E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, ଜାତୀୟ

ବାବା ରାମଦେବଙ୍କୁ ଝଟ୍‌କା ଦେଲା ନେପାଳ
3:09 pmJune 9, 2021

କାଠମାଣ୍ଠୁ,୯।୬: ନେପାଳ ସରକାର ଦେଶରେ ପତଞ୍ଜଳି ଦ୍ୱାରା ପ୍ରସ୍ତୁତ କରୋନିଲ କିଟ୍‌ର ବିତରଣ ଉପରେ ରୋକ ଲଗାଇଛନ୍ତି। ଯୋଗ ଗୁରୁ ରାମଦେବଙ୍କ କମ୍ପାନୀ ପତଞ୍ଜଳି ଉପହାର ସ୍ବରୂପ କରୋନିଲଙ୍କ କିଟ ନେପାଳକୁ ପଠାଇଥିଲା। କିନ୍ତୁ ନେପାଳ ସରକାର କହିଛନ୍ତି ଯେ, କୋଭିଡ-୧୯ ଉପରେ କରୋନିଲ ପ୍ରଭାବୀ ହେଉଥିବାର ପ୍ରମାଣ ଅଭାବରୁ ଏହାର ବିତରଣ ଉପରେ ରୋକ ଲାଗିଛି। ନେପାଳର ଆୟୁର୍ବେଦ ଓ ବିକଳ୍ପ ଔଷଧ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶରେ କୁହାଯାଇଛି ଯେ, କରୋନିଲ୍‌ର ୧୫୦୦ କିଟ୍‌ କିଣିବା ସମୟରେ ଆବଶ୍ୟକ ପ୍ରକ୍ରିୟାକୁ ପାଳନ କରାଯାଇନାହିଁ।
ସୂଚନାଯୋଗ୍ୟ,ଯୋଗ ଗୁରୁ ରାମଦେବ ଗତ ବର୍ଷ ଜୁନ ୨୩ ରେ ଆୟୁର୍ବେଦ ଭିତ୍ତିକ କରୋନିଲ କିଟ ଲଞ୍ଚ କରିଥିଲେ। କରୋନା ସହ ଲଢିବାକୁ କରୋନିଲ୍‌ କ୍ଷମତା ରଖିଛି ବୋଲି କମ୍ପାନୀ ପକ୍ଷରୁ ଦାବି କରାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, ଜାତୀୟ View All

ଫାଇଜର-ମର୍ଡେନା ଭାକ୍ସିନ୍‌କୁ ନେଇ ଆତଙ୍କ, ଯୁବବର୍ଗଙ୍କଠାରେ ସୃଷ୍ଟି ହେଉଛି ହାର୍ଟ ସମସ୍ୟା …

ଓ୍ବାଶିଂଟନ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ବିଭିନ୍ନ ଦେଶରେ ସାର୍ବଜନୀକ ଭାକ୍ସିନ୍‌...

ପୁରୁଷଙ୍କ ଗର୍ଭରେ ଶିଶୁ, ଏପରି କିପରି ହୁଏ, ଜାଣନ୍ତୁ…

ଲଣ୍ଡନ,୮।୬: ମହିଳାଙ୍କ ଗର୍ଭରେ ଶିଶୁ ସୃଷ୍ଟି ପାଇଁ ପ୍ରକୃତି ସମସ୍ତ ପ୍ରକାର ସୁବିଧା ସୁଯୋଗ ଖଞ୍ଜି ଦେଇଛି। ତେବେ ପୁରୁଷଙ୍କ ଶରୀରରେ ଏଭଳି ସ୍ଥିତି ସୃଷ୍ଟି...

ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ହେବାରେ ଲାଗିଛି। ବିଭିନ୍ନ ରାଜ୍ୟରେ କରୋନାର...

୮୧ ଦିନ ପରେ ୬୦ ହଜାର ତଳକୁ ଖସିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୧ ଦିନ ପରେ ଦେଶରେ ନୂଆ...

କ୍ଷମା ମାଗିଲେ ହରଭଜନ

ନୂଆଦିଲ୍ଲୀ, ୭ା୬: ହରଭଜନ ସିଂ ସୋମବାର କ୍ଷମା ପ୍ରାର୍ଥନା କରିଛନ୍ତି। ଏହି ଭେଟେରାନ ଭାରତୀୟ ଅଫ୍‌ ସ୍ପିନର ଖଲିସ୍ଥାନୀ ସନ୍ତ୍ରାସବାଦୀ ଜର୍ନେଲ ସିଂ ଭିନ୍ଦ୍ରନଓ୍ବାଲେଙ୍କ ପ୍ରତି...

ମେ’ ମାସରେ ରାଜଧାନୀରେ ୯୩୦୦ ଆକ୍ରାନ୍ତଙ୍କ ମୃତ୍ୟୁ: ପ୍ରତିଦିନ ୩୦୦ ଅନ୍ତିମ ସଂସ୍କାର…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ...

କଂଗ୍ରେସର ବରିଷ୍ଠ ନେତ୍ରୀ ଇନ୍ଦିରାଙ୍କ ପରଲୋକ

ଡେରାଡୁନ୍‌,୧୩।୬: ଉତ୍ତରାଖଣ୍ଡ କଂଗ୍ରେସର ବରିଷ୍ଠ ନେତା ଇନ୍ଦିରା ହ୍ରିଦୟେଶଙ୍କ ହୃଦଘାତରେ ପରଲୋକ ଘଟିଛି। ରବିବାର ସକାଳେ ତାଙ୍କୁ ଗୁରୁତର ଅବସ୍ଥାରେ ଦିଲ୍ଲୀର ଏକ ଡାକ୍ତରଖାନାରେ ଭର୍ତ୍ତି...

୨ କୋଟି କ୍ଷତିପୂରଣ ଦେବେ ଦେବେଗୌଡ଼ା

ବେଙ୍ଗାଲୁରୁ, ୨୩ା୬: ଏକ କମ୍ପାନୀକୁ ବଦନାମ କଲା ଭଳି ମନ୍ତବ୍ୟ ଦେଇଥିବାରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌. ଡି. ଦେବେଗୌଡ଼ା ୨ କୋଟି ଟଙ୍କା କ୍ଷତିପୂରଣ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପାଠକ ବାପାପୁଅଙ୍କୁ ମିଳିଲା ଜାମିନ: ହେଲେ ବାହାରିପାରିବେନି ଜେଲ୍‌ରୁ
Next Post Next post:
ଲଘୁଚାପ: ଗୁରୁବାରଠାରୁୁ ବର୍ଷିବ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts