କାଠମାଣ୍ଠୁ,୯।୬: ନେପାଳ ସରକାର ଦେଶରେ ପତଞ୍ଜଳି ଦ୍ୱାରା ପ୍ରସ୍ତୁତ କରୋନିଲ କିଟ୍ର ବିତରଣ ଉପରେ ରୋକ ଲଗାଇଛନ୍ତି। ଯୋଗ ଗୁରୁ ରାମଦେବଙ୍କ କମ୍ପାନୀ ପତଞ୍ଜଳି ଉପହାର ସ୍ବରୂପ କରୋନିଲଙ୍କ କିଟ ନେପାଳକୁ ପଠାଇଥିଲା। କିନ୍ତୁ ନେପାଳ ସରକାର କହିଛନ୍ତି ଯେ, କୋଭିଡ-୧୯ ଉପରେ କରୋନିଲ ପ୍ରଭାବୀ ହେଉଥିବାର ପ୍ରମାଣ ଅଭାବରୁ ଏହାର ବିତରଣ ଉପରେ ରୋକ ଲାଗିଛି। ନେପାଳର ଆୟୁର୍ବେଦ ଓ ବିକଳ୍ପ ଔଷଧ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶରେ କୁହାଯାଇଛି ଯେ, କରୋନିଲ୍ର ୧୫୦୦ କିଟ୍ କିଣିବା ସମୟରେ ଆବଶ୍ୟକ ପ୍ରକ୍ରିୟାକୁ ପାଳନ କରାଯାଇନାହିଁ।
ସୂଚନାଯୋଗ୍ୟ,ଯୋଗ ଗୁରୁ ରାମଦେବ ଗତ ବର୍ଷ ଜୁନ ୨୩ ରେ ଆୟୁର୍ବେଦ ଭିତ୍ତିକ କରୋନିଲ କିଟ ଲଞ୍ଚ କରିଥିଲେ। କରୋନା ସହ ଲଢିବାକୁ କରୋନିଲ୍ କ୍ଷମତା ରଖିଛି ବୋଲି କମ୍ପାନୀ ପକ୍ଷରୁ ଦାବି କରାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.