E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଆଇଆଇଟି ଛାତ୍ରଙ୍କୁ ପ୍ରଥମେ ବିବାହ କରିଥିଲେ ନୀନା; ବର୍ଷେ ପରେ…
12:57 pmJune 16, 2021

ବମ୍ବେ: ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଅଟୋବାୟୋଗ୍ରାଫି ‘ସଚ କହୁଁ ତୋ’ ରିଲିଜ ହୋଇଛି। ଏଥିରେ ସେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଅନେକ ରହସ୍ୟ ଉପରୁ ପରଦା ଉଠାଇଛନ୍ତି। ସେଥିରୁ ଗୋଟିଏ ହେଲା ତାଙ୍କର ପ୍ରଥମ ବିବାହ। ନୀନା ପ୍ରଥମେ ଜଣେ ଆଇଆଇଟି ଛାତ୍ରଙ୍କୁ ବିବାହ କରିଥିଲେ। ହେଲେ ଏହି ବିବାହ କେବଳ ଏକ ବର୍ଷ ଚାଲିଥିଲା।

ସେତେବେଳେ ନୀନା ସଂସ୍କୃତରେ ନିଜର ମାଷ୍ଟର ଡିଗ୍ରୀ କରୁଥିଲେ। ଏହି ସମୟରେ ସେ ଆଇଆଇଟି ଛାତ୍ର ଅମ୍ଳାନ କୁସୁମ ଘୋଷଙ୍କ ପ୍ରେମରେ ପଡ଼ିଥିଲେ। ଉଭୟ କ୍ୟାମ୍ପସ ହେଉ ଅଥବା ହୋଟେଲ ନଚେତ ନୀନାଙ୍କ ଘର ପାଖରେ ଲୁଚିଛପି ମିଳାମିଶା କରୁଥିଲେ। ଅମ୍ଳାନଙ୍କ ପିତାମାତା ଅନ୍ୟ ସହରରେ ରହୁଥିଲେ ହେଲେ ତାଙ୍କ ଜେଜେବାପା ନୀନାଙ୍କ କଲୋନୀରେ ରହୁଥିଲେ। ଏଣୁ ଉଭୟ ପୂଜାପର୍ବ ଏବଂ ଛୁଟିଦିନ ଗୁଡ଼ିକ ଏକାସହ ବିତାଉଥିବା ନୀନା ପୁସ୍ତକରେ ଲେଖିଛନ୍ତି।

ପରେ ନୀନା-ଅମ୍ଳାନଙ୍କ ବିଷୟରେ ପରିବାରଲୋକ ଜାଣିଥିଲେ। ହେଲେ ବାଧା ନ ଉପୁଜାଇ ସେମାନେ ବିବାହ ପାଇଁ ରାଜି ହୋଇଥିଲେ। ଫଳରେ ସେମାନଙ୍କ ବିବାହ ହୋଇଥିଲା। ଏହାର କିଛି ଦିନ ପରେ ଉଭୟ ଉଭୟଙ୍କ ପାଇଁ ଠିକ୍‌ ଜୀବନସାଥୀ ହୋଇ ନ ଥିବା ସେମାନେ ହୃଦୟଙ୍ଗମ କରିଥିଲେ। ମାତ୍ର କେବେହେଲେ ଉଭୟ ଝଗଡ଼ା କରି ନ ଥିଲେ। ଉକ୍ତ ବିବାହକୁ ନେଇ ଏବେ ବି ମନରେ କୌଣସି କଟୁ ଭାବନା ନ ଥିବା ନୀନା କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଲକ୍‌ଡାଉନରେ ଡ୍ରାଇଭ୍‌ କରି ଫସିଲେ ଦିଶା-ଟାଇଗର

ମୁମ୍ବାଇ: ବି-ଟାଉନର ଲଭ୍‌ବାର୍ଡ ଦିଶା ପଟାନୀ ଓ ଟାଇଗର ଶ୍ରଫ୍‌ଙ୍କୁ ଲକ୍‌ଡାଉନରେ ଘରୁ ବାହାରିବା ମହଙ୍ଗା ପଡ଼ିଛି। ମଙ୍ଗଳବାର ଏହି ଚର୍ଚ୍ଚିତ ଯୋଡ଼ି ଡ୍ରାଇଭ୍‌ରେ ବାହାରିଥିବା...

ନାଗିନ୍‌ ଫେମ୍‌ ଏହି ଲୋକପ୍ରିୟ ଅଭିନେତାଙ୍କୁ ବାନ୍ଧିଲା ପୋଲିସ: ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ…

ବମ୍ବେ: ଲୋକପ୍ରିୟ ଟେଲି ଅଭିନେତା କରନ୍‌ ମେହେରା ସ୍ତ୍ରୀଙ୍କୁ ମାରପିଟ୍‌ କରି ଗିରଫ ହେବା ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଆଉ ଜଣେ...

ବ୍ରିଟିଶ ଖବରଦାତାଙ୍କ ପ୍ରେମରେ ପଡ଼ି ଲିଭ୍‌ଇନ୍‌ରେ ରହୁଥିଲେ ଆମିର, ଏବେ ଲୁଚାଛପାରେ ରହିଛି ପୁଅ !

ବମ୍ବେ: ଚାକଚକ୍ୟ ଏବଂ ଗ୍ଲାମର ଜଗତ ବାହାରୁ ଯେତିକି ସୁନ୍ଦର, ସେତିକି ବିବାଦୀୟ ମଧ୍ୟ। ଅନେକ ଗୁଜବକୁ ନେଇ ମଧ୍ୟ ବଲିଉଡର ପରିବେଶ ସରଗରମ ରହିଥାଏ।...

ଅକ୍ଷୟ କୁମାର ମୋ’ ଅତୀତର ଏକ ଭୁଲି ଯାଇଥିବା ଅଧ୍ୟାୟ: ଶିଳ୍ପା

ବମ୍ବେ: ପ୍ରେମ ଯେତିକି ସୁନ୍ଦର, ପ୍ରତାରଣା ସେତିକି ଯନ୍ତ୍ରଣାଦାୟକ। ସାଥୀଙ୍କଠାରୁ ଅଲଗା ହେବା ଅନେକଙ୍କ ପାଇଁ ସହଜ ହୋଇ ନ ଥାଏ। ବେଳେବେଳେ ଏହା ଘୃଣାରେ...

ଟାଇଗରଙ୍କ ପ୍ରେମ ସମ୍ପର୍କକୁ ନେଇ ଏମିତି କହିଲେ ବାପା

ବଲିଉଡ ଅଭିନେତା ଟାଇଗର ଶ୍ରଫ ଏବଂ ଦିଶା ପଟାନୀଙ୍କ ମଧ୍ୟରେ ଦୀର୍ଘ ଦିନ ହେବ ପ୍ରେମ ସମ୍ପର୍କ ଚାଲିଛି। ଉଭୟ ଅନେକ ପାର୍ଟିରେ ଏକତ୍ର ନଜର...

ସମସ୍ତଙ୍କ ସାମ୍ନାରେ ଐଶ୍ୱର୍ଯ୍ୟାଙ୍କୁ ଏମିତି କହିଥିଲେ ଶାଶୁ ଜୟା ବଚ୍ଚନ, କାନ୍ଦି ପକାଇଥିଲେ ଅଭିନେତ୍ରୀ

ମୁମ୍ବାଇ: ନୀଳନୟନା ତଥା ବିଶ୍ୱ ସୁନ୍ଦରୀ ଐଶ୍ୱର୍ଯ୍ୟା ରାୟ ତାଙ୍କ ଫିଲ୍ମ କ୍ୟାରିୟରରେ ଦର୍ଶକଙ୍କୁ ଅନେକ ସୁପରହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି। ଐଶ୍ୱର୍ଯ୍ୟା ଏମିତି ଜଣେ...

ଏକଦା ରାହୁଲ ଗାନ୍ଧୀଙ୍କୁ ଡେଟ୍‌ କରିବାକୁ ଚାହୁଁଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ: କହିଥିଲେ..

ବମ୍ବେ: ଅନୁଷ୍କାଙ୍କ ପରେ ଖୁସି ଖବର ଶୁଣାଇଛନ୍ତି ବେବୋ। ଦ୍ୱିତୀୟ ଥର ପାଇଁ ସେ ମା’ ହୋଇଛନ୍ତି। ଏହାକୁ ନେଇ କରିନା ଚର୍ଚ୍ଚାରେ ରହୁଛନ୍ତି। ନିଜେ...

‘ଭାଗ୍‌ ମିଲ୍‌ଖା ଭାଗ୍‌’ ପାଇଁ ଟଙ୍କାଏ ପାଉଣା ନେଇଥିଲେ ‘ଫ୍ଲାଇଂ ଶିଖ୍‌’

ବମ୍ବେ: ଭାରତର ମହାନ ଧାବକ ମିଲ୍‌ଖା ସିଂହଙ୍କ ପରଲୋକକୁ ନେଇ ଶୋକରେ ବୁଡ଼ିଛି ପୁରା ଦେଶ। ଚାରି ଚାରି ଥରେ ସ୍ବର୍ଣ୍ଣ ପଦକ ବିଜେତା ଥିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଚଢ଼େଇ ମଣିଷ ସହିତ ଗୋଟିଏ ଥାଳିରେ କରୁଛି ଭୋଜନ: ଭିଡ଼ିଓ ଭାଇରାଲ…
Next Post Next post:
ଗୋଟିଏ ଭୁଲ୍‌ ପାଇଁ କ୍ଷତି ହେଲା ୩୦ ହଜାର କୋଟି…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts