E-Paper
  • logo
  • Monday 26th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅପରାଧ, ଆମ ଜିଲା ଖବର, ନୟାଗଡ଼, ରାଜ୍ୟ

ବଳାତ୍କାର ପରେ ଅଚେତ ହୋଇଗଲା, ଭୟରେ ତଣ୍ଟି ଚିପିଦେଲି
11:07 amJune 20, 2021June 27, 2021

ନୟାଗଡ଼ ଅଫିସ,୨୦।୬: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ନୂଆଗାଁ ପଞ୍ଚାୟତ ଧୁନ୍ଦୁଗାଡିଆ ଅଞ୍ଚଳର ଜଣେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା । ଅଭିଯୁକ୍ତ ସାଗର ଦଳେଇ(୨୨)ଙ୍କୁ ବାଣିଗୋଛା ଥାନା ପୋଲିସ ୩ ଦିନିଆ ରିମାଣ୍ଡରେ ନେବା ପରେ ଶନିବାରଠାରୁ ତାଙ୍କୁ ପଚରାଉଚୁରା ଆରମ୍ଭ ହୋଇଛି । ରିମାଣ୍ଡ ସମୟରେ ସାଗର ହତ୍ୟାର ଗୁମର ଖୋଲି ପଶ୍ଚାତ୍ତାପ କରିଛନ୍ତି।

ସାଗର ପୋଲିସକୁ କହିଥିବା ସୂଚନା ଅନୁଯାୟୀ, ଗାଁ ଦାଣ୍ଡରେ ଖେଳୁଥିବା ଶିଶୁକନ୍ୟା ମୋ ସହ ପାଖ ଜଙ୍ଗଲକୁ ଯିବା ପରେ ବଳାତ୍କାର କରିଥିଲି। ସେ ଅଚେତ ହୋଇଯିବାରୁ ଭୟ ବଢ଼ିଥିଲା। ସେଥିପାଇଁ ତା’ର ବେକରେ ଦଉଡି ଲଗାଇ ତଣ୍ଟି ଚିପି ହତ୍ୟା କରିଥିଲି। ଦଉଡ଼ିରେ ଜୋରରେ ଭିଡି ଦେବାରୁ ବେକ କଟି କିଛି ଅଂଶ ଲାଗି ରହିଥିଲା। ପରେ ମୃତଦେହ ଫୋପାଡି ଚାଲି ଆସିଥିଲି। ଏ କଥା ମୁଁ ମୋ ଭାଇଙ୍କୁ ଜଣାଇବାକୁ ଚାହିଁଥିଲି। ହେଲେ ସାହସ କରି ପାରି ନ ଥିଲି। ତାଙ୍କ ପରିବାର ଲୋକେ ଖୋଜିବା ସମୟରେ କହି ଦେବି ବୋଲି ଭାବିଥିଲି, ସାହସ ହେଲାନାହିଁ । ପୋଲିସକୁ ମଧ୍ୟ କହି ପାରି ନ ଥିଲି । ହତ୍ୟା ପରେ କି ଭୁଲ୍‌ କଲି ଅନେକ ଥର ଭାବିଛି। ହେଲେ ସେତେବେଳକୁ ଆଉ କିଛି ନ ଥିଲା। ଭୁଲ୍‌ ଲୁଚାଇବାକୁ ବାରମ୍ବାର ଚେଷ୍ଟା କରି ବିଫଳ ହେବାରୁ ସତ କହିବାକୁ ବାଧ୍ୟ ହେଲି ବୋଲି ସାଗର କହିଛନ୍ତି।

ସୂଚନାଯୋଗ୍ୟ, ଗତ ୧୨ ତାରିଖରେ ଧୁନ୍ଦୁଗାଡିଆ ଗାଁ ଦାଣ୍ଡରେ ଖେଳୁଥିବା ଜଣେ ୫ବର୍ଷର ଶିଶୁ କନ୍ୟା ନିଖୋଜ ହୋଇଯାଇଥିଲେ। ବହୁ ଖୋଜାଖୋଜି ପରେ ତାଙ୍କର ଠିକଣା ମିଳି ନ ଥିଲା। ପୋଲିସ ବି ଟେର ପାଇ ନ ଥିଲା। ସନ୍ଦେହରେ ସାଗର ଦଳେଇଙ୍କୁ ପୋଲିସ ପଚରାଉଚୁରା କରିବା ପରେ ସେ ସତ ମାନିଥିଲେ। ଏହାପରେ ଗତ ୧୭ରେ ସାଗରଙ୍କୁ ପୋଲିସ ଗିରଫ କରି ୧୮ରେ କୋର୍ଟ ଚାଲାଣ କରିଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଅପରାଧ, ଆମ ଜିଲା ଖବର, ନୟାଗଡ଼, ରାଜ୍ୟ View All

ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ଗୁରୁବାର ରାତିରେ ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି।...

ମହାମାରୀରେ ଅନାଥ ହୋଇଥିବା ପିଲାଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୪।୬: କରୋନା ମହାମାରୀରେ ମା’ ବାପାଙ୍କୁ ହରାଇଥିବା ବର୍ତ୍ତମାନ ସୁଦ୍ଧା ରାଜ୍ୟର ୧୨ ପିଲାଙ୍କୁ ମଧୁବାବୁ ଯୋଜନାରେ ଭତ୍ତା ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ...

କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍‌: ପୁଣି ୩ ଜଣଙ୍କ ନେଲା ଜୀବନ

ଛତ୍ରପୁର,୨୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ । ପୁଣି ଜିଲାରେ ଆଉ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ...

ରାସ୍ତା ଅବରୋଧ କଲେ ଚାଷୀ

କଣ୍ଟାମାଳ,୧୭ା୬(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ- ମନମୁଣ୍ଡା ରାସ୍ତା ଚାଷୀଙ୍କ ଦ୍ବାରା ଅବରୋଧ ହୋଇଛି । ସକାଳ ୮ଟାରୁ ସିମିଳିପଦର ପେକ୍ସରେ ଧାନ ନ ଉଠିବାରୁ ଚାଷୀ...

ବିଭିନ୍ନ ସ୍ଥାନରେ ଚଢାଉ କଲେ ଏସଡିପିଓ: ୨ ଗିରଫ

ପୁରୁଷୋତ୍ତମପୁର,୨୨।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ପୁରୁଷୋତ୍ତମପୁର ଥାନା ନନ୍ଦିକ ଗ୍ରାମରେ ଅଚାନକ ଚଢାଉ କରିଥିଲେ। ବେଆଇନ ଭାବେ ମଦ ବିକ୍ରି କରୁଥିବା...

ବିନା ଭକ୍ତରେ ହେବ ସ୍ନାନ ଯାତ୍ରା

ପୁରୀ ଅଫିସ,୧୨ା୬: ଚଳିତମାସ ୨୪ ତାରିଖରେ ଶ୍ରୀଜିଉଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବ । ତେବେ କରୋନା କଟକଣା ଭିତରେ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ...

ରାଜ୍ୟରେ ୮ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୭।୬(ବ୍ୟୁରୋ): ବିହାରର ଦକ୍ଷିଣ ଅଞ୍ଚଳ ଓ ଏହାର ଆଖପାଖରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର...

ପ୍ରାଣୀ ଚିକିତ୍ସା ଦିଗରେ ପଦକ୍ଷେପ ନାହିଁ

ଖମାର,୧୮ା୬ ଚାଷୀଙ୍କ ପକେଟକୁ ଅଧିକ ଅର୍ଥ ଦେବାକୁ ପ୍ରାଣୀଧନ ପାଳନ ନିମନ୍ତେ ପ୍ରୋତ୍ସାହିତ କରୁଛନ୍ତି ସରକାର। ଏଥିପାଇଁ ବିଭିନ୍ନ ଯୋଜନା କରାଯାଇଛି। ବ୍ୟାଙ୍କ ମାଧ୍ୟମରେ କମ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାରତୀୟ କ୍ରୀଡ଼ାର ଭୀଷ୍ମ ପିତାମହ ମିଲ୍‌ଖା ସିଂ
Next Post Next post:
ମିଲ୍‌ଖାଙ୍କ ଓଡ଼ିଶା ଲିଙ୍କ୍‌: ବାରବାଟୀରେ ୨ ସ୍ବର୍ଣ୍ଣ ଜିତିଥିଲେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts