E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଟିକା ଲଢ଼େଇ ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ
4:13 pmJune 2, 2021

ଭୁବନେଶ୍ୱର,୨ା୬(ବ୍ୟୁରୋ): କରୋନା ଟିକା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟିକା ସଙ୍କଟ ଦୂର ନେଇ ସମସ୍ତଙ୍କ ସହମତି ଲୋଡ଼ିଛନ୍ତି ନବୀନ। ନବୀନ ଲେଖିଛନ୍ତି, ଟିକା ପାଇଁ ପରସ୍ପର ଭିତରେ ନ ଲଢ଼ି, ଏକାଠି ଲଢ଼ିବାକୁ ହେବ। ଆମ ଲୋକଙ୍କୁ ସୁରକ୍ଷା ଦେବାର ଏକମାତ୍ର ମାଧ୍ୟମ ହେଉଛି ଟିକା।

ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ ଦର୍ଶାଇଛନ୍ତି ଯେ, କରୋନା ମହାମାରୀର ଦ୍ୱିତୀୟ ଲହର ପ୍ରତ୍ୟେକ ବ୍ୟକ୍ତିଙ୍କୁ ପ୍ରଭାବିତ କରିଛି। କେହି କେହି ନିଜର ପ୍ରିୟଜନଙ୍କୁ ହରାଇଛନ୍ତି, ଅନ୍ୟମାନେ ଜୀବିକା ହରାଇଛନ୍ତି ଏବଂ ଅନେକେ ବର୍ତ୍ତମାନର ପରିସ୍ଥିତି ହେତୁ ମାନସିକ ଆଘାତ ସହ ଲଢୁଛନ୍ତି।

ଟିକା କମ୍ପାନୀମାନେ କେନ୍ଦ୍ର ସରକାରଙ୍କ ଠାରୁ କ୍ଲିୟରାନ୍ସ ଚାହୁଁଛନ୍ତି। ସେମାନେ ସିଧାସଳଖ ରାଜ୍ୟ ସରକାରଙ୍କ ସହ ଚୁକ୍ତି ଚାହୁଁ ନାହାନ୍ତି। ଏଭଳି ସ୍ଥିତିରେ ଏକମାତ୍ର ବିକଳ୍ପ କେନ୍ଦ୍ର ଟିକା ଆଣି ରାଜ୍ୟକୁ ବାଣ୍ଟୁ। ସମସ୍ତଙ୍କୁ ଟିକାକରଣ ପାଇଁ ନିୟମରେ କୋହଳ ପାଇଁ ରାଜ୍ୟକୁ ଅନୁମତି ମିଳୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ତ୍ରିକୋଣୀୟ ପ୍ରେମ: ଭଡାଘରୁ ମିଳିଲା ଯୁବତୀଙ୍କ ମୃତଦେହ

ଲୋଇସିଂହା,୨।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନାଠାରୁ ୨ଶହ ମିଟର ଦୂର ମଣ୍ଟୁ କଲୋନୀର ଏକ ଭଡା ଘରୁ ବୁଧବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କ ମୃତଦେହ...

ପର କଳିରେ ମୁଣ୍ଡ ପୁରାଇ ଗଲା ଜୀବନ

ହାଟଡିହୀ,୨୬l୬: କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଧୀନ ସାଳକଣିଆ ଗାଁରେ ଘଟିଛି ଅଭାବନୀୟ ଘଟଣା । ସମାଧାନ କରିବାକୁ ଯାଇ ପ୍ରାଣ ହରାଇଛନ୍ତି...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟଙ୍କ ଶେଷକୃତ୍ୟ ସମ୍ପନ୍ନ

ରାଇକିଆ୧୫।୬(ଡି.ଏନ୍‌.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟ ପ୍ରଧାନଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶ୍ରୀନଗରରୁ ଭୁବନେଶ୍ୱର ପରେ ନିଜ ଜନ୍ମ ମାଟି ରାଇକିଆ ବ୍ଲକର ବାଘରମା...

ଏକାକି ବୁଲି ବାହାରିଥିଲେ ଡଙ୍ଗାରେ, ଘଟିଲା ଏମିତି

ଚିତ୍ରକୋଣ୍ଡା,୨୦ା୬: ବାଲିମେଳା ଜଳଭଣ୍ଡାରରେ ଏକ ଦେଶୀ ଡଙ୍ଗା ବୁଡ଼ିଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ଚିତ୍ରକୋଣ୍ଡା ଟି.କଲୋନୀ ନିବାସୀ ଦିଲୀପ କୁମାର ମିଶ୍ରଙ୍କ ପୁଅ...

ଇ-ପାଠଶାଳା, ଇ-ମୂଲ୍ୟାଙ୍କନ ପୋର୍ଟାଲ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ ମାଧ୍ୟମରେ ଶିକ୍ଷାଦାନ ଓ ମୂଲ୍ୟାୟନ ପାଇଁ ଓପେପା ଦ୍ୱାରା ଇ-ପାଠଶାଳା ଓ ଇ-ମୂଲ୍ୟାଙ୍କନ ନାମରେ ଦୁଇଟି ପୋର୍ଟାଲ ପ୍ରସ୍ତୁତ କରାଯାଇଛି। ଗୁରୁବାର...

ରାଜ୍ୟରେ ଆଜି ୭,୭୨୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୭,୭୨୯କରୋନା ଆକ୍ରାନ୍ତ ଚିହ୍ନଟ...

ଟିକାକୁ ନେଇ ଟଣାଓଟରା: ଓଡ଼ିଶାରେ ୬୦୦ କେନ୍ଦ୍ର ବନ୍ଦ

ଭୁବନେଶ୍ୱର,୭।୬(ବ୍ୟୁରୋ): କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ପର୍ଯ୍ୟାପ୍ତ କୋଭିଡ୍‌ ଭାକ୍ସିନ ଯୋଗାଇ ଦେଉଛୁ ବୋଲି ଦାବି କରୁଥିବା ବେଳେ ଓଡ଼ିଶାରେ ଟିକା ଅଭାବରୁ ପ୍ରାୟ ୬୦୦ଟିକାକରଣ କେନ୍ଦ୍ର...

ଜାତୀୟ ସେରୋ ସର୍ଭେରେ ରାୟଗଡ଼ାରୁ ୫୦୦ ନମୁନା ସଂଗ୍ରହ

ରାୟଗଡ଼ା ଅଫିସ/ଗୁଣପୁର,୧୯ା୬: ଗଞ୍ଜାମ, କୋରାପୁଟ ସମେତ ରାୟଗଡ଼ା ଜିଲାରେ ୧୭ ତାରିଖରୁ ୪ର୍ଥ ପର୍ଯ୍ୟାୟ ଜାତୀୟ ସେରୋ ସର୍ଭେ ଆରମ୍ଭ ହୋଇଥିଲା। ରାୟଗଡ଼ା ଜିଲାରେ ଶନିବାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଲୁଗା ଗୋଦାମ ଖୋଲି କେବଳ କ୍ଷତି ସହିଲେନି ବ୍ୟବସାୟୀ, ଗ୍ରାହକଙ୍କୁ ଗଣିବାକୁ ପଡ଼ିଲା ତଣ୍ଡ
Next Post Next post:
ବଜ୍ରପାତରେ ଚାଲିଗଲା ଛାତ୍ରଙ୍କ ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts