E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ
6:09 pmJune 14, 2021

ଭେଟେରାନ ଅଭିନେତା ନେଡ ବିଟିଙ୍କ ପରଲୋକ ହୋଇଛି। ସୁପରମ୍ୟାନ, ନେଟୱାର୍କ ପରି  ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ସେ ନଜର ଆସିଥିଲେ। ମୃତ୍ୟୁବେଳକୁ ନେଡଙ୍କୁ ୮୩ ବର୍ଷ ହୋଇଥିଲା। ସେ ଦୀର୍ଘ ପାଞ୍ଚ ଦଶନ୍ଧି ଧରି ଦର୍ଶକଙ୍କୁ ବହୁତ ମନୋରଞ୍ଜନ କରିଥିଲେ। ସେ ଅନେକ ସଫଳ ହଲିଉଡ ଚଳଚ୍ଚିତ୍ରର ଅଂଶ ଥିଲେ। ୧୯୭୬ରେ ରିଲିଜ୍‌ ହୋଇଥିବା ଚଳଚ୍ଚିତ୍ର ‘ନେଟୱାର୍କ’ରେ ତାଙ୍କ ଅଭିନୟକୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ। ଏହି ଚଳଚ୍ଚିତ୍ରରେ ସେ ଏତେ ଶକ୍ତିଶାଳୀ ଭୂମିକା ଗ୍ରହଣ କରିଥିଲେ ଯେ ସେ ସେହି ବର୍ଷ ଓସ୍କାରରେ ଶ୍ରେଷ୍ଠ ସହାୟକ ଅଭିନେତା ଭାବରେ ମନୋନୀତ ହୋଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଫଟୋଗ୍ରାଫରଙ୍କ ପ୍ରେମରେ ଏହି ଅଭିନେତ୍ରୀ

ମୁମ୍ବାଇ: ଦୀର୍ଘବର୍ଷ ଧରି ଲୋକପ୍ରିୟ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କ ନାମ ରୋହନ ଶ୍ରେଷ୍ଟା (ସେଲିବ୍ରିଟି ଫଟୋଗ୍ରାଫର)ଙ୍କ ସହ ଚର୍ଚ୍ଚା ହୋଇଆସୁଛି। ଶୁଣିବାକୁ ମିଳୁଛି ଦୁହେଁ ଏକାଠି...

ପ୍ରଥମ ଦେଖାରେ ପତ୍ରଲେଖାଙ୍କୁ ହୃଦୟ ଦେଇ ବସିଥିଲେ ରାଜକୁମାର, ଏବେ…

ବମ୍ବେ: ପ୍ରଥମ ଦେଖାରେ ପ୍ରେମ। ଏଭଳି କିଛି ଘଟିଛି ବଲିଉଡ୍‌ ଅଭିନେତା ରାଜକୁମାର ରାଓଙ୍କ କ୍ଷେତ୍ରରେ। ଏକ ବିଜ୍ଞାପନ ଶୁଟିଂ ସମୟରେ ଅନ୍ବିତା ପଲ୍‌ ଓରଫ...

ପାରିବାରିକ ହିଂସା ମାମଲାରେ କରନଙ୍କୁ ମିଳିଲା ଜାମିନ

ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍‌ରେ କାମ କରି ବେଶ୍‌ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର...

ହସ୍ପିଟାଲରେ ଭର୍ତ୍ତି ହେଲେ ଏହି ଅଭିନେତାଙ୍କ ଭଉଣୀ

ମୁମ୍ବାଇ: ଫିଲ୍ମ ନିର୍ମାତା ବୋନି କପୁରଙ୍କ ଝିଅ ତଥା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଳା କପୁର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। କାରଣ ତାଙ୍କର ବ୍ଲଡ୍‌ପ୍ରେସର...

ସମସ୍ତ ପ୍ରସ୍ତୁତି ସରିଥିଲା, ଶେଷ ମୁହର୍ତ୍ତରେ ଫୋନ୍‌ କରି ବିବାହ ପାଇଁ ମନା କରିଦେଇଥିଲେ ପ୍ରେମିକ

ବମ୍ବେ: ପ୍ରସ୍ତୁତି ସରିଥିଲା। ଦିଲ୍ଲୀରେ ବିବାହ ପୋଷାକ ବି ପ୍ରସ୍ତୁତ କରିବାକୁ ଦିଆଯାଇଥିଲା। ହେଲେ ଗୋଟିଏ ଫୋନ କଲ୍‌ ସବୁକିଛି ବଦଳାଇ ଦେଇଥିଲା। କାରଣ ପ୍ରେମିକ...

ଏକଦା ମହେଶ ଭଟ୍ଟ-ପୂଜା ଭଟ୍ଟଙ୍କ ଝିଅ ଆଲିଆ ବୋଲି ଉଠିଥିଲା କଥା; କିଛି ଏଭଳି…

ବମ୍ବେ: ବଲିଉଡର ଖ୍ୟାତନାମା ନିର୍ଦ୍ଦେଶକ ମହେଶ ଭଟ୍ଟଙ୍କ ସୁକନ୍ୟା ହେଉଛନ୍ତି ଆଲିଆ। ତାଙ୍କର ଅନ୍ୟଜଣେ ଝିଅ ପୂଜା ମଧ୍ୟ ଅଛନ୍ତି। ହେଲେ ଏକାଧିକ ବାର ମହେଶ...

୧୫ ବର୍ଷ ବଡ଼ ଅଭିନେତାଙ୍କୁ ପ୍ରେମରେ ପଡିଥିଲେ ଡିମ୍ପଲ୍‌; ବିବାହ ପରେ ମାନି ନଥିଲେ ଏହି ସର୍ତ୍ତ

ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ଡିମ୍ପଲ କାପାଡିଆ ଆଜି ୬୪ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୮ ଜୁନ ୧୯୫୭ରେ ଏକ ଧନୀ ପରିବାରରେ ଜନ୍ମଗ୍ରହଣ କରିଥିଲେ।...

ବଡ଼ ଘରେ ଜନ୍ମ ହୋଇ ସୁଦ୍ଧା ହୋଟେଲରେ ଓ୍ବେଟର ଭାବେ କାମ କରିଥିଲେ ଏହି ଅଭିନେତ୍ରୀ , ଜାଣନ୍ତୁ କାହିଁକି

ବଡ ପରିବାରରେ ଜନ୍ମ ହେବା ପରେ ମଧ୍ୟ ଏପରି ଅନେକ କଳାକାର ଅଛନ୍ତି ଯେଉଁମାନେ ଫିଲ୍ମରେ ପ୍ରବେଶ କରିବା ପୂର୍ବରୁ କାମ କରିଥିଲେ। ସେହି ଅଭିନେତ୍ରୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ତୁମ ବିନା ଜୀବନ ନାହିଁ; ଅପେକ୍ଷା କରିଛି ଫେରିଆସ
Next Post Next post:
ସାଉଥାମ୍ପଟନ ପିଚ୍‌ରେ ଦେଖିବାକୁ ମିଳିବ ପେସ, ବାଉନ୍ସ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts