ଭୁବନେଶ୍ୱର, ୩୧।୫(ବ୍ୟୁରୋ): ବୟସ୍କ ଓ ଦିବ୍ୟାଙ୍ଗଙ୍କ ପାଇଁ ଘର ନିକଟରେ ଟିକାକରଣ କେନ୍ଦ୍ର ବା ନିଅର ଟୁ ହୋମ୍ ଟିକାକରଣ କେନ୍ଦ୍ର (ଏନ୍ଏଚ୍ସିଭିସି) କରିବାକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଏହି ଆଧାରରେ ଟିକାକରଣ କରିବାକୁ ଓଡ଼ିଶା ପ୍ରସ୍ତୁତ ହେଉଛି। ଏଥିପାଇଁ ଶୀଘ୍ର ବ୍ୟବସ୍ଥା କରିବାକୁ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସୋମବାର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ଜଲା ଚିକତ୍ସାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କୌଣସି କମ୍ୟୁନିଟି ସେଣ୍ଟର, ରେସିଡେଣ୍ଟ ଓ୍ବେଲ୍ଫେୟାର ଆସୋସିଏଶନ ସେଣ୍ଟର, ଗ୍ରୁପ୍ ହାଉସିଂ ସୋସାଇଟି ସେଣ୍ଟର, ପଞ୍ଚାୟତ ବିଲ୍ଡିଂ, ସ୍କୁଲ ପରିସରରେ ଏନ୍ଏଚ୍ସିଭିସିର ଆୟୋଜନ କରାଯାଇପାରିବ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.