ଭେଟେରାନ ଅଭିନେତା ନେଡ ବିଟିଙ୍କ ପରଲୋକ ହୋଇଛି। ସୁପରମ୍ୟାନ, ନେଟୱାର୍କ ପରି ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ସେ ନଜର ଆସିଥିଲେ। ମୃତ୍ୟୁବେଳକୁ ନେଡଙ୍କୁ ୮୩ ବର୍ଷ ହୋଇଥିଲା। ସେ ଦୀର୍ଘ ପାଞ୍ଚ ଦଶନ୍ଧି ଧରି ଦର୍ଶକଙ୍କୁ ବହୁତ ମନୋରଞ୍ଜନ କରିଥିଲେ। ସେ ଅନେକ ସଫଳ ହଲିଉଡ ଚଳଚ୍ଚିତ୍ରର ଅଂଶ ଥିଲେ। ୧୯୭୬ରେ ରିଲିଜ୍ ହୋଇଥିବା ଚଳଚ୍ଚିତ୍ର ‘ନେଟୱାର୍କ’ରେ ତାଙ୍କ ଅଭିନୟକୁ ଦର୍ଶକ ବେଶ୍ ପସନ୍ଦ କରିଥିଲେ। ଏହି ଚଳଚ୍ଚିତ୍ରରେ ସେ ଏତେ ଶକ୍ତିଶାଳୀ ଭୂମିକା ଗ୍ରହଣ କରିଥିଲେ ଯେ ସେ ସେହି ବର୍ଷ ଓସ୍କାରରେ ଶ୍ରେଷ୍ଠ ସହାୟକ ଅଭିନେତା ଭାବରେ ମନୋନୀତ ହୋଇଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.