E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ବୟସ୍କ, ଦିବ୍ୟାଙ୍ଗଙ୍କ ପାଇଁ ‘ନିଅର ଟୁ ହୋମ୍‌ ଟିକାକରଣ କେନ୍ଦ୍ର’
9:25 amJune 1, 2021

ଭୁବନେଶ୍ୱର, ୩୧।୫(ବ୍ୟୁରୋ): ବୟସ୍କ ଓ ଦିବ୍ୟାଙ୍ଗଙ୍କ ପାଇଁ ଘର ନିକଟରେ ଟିକାକରଣ କେନ୍ଦ୍ର ବା ନିଅର ଟୁ ହୋମ୍‌ ଟିକାକରଣ କେନ୍ଦ୍ର (ଏନ୍‌ଏଚ୍‌ସିଭିସି) କରିବାକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଏହି ଆଧାରରେ ଟିକାକରଣ କରିବାକୁ ଓଡ଼ିଶା ପ୍ରସ୍ତୁତ ହେଉଛି। ଏଥିପାଇଁ ଶୀଘ୍ର ବ୍ୟବସ୍ଥା କରିବାକୁ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସୋମବାର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ଜଲା ଚିକତ୍ସାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କୌଣସି କମ୍ୟୁନିଟି ସେଣ୍ଟର, ରେସିଡେଣ୍ଟ ଓ୍ବେଲ୍‌ଫେୟାର ଆସୋସିଏଶନ ସେଣ୍ଟର, ଗ୍ରୁପ୍‌ ହାଉସିଂ ସୋସାଇଟି ସେଣ୍ଟର, ପଞ୍ଚାୟତ ବିଲ୍ଡିଂ, ସ୍କୁଲ ପରିସରରେ ଏନ୍‌ଏଚ୍‌ସିଭିସିର ଆୟୋଜନ କରାଯାଇପାରିବ।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ

କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍‌ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।...

ଡିଭାଇଡରରେ ପିଟିହେଲା କାର୍‌: ଏକାସାଙ୍ଗରେ ଚାଲିଗଲେ ମା’, ପୁଅ

ବ୍ରହ୍ମପୁର ଅଫିସ,୨୪।୬: ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ମା’ ପୁଅଙ୍କ ଏମ୍‌କେସିଜି ମେଡିକାଲରେ ଗୁରୁବାର ମୃତ୍ୟୁ ଘଟିଛି। ମୃତକ ହେଲେ ଆନ୍ଧ୍ରପ୍ରଦେଶ ବିଜୟନଗରମ୍‌ର ପି.ଲକ୍ଷ୍ମୀ (୪୫)...

କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ

ବୁଗୁଡ଼ା,୧୭ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳର ଜନୈକା  କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଗୁରୁବାର...

ଅଜଣା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ୨ବର୍ଷର ଶିଶୁ ପୁତ୍ର ଗୁରୁତର

ମହାକାଳପଡ଼ା,୨୬।୬(ଡି.ଏନ୍‌.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅଧିନ ଜମ୍ବୁ ପଞ୍ଚାୟତରେ ଏକ କରୁଣ ଦୃଶ୍ୟ ସାମ୍ନାକୁ ଆସିଛି। ମା’ ମୃତଦେହ ପାଖରେ ପଡ଼ିରହିଛି ଗୁରୁତର ଶିଶୁପୁତ୍ର।...

କିନ୍ନରଙ୍କୁ ମିଳିବ ଓଡ଼ିଶା ପୋଲିସରେ ନିଯୁକ୍ତି

ଭୁବନେଶ୍ୱର,୧୨।୬: ଓଡ଼ିଶା ପୋଲିସରେ ନିଯୁକ୍ତି ପାଇବେ କିନ୍ନର। ଏନେଇ ଡିଜିପି ଅଭୟ ଶନିବାର ସୂଚନା ଦେଇଛନ୍ତି । ୪୭୭ ସବ୍‌ ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞପ୍ତି...

‘ସୁସ୍ଥ ହେବା ପରେ ଚଡ଼ିଚିଡ଼ା ହେଉଛନ୍ତି କୋଭିଡ୍‌ ଆକ୍ରାନ୍ତ’

ଭୁବନେଶ୍ୱର,୧୬।୬: କୋଭିଡ ସଂକ୍ରମଣରୁ ନେଗେଟିଭ୍‌ ହେଲାପରେ ମଧ୍ୟ ଲୋକଙ୍କ ଠାରେ ବିଭିନ୍ନ ଲକ୍ଷଣ ଦେଖାଦେଉଛି। ଲୋକେ ଦୀର୍ଘ ମିଆଦି କୋଭିଡ୍‌ ସମସ୍ୟାରେ ପୀଡିତ ହେଉଛନ୍ତି ।...

ଏମିତି ବି ମାଡ଼ିଆସେ ମୃତ୍ୟୁ

କେନ୍ଦୁଝର,୨ା୬: ଘର ଅଗଣାରେ ବସିଥିବା ବେଳେ ଟ୍ରକ ମାଡ଼ି ଯିବାରୁ ଜେଜେମା’ ଓ ନାତିଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ସଦର ଥାନା ଅଧୀନ ୨୦ନମ୍ବର ଜାତୀୟ...

‘ପିନାକ୍‌’ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୫।୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ରେ ଶୁକ୍ରବାର ମଲ୍ଟି ବ୍ୟାରେଲ ରକେଟ୍‌ ଲଞ୍ଚର (ଏମ୍‌ବିଆର୍‌ଏଲ୍‌)ରୁ ପରିବର୍ଦ୍ଧିତ ରେଞ୍ଜ ୧୨୨ଏମ୍‌ଏମ୍‌ କାଲିବର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଧରିତ୍ରୀ କାର୍ଟୁନ
Next Post Next post:
ବାସ୍ତବତାକୁ ଦୃଷ୍ଟି ଦିଅ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts