E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ସମସ୍ତ ପ୍ରସ୍ତୁତି ସରିଥିଲା, ଶେଷ ମୁହର୍ତ୍ତରେ ଫୋନ୍‌ କରି ବିବାହ ପାଇଁ ମନା କରିଦେଇଥିଲେ ପ୍ରେମିକ
1:51 pmJune 16, 2021

ବମ୍ବେ: ପ୍ରସ୍ତୁତି ସରିଥିଲା। ଦିଲ୍ଲୀରେ ବିବାହ ପୋଷାକ ବି ପ୍ରସ୍ତୁତ କରିବାକୁ ଦିଆଯାଇଥିଲା। ହେଲେ ଗୋଟିଏ ଫୋନ କଲ୍‌ ସବୁକିଛି ବଦଳାଇ ଦେଇଥିଲା। କାରଣ ପ୍ରେମିକ ବିବାହ କରିବେ ନାହିଁ ବୋଲି ମନା କରିଦେଇଥିଲେ। ଆମେ କଥା ହେଉଛୁ ଅଭିନେତ୍ରୀ ନୀନା ଗୁପ୍ତାଙ୍କ କଥା। ଆତ୍ମଜୀବନୀ ‘ସଚ କହୁଁ ତୋ: ମେରି ଆତ୍ମକଥା’ରେ ନୀନା ଏଭଳି ଅନେକ ରହସ୍ୟ ଉପରୁ ପରଦା ହଟାଇଛନ୍ତି।

ପ୍ରେମିକଙ୍କ ନା ନନେଇ ନୀନା କହିଛନ୍ତି, ମୁଁ ତାଙ୍କ ଘରେ ରହୁଥିଲି। ସେ ଏବେ ନିଜର ବୈବାହିକ ଜୀବନରେ ବେଶ ଖୁସିରେ ଅଛନ୍ତି। ତାଙ୍କର ସନ୍ତାନ ଅଛନ୍ତି। ଜୀବିତ ଥିବାରୁ ସେ ଏହାକୁ ନିଶ୍ଚୟ ପଢ଼ିବେ। ମୁଁ ଯାହା କରିଥିଲି, ଭଗବାନ ଯାହା ଦେଇଥିଲେ, କିଛି ଭୁଲ ହୋଇଥିଲା ମୁଁ ତାହା ସ୍ବୀକାର କରୁଛି। ଏଣୁ ମୁଁ ଆଗକୁ ବଢ଼ିଯାଇଥିଲି। ମୋତେ ଏକ ସାଧାସିଧା ପରିବାର ଲୋଡ଼ା ଥିଲା। ସ୍ବାମୀ ଓ ପିଲାଙ୍କୁ ନେଇ ମୁଁ ଜୀବନ ଅତିବାହିତ କରିଥାନ୍ତି। ବିବାହ ପାଇଁ ମଧ୍ୟ ସମସ୍ତ ପ୍ରସ୍ତୁତି ସରିଥିଲା। ହେଲେ ସେ ଫୋନ କରି ତୁମକୁ ବିବାହ କରିପାରିବି ନାହିଁ ବୋଲି କହିଥିଲେ। ସେ ଏଭଳି କାହିଁକି କଲେ ତାହା ଜାଣିପାରି ନ ଥିଲେ ନୀନା। କିଂ କର୍ତ୍ତବ୍ୟ ବିମୂଢ଼ ହୋଇ ସେ ନିରବ ରହି ଜୀବନରେ ଆଗକୁ ବଢ଼ିବାକୁ ନିଷ୍ପତ୍ତି ନେଇଥିଲେ ବୋଲି ନୀନା କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ପୁଣ୍ୟତିଥିରେ ମା’ଙ୍କୁ ମନେପକାଇଲେ ଡ୍ରିମ୍‌ଗର୍ଲ

ମୁମ୍ବାଇ: ବଲିଉଡ୍‌ର ଭେଟେରାନ ଅଭିନେତ୍ରୀ ହେମା ମାଳିନୀ ନିଜ ମା’ ଜୟା ଚକ୍ରବର୍ତ୍ତୀଙ୍କ ୧୭ତମ ପୁଣ୍ୟତିଥିରେ ତାଙ୍କୁ ମନେପକାଇଛନ୍ତି। ଶୁକ୍ରବାର ସୋସିଆଲ ମିଡିଆରେ ହେମା ମାଳିନୀ...

ବ୍ରିଟିଶ ଖବରଦାତାଙ୍କ ପ୍ରେମରେ ପଡ଼ି ଲିଭ୍‌ଇନ୍‌ରେ ରହୁଥିଲେ ଆମିର, ଏବେ ଲୁଚାଛପାରେ ରହିଛି ପୁଅ !

ବମ୍ବେ: ଚାକଚକ୍ୟ ଏବଂ ଗ୍ଲାମର ଜଗତ ବାହାରୁ ଯେତିକି ସୁନ୍ଦର, ସେତିକି ବିବାଦୀୟ ମଧ୍ୟ। ଅନେକ ଗୁଜବକୁ ନେଇ ମଧ୍ୟ ବଲିଉଡର ପରିବେଶ ସରଗରମ ରହିଥାଏ।...

ସଲମାନଙ୍କ ଉପରେ ରାଗିକରି ଚିତ୍କାର କରିଥିଲେ ଏହି ଅଭିନେତା, ଏପରି ଥିଲା ଭାଇଜାନଙ୍କ ପ୍ରତିକ୍ରିୟା

ସଲମାନ ଖାନ ନିଜର ଆଧିପତ୍ୟ ହେତୁ ବଲିଉଡରେ ବହୁତ ପ୍ରସିଦ୍ଧ। ତାଙ୍କ ଚଳଚ୍ଚିତ୍ର ସହିତ ତାଙ୍କ ରାଗ ପାଇଁ ସେ ମଧ୍ୟ ଅନେକ ସମୟରେ ଚର୍ଚ୍ଚାରେ...

ସୁଶାନ୍ତଙ୍କ ପୁଣ୍ୟତିଥିରେ ଭାବୁକ ହେଲେ ପରିବାର ଲୋକେ, କହିଲେ…

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କୁ ଆଜି ମନେ ପକାଇ ଭାବୁକ ହୋଇଛନ୍ତି ତାଙ୍କ ପରିବାର ଲୋକେ। କାରଣ ଗତବର୍ଷ ଆଜିର ଦିନରେ ଅର୍ଥାତ୍‌...

ପ୍ରେମିକାଙ୍କ ସହ ବୁଲୁଥିଲେ ଟାଇଗର୍‌: ଗାଡି ରୋକିଲା ପୋଲିସ

ବଲିଉଡ ଅଭିନେତା ଟାଇଗର ଶ୍ରଫ୍‌ ନିକଟରେ ନିଜ ଗର୍ଲଫ୍ରେଣ୍ଡ ଦିଶା ପଟାନୀଙ୍କ ସହ ମୁମ୍ବାଇ ରାସ୍ତାରେ କାର୍‌ରେ ବୁଲୁଥିବାର ନଜର ଆସିଥିଲେ। ଏହି ସମୟରେ ପୋଲିସ...

ୟାମିଙ୍କୁ ରାଧେ ମା’ ଡାକିଲେ ଏହି ଅଭିନେତା: କଙ୍ଗନା କହିଲେ, ଆଣ ମୋ ଚପଲ

ବଲିଉଡ୍‌ ଅଭିନେତ୍ରୀ ୟାମି ଗୌତମ ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି...

ବମ୍ବେର ଟ୍ରକ୍‌ ଡ୍ରାଇଭରଙ୍କ କଲୋନୀରେ ରହୁଥିଲେ ବିପାଶା, ଏହି କାରଣରୁ ସବୁବେଳେ ପାଖରେ ରଖୁଥିଲେ ହାତୁଡ଼ି

ବମ୍ବେ: ବ୍ୟକ୍ତିଗତ ଜୀବନ ହେଉ ଅଥବା ଅଭିନୟ, ସବୁଥିରେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରିଥାନ୍ତି ଅଭିନେତ୍ରୀ ବିପାଶା ବସୁ। ଜଣେ ମଡେଲରୁ ସୁପର ମଡେଲ ଓ...

ଚିତ୍ର ଆଙ୍କିବାରେ ମନ

କରୋନା ଦ୍ୱିତୀୟ ଲହର ପାଇଁ ଏବେ ତ ଶୁଟିଂ ବନ୍ଦ ଅଛି। ବସିବା ଅପେକ୍ଷା କାଶିବା ଭଲ। ତେଣୁ ଘରେ ବସି ରହିବା ଅପେକ୍ଷା ଜାହ୍ନବୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶ୍ରୀମନ୍ଦିର ହେବ ଆଲୋକୀକରଣ
Next Post Next post:
୮୯୯ ଜଣଙ୍କୁ ଏକ୍ସପାୟର ଭାକ୍ସିନ୍‌: ପୁଣି ଦିଆଯିବ ଡୋଜ୍‌…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts