ଘୋଷିତ: ଅଶ୍ୱିନ, ଜାଡେଜାଙ୍କୁ ମିଳିଲା ସ୍ଥାନ

ସାଉଥାମ୍ପଟନ,୧୭।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଶୁକ୍ରବାର ଠାରୁ ଆରମ୍ଭ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ମ୍ୟାଚ୍‌ ପାଇଁ ଗୁରୁବାର ରାତିରେ ବିସିସିଆଇ ପକ୍ଷରୁ ଘୋଷିତ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଇଂଲଣ୍ଡ ଗସ୍ତ: ଭାରତ ୨ଟି ଇଣ୍ଟ୍ରା ସ୍କ୍ବାଡ୍‌ ଗେମ୍‌ ଖେଳିବ
Next Post Next post:
ଟୋକିଓ ଅଲିମ୍ପିକ୍ସ: ବିନା ଦର୍ଶକରେ ଏବେ ସୁଦ୍ଧା ବିକଳ୍ପ ରହିଛି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts