ନୂଆଦିଲ୍ଲୀ, ୮ା୬ (ପି.ଟି.)- ଅଲିମ୍ପିକ ପାଇଁ ଯୋଗ୍ୟତା ହାସଲ କରିସାରିଥିବା ଭାରତର ଷ୍ଟାର ଜାଭେଲିନ୍ ଥ୍ରୋୟର ନୀରଜ ଚୋପ୍ରା ପର୍ତ୍ତୁଗାଲରେ ପହଞ୍ଚତ୍ଛନ୍ତି। ଜୁନ୍ ୧୦ରେ ଲିସ୍ବନରେ ସେ ଏକ ଇଭେଣ୍ଟରେ ଅଂଶଗ୍ରହଣ କରିବେ। ଜୁନ୍ ୨୨ରେ ସେ ସ୍ବିଡେନ୍ରେ କାର୍ଲଷ୍ଟାଡ୍ ଗ୍ରାଁ ପ୍ରି ସମେତ ଅନ୍ୟ କେତେକ ଇଭେଣ୍ଟରେ ଭାଗ ନେବେ। ଲିସ୍ବନରେ ସେ ପ୍ରତିଯୋଗିତାରେ ଭାଗ ନେବା ସହ ଟ୍ରେନିଂ ମଧ୍ୟ ନେଇପାରିବେ। ସୂଚନାଯୋଗ୍ୟ, ଗତ ମାର୍ଚ୍ଚରେ ପଟିଆଲାରେ ଅନୁଷ୍ଠିତ ଇଣ୍ଡିଆନ ଗ୍ରାଁ ପ୍ରି ୩ରେ ୮୮.୦୭ ମିଟର ଥ୍ରୋ କରି ନିଜ ଜାତୀୟ ରେକର୍ଡ ଭଙ୍ଗ କରିଥିଲେ। ଗତବର୍ଷ ଜାନୁୟାରୀରେ ଦକ୍ଷିଣ ଆଫ୍ରିକାର ପୋଶ୍ଚେଫ୍ଷ୍ଟ୍ରୁମ୍ଠାରେ ଏକ ଇଭେଣ୍ଟରେ ସେ ୮୭.୮୬ମିଟର ଥ୍ରୋ କରି ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିଲେ। ଜାଭେଲିନ୍ ପାଇଁ ଅଲିମ୍ପିକ ଯୋଗ୍ୟତା ଅଙ୍କ ୮୫ ମିଟର ରହିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.