E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

କରୋନା ତୃତୀୟ ଲହର ଚିନ୍ତା: ପ୍ରଭାବିତ ହୋଇପାରନ୍ତି ଶିଶୁ; ପୂର୍ବରୁ ପ୍ରସ୍ତୁତ ରହିବା ଉପରେ ମୁଖ୍ୟମନ୍ତ୍ରୀ ଦେଲେ ଗୁରୁତ୍ୱ
8:01 pmJune 8, 2021

ଭୁବନେଶ୍ୱର,୮।୬(ବ୍ୟୁରୋ): ଦ୍ୱିତୀୟ ଲହର ପରେ ଏବେ କରୋନାର ତୃତୀୟ ଲହର ଚିନ୍ତା। ଏସବୁ ମଧ୍ୟରେ ମଙ୍ଗଳବାର ରାଜ୍ୟରେ କୋଭିଡ ପରିସ୍ଥିତି ସମ୍ପର୍କରେ ଭିଡିଓ କନ୍‌ଫେରେନ୍ସି ଜରିଆରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏହାର ମୁକାବିଲା ପାଇଁ ୧୧୧୪ ଡାକ୍ତର ତାଲିମ ନେବେ। ଏହାଛଡ଼ା ଦୈନିକ ଟିକାଦାନ ୩ ଲକ୍ଷକୁ ବୃଦ୍ଧି କରିବା ଲାଗି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ଥିବା ବିଶେଷଜ୍ଞମାନେ ମତ ଦେଉଛନ୍ତି। ଏଣୁ ଏଥିପାଇଁ ପୂର୍ବରୁ ପ୍ରସ୍ତୁତ ରହିବା ଆବଶ୍ୟକତା ରହିଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରୁ ଆରମ୍ଭ କରି ମେଡିକାଲ କଲେଜ ପର୍ଯ୍ୟନ୍ତ ୧୧୧୪ ଡାକ୍ତର ଓ ୧୦୩୬ ସ୍ବାସ୍ଥ୍ୟକର୍ମୀଙ୍କୁ ଶିଶୁ କୋଭିଡ ରୋଗୀଙ୍କ ତାଲିମ ଆରମ୍ଭ କରାଯିବ ବୋଲି ଜଣାପଡ଼ିଛି।

ଏହାଛଡ଼ା ରାଜ୍ୟରେ କୋଭିଡ୍‌ ସଂକ୍ରମଣ ହାର କମୁଥିବାରୁ ମୁଖ୍ୟମନ୍ତ୍ରୀ ଆଶ୍ୱସ୍ତି ପ୍ରକାଶ କରିଛନ୍ତି। ଆଗାମୀ କିଛି ସପ୍ତାହ ମଧ୍ୟରେ ପରିସ୍ଥିତିରେ ଆହୁରୀ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଏକାକି ବୁଲି ବାହାରିଥିଲେ ଡଙ୍ଗାରେ, ଘଟିଲା ଏମିତି

ଚିତ୍ରକୋଣ୍ଡା,୨୦ା୬: ବାଲିମେଳା ଜଳଭଣ୍ଡାରରେ ଏକ ଦେଶୀ ଡଙ୍ଗା ବୁଡ଼ିଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ଚିତ୍ରକୋଣ୍ଡା ଟି.କଲୋନୀ ନିବାସୀ ଦିଲୀପ କୁମାର ମିଶ୍ରଙ୍କ ପୁଅ...

ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର...

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩,୬୫୦ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ୨ଦିନ ହେଲା ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ବୁଧବାର...

ବାତ୍ୟା ‘ୟାସ୍‌’ କ୍ଷୟକ୍ଷତିର ଅନୁଧ୍ୟାନ ଲାଗି ବାଲେଶ୍ୱରରେ କେନ୍ଦ୍ରୀୟ ଟିମ୍‌

ବାଲେଶ୍ୱର ଅଫିସ,୭ା୬: ବାତ୍ୟା ‘ୟାସ୍‌’ କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ସୋମବାର କେନ୍ଦ୍ରୀୟ ଟିମ୍‌ ବାଲେଶ୍ୱରରେ ପହଞ୍ଚିଛନ୍ତ। କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବଙ୍କ ନେତୃତ୍ୱରେ ଏହି...

ଜୁନ୍‌ ଶେଷରେ ମାଟ୍ରିକ୍‌ ରେଜଲ୍ଟ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଜୁନ୍‌ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଏଥିପାଇଁ ଜୋର୍‌ସୋରରେ ମୂଲ୍ୟାୟନ ଚାଲିଛି। ଆସନ୍ତା ୧୭ ତାରିଖରୁ  ନବମ ଓ ଦଶମ ଶ୍ରେଣୀ...

ବ୍ଲାକ୍‌ ଫଙ୍ଗସ୍‌: ଔଷଧ ପାଇଁ କେନ୍ଦ୍ର ଉପରେ ନିର୍ଭର କରିବନି ଓଡ଼ିଶା

ଭୁବନେଶ୍ୱର,୧୬ା୬(ବ୍ୟୁରୋ):ରାଜ୍ୟ ସରକାର ମ୍ୟୁକୋରମାଇକୋସିସ୍‌ (ବ୍ଲାକ୍‌ ଫଙ୍ଗସ) ଚିକିତ୍ସା ପାଇଁ କେନ୍ଦ୍ର ଉପରେ ଆଉ ନିର୍ଭର କରିବେ ନାହିଁ। ରାଜ୍ୟ ସରକାର ନିଜେ ସିଧାସଳଖ ଏଥିପାଇଁ ଔଷଧ...

ଆବର୍ଜନାକୁ ନେଇ ବଢ଼ୁଛି ଆପତ୍ତି

ଅନୁଗୋଳ ଅଫିସ, ୧୧ା୬ ନୂଆ ଠିକା ସଂସ୍ଥା ସଫେଇ ଦାୟିତ୍ୱ ନେବା ପରେ ଅନୁଗୋଳ ସହରର ଆବର୍ଜନା ସମସ୍ୟା ଦୂର ହୋଇଯିବ ବୋଲି ଅନେକେ ଆଶା...

ସ୍ନାନ ପୂର୍ଣ୍ଣିମାରେ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦେବସ୍ନାନ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଚତୁର୍ଦ୍ଧା ଦାରୁ ବିଗ୍ରହଙ୍କ ପାଦପଦ୍ମରେ ପ୍ରଣିପାତ କରି ଗଜପତି ମହାରାଜା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୨ ବଲ୍‌ରେ ୨୧ ରନ୍‌: ଏକଦା ପାକିସ୍ତାନୀ ବୋଲରଙ୍କ ଲୟ ଭାଙ୍ଗି ଦେଇଥିଲେ ସେହ୍ବାଗ; ଦେଖନ୍ତୁ ଭିଡିଓ…
Next Post Next post:
ଓଡ଼ିଶା: ଆଜିର ଫଟୋ (ଜୁନ ୮, ୨୦୨୧ )

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts